Posted inଖେଳ

ଦେଶ ପାଇଁ ଆଗେଇ ଆସିଲେ ବିରାଟ କୋହଲି: କରୁଛନ୍ତି ଏହି କାମ

ମୁମ୍ବାଇ,୬।୫: ଆଇପିଏଲ ୨୦୨୧ର ୧୪ତମ ସିଜନ ସ୍ଥଗିତ ହେବା ମାତ୍ରେ ଭାରତୀୟ କ୍ରିକେଟ ଦଳ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ଅଧିନାୟକ ବିରାଟ କୋହଲି ମୁମ୍ବାଇରେ ପହଞ୍ଚି କରୋନା ରିଲିଫ୍‌ କାମ ଆରମ୍ଭ କରିଛନ୍ତି। ସମୟକ୍ରମେ ବିରାଟ କୋହଲି କରୋନା ମହାମାରୀ ବିରୋଧରେ ଭାରତର ସଂଗ୍ରାମକୁ ଆଗେଇ ନେବା ପାଇଁ ହାତ ବଢାଇଛନ୍ତି।

କୋହଲିଙ୍କୁ ନିକଟରେ ଯୁବ ସେନାର ସଦସ୍ୟ ରାହୁଲ ଏନ କନଲଙ୍କ ସହ କଥାବାର୍ତ୍ତା କରୁଥିବା ଦେଖିବାକୁ ମିଳିଥିଲା। ରାହୁଲ କନଲ ତାଙ୍କ ଅଫିସିଆଲ ଟୁଇଟର୍‌ରେ ବିରାଟ କୋହଲିଙ୍କ କିଛି ଫଟୋ ଶେୟାର କରିଛନ୍ତି। ଏହି କଷ୍ଟଦାୟକ ସମୟ ମଧ୍ୟରେ ମହାମାରୀରୁ ମୁକ୍ତି ପାଇବା ପାଇଁ ରାଜ୍ୟ ତଥା ଦେଶର ସମର୍ଥନ ପାଇଁ ଏକ ବୈଠକ କରିଥିଲେ କୋହଲି। ରାହୁଲ ଏହି ଫଟୋଗୁଡ଼ିକୁ ଶେୟାର କରି କହିଛନ୍ତି ଯେ ଆଇପିଏଲ ୨୦୨୧ ସ୍ଥଗିତ ପରେ ମୁମ୍ବାଇରେ କୋହଲି କରୋନା ରିଲିଫ ପାଇଁ କାମ ଆରମ୍ଭ କରିଛନ୍ତି। ତାଙ୍କର ଉଦ୍ୟମ ପାଇଁ କୌଣସି ଶବ୍ଦ ନାହିଁ … କେବଳ ସମ୍ମାନ ଏବଂ ପ୍ରାର୍ଥନା।

ସୂଚନାଯୋଗ୍ୟ, କରୋନା ଯୋଗୁ ଭାରତୀୟ ପ୍ରିମିୟର ଲିଗର ୧୪ ତମ ସିଜିନକୁ ଅର୍ନିଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖାଯାଇଛି। ସନରାଇଜର୍ସ ହାଇଦ୍ରାବାଦ ଉଇକେଟ କିପର ବ୍ୟାଟ୍ସମ୍ୟାନ ରିଦ୍ଧିମାନ ସାହା ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ସ୍ପିନର ଅମିତ ମିଶ୍ର ପଜିଟିଭ୍‌ ଚିହ୍ନଟ ହେବା ପରେ ଆଇପିଏଲକୁ ସ୍ଥଗିତ ରଖାଯାଇଥିଲା। ଆଇପିଏଲ ସ୍ଥଗିତ ରଖିବା ପରେ ଖେଳାଳିମାନେ ନିଜ ନିଜ ଘରକୁ ଫେରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

CJP ନେତାଙ୍କୁ ନେଇ ସୋନମ ୱାଙ୍ଗଚୁକ୍‌ଙ୍କ ବଡ଼ ଦାବି, ସେମାନେ ସାଧୁ…

ନୂଆଦିଲ୍ଲୀ,୩୦।୮: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ‘କକରୋଚ୍ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତାମାନଙ୍କୁ ନେଇ ବଡ଼ ମତ ରଖିଛନ୍ତି । ତାଙ୍କ ମତରେ CJPର ପ୍ରତିଷ୍ଠାତା ଅଭିଜିତ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

ଜନ୍ମାଷ୍ଟମୀରେ ଦୁର୍ଲଭ ଗ୍ରହ ସଂଯୋଗ: ୪ଟି ରାଶିର ଚମକିବ ଭାଗ୍ୟ, କ୍ୟାରିୟରରେ ଗ୍ରୋଥ୍‌ ସାଙ୍ଗକୁ ଅଚାନକ ଧନଲାଭ

ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଏଥର ଜନ୍ମାଷ୍ଟମୀ ପର୍ୱ ଅତ୍ୟନ୍ତ ଖାସ ବୋଲି ମାନାଯାଉଛି। ୪ ସେପ୍ଟେମ୍ୱର ୨୦୨୬ ଜନ୍ମାଷ୍ଟମୀ ଦିନ ଅନେକ ପ୍ରମୁଖ ଗ୍ରହ ଶୁଭ ସ୍ଥିତିରେ…

ଭଲିବଲ୍‌ରେ ଡିଏଭି ଚାମ୍ପିଅନ୍‌

ଭଞ୍ଜନଗର, ୩୦।୮ (ବାବୁଲା ପ୍ରଧାନ): ଜାତୀୟ କ୍ରୀଡ଼ା ଦିବସ ଅବସରରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିସହ କିଛି…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନ: ଏପର୍ଯ୍ୟନ୍ତ ୩୬ଟି ଦେଶ ଦ୍ୱାରା ସମ୍ମାନିତ ହେଲେଣି…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ରାଷ୍ଟ୍ର ସମ୍ମାନ ‘ଓଲି ଦାରାଜଲି ଦୋ’ଷ୍ଟଲିକ’ (ସର୍ବୋଚ୍ଚ ଡିଗ୍ରୀର ବନ୍ଧୁତା କ୍ରମ) ପ୍ରଦାନ କରାଯାଇଥିଲା। ଉଜବେକିସ୍ତାନର ରାଷ୍ଟ୍ରପତି ଶାଭକତ…

ଦୁଲୀପ ଟ୍ରଫି ସେମିଫାଇନାଲରେ କାହିଁକି ବୈଭବ ସୂର୍ଯ୍ୟବଂଶୀଙ୍କୁ ଦିଆଗଲା ଅଧିନାୟକ ଦାୟିତ୍ୱ? ହେଲାଣି ଖୁବ୍‌…

ନୂଆଦିଲ୍ଲୀ,୩୦।୮: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ତ୍ତମାନ ସେଣ୍ଟ୍ରାଲ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଚାଲିଛି। ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri