Posted inଖେଳ

ବୃନ୍ଦାବନରୁ ଫେରି ଶତକ ମାରିଲେ କୋହଲି, ପ୍ରଶଂସକ କହିଲେ ‘ବାବା ଜି କି ଜୟ ହୋ’

ଗୁଆହାଟି,୧୦।୧: ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବିରାଟ କୋହଲି ଶତକ ମାରିବାରେ ସଫଳ ହୋଇଛନ୍ତି। ମ୍ୟାଚ୍‌ରେ ସେ ୧୧୩ ରନ୍‌ର ଇନିଂସ ଖେଳିଥିଲେ। ଏହା ତାଙ୍କ କ୍ୟାରିୟରର ୪୫ତମ ଶତକ ଥିଲା। ତେବେ ଏହି ଶତକ ପରେ କୋହଲିଙ୍କ ପ୍ରଶଂସକ ଖୁସିରେ ଆତ୍ମହରା ହୋଇଛନ୍ତି। ସୋସିଆଲ ମିଡିଆରେ ଏହି ଇନିଂସକୁ ନେଇ ସେମାନେ ଖାସ୍‌ ପ୍ରତିକ୍ରିୟା ଦେଉଛନ୍ତି। ଏପରିକି ସେମାନେ ଏହି ଇନିଂସ ସହ କୋହଲିଙ୍କ ବୃନ୍ଦାବନ ଯାତ୍ରା ସହ ଯୋଡ଼ୁଥିବା ଦେଖାଯାଇଛି।

କୋହଲି ଏହି ସିରିଜ ପୂର୍ବରୁ ସ୍ତ୍ରୀ ଅନୁଷ୍କାଙ୍କ ସହ ବୃନ୍ଦାବନ ଯାଇଥିଲେ। ସେଠାରେ ସେ ନୀମ କରୌଲି ବାବାଙ୍କ ଆଶ୍ରମର ଦର୍ଶନ କରିଥିଲେ। ଏବେ ସେ ଫେରି ଶତକ ମାରିଛନ୍ତି। ଏଣୁ ପ୍ରଶଂସକମାନେ ଉଭୟ ଘଟଣାକୁ ଯୋଡ଼ୁଛନ୍ତି। କୋହଲିଙ୍କ ପରେ ଏବେ ରୋହିତ ଶର୍ମା, କେଏଲ୍‌ ରାହୁଲ, ଶୁଭମନ ଗିଲ ମଧ୍ୟ ବାବା ନିମ କରୌଲିଙ୍କ ଆଶ୍ରମକୁ ଯିବାକୁ ଚାହିଁବେ ବୋଲି କିଛି କହୁଛନ୍ତି।

ଦେଖନ୍ତୁ ସେଭଳି କିଛି ମେମେ:-


Enter your email to get our daily news in your inbox.

All Right Reserved By Dharitri.Com

ଜିତୁ ଜିତୁ ବଡ଼ ଘୋଷଣା କଲେ ପ୍ରଶାନ୍ତ କିଶୋର: ଭାଜପା ଶୁଣିଲେ…

ପାଟନା,୪।୮: ବିହାରର ବାଙ୍କିପୁର ବିଧାନସଭା ଆସନର ଉପନିର୍ବାଚନରେ ବିଜୟୀ ହେବା ପରେ ଜନ ସୁରାଜର ସଂସ୍ଥାପକ ପ୍ରଶାନ୍ତ କିଶୋର ଏହି ବିଜୟକୁ ରାଜ୍ୟ ରାଜନୀତିରେ ପରିବର୍ତ୍ତନର ସଙ୍କେତ…

ଉପାନ୍ତ ଅଞ୍ଚଳରେ ନେଟ୍‌ଓ୍ବର୍କ ସମସ୍ୟା: ମୌଳିକ ସୁବିଧାରୁ ବଞ୍ଚିତ ଗାଁ ଲୋକେ

ନୂଆପଡ଼ା,୪ା୮ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକର ଉପାନ୍ତ ଅଞ୍ଚଳ ଦେଓଦରା ପଞ୍ଚାୟତ ଓ ବୋଡେନ ବ୍ଲକ ନାଗପଡ଼ା ପଞ୍ଚାୟତର ଅଧିକାଂଶ ଗାଁର ଲୋକେ ମୌଳିକ ସୁବିଧାରୁ…

୬ଷ୍ଠ ନ୍ୟାସନାଲ ଆମେଚର କ୍ରୀଡା , ଓଡ଼ିଶାରୁ ମନୋନୀତ ହେଲେ ଦିଲ୍ଲୀପ

କଲ୍ୟାଣସିଂହପୁର,୪।୮(ଦୀପକ କୁମାର ପରିଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପାର୍ସଲୀ ପଞ୍ଚାୟତର ନିୟମଗିରିର ଚାଟିକଣା ଗ୍ରାମରେ ଜନ୍ମ ହୋଇଥିବା ପ୍ରତିଭାବାନ୍ କବାଡି ଖେଳାଳି ଦିଲ୍ଲୀପ କୁମାର…

ମୁଖ୍ୟମନ୍ତ୍ରୀ ଥଲାପତି ବିଜୟଙ୍କୁ ସୁପ୍ରିମକୋର୍ଟଙ୍କ ଜୋରଦାର ଝଟ୍‌କା! ପ୍ରଥମ ଥର ପାଇଁ…

ନୂଆଦିଲ୍ଲୀ,୪।୮: ତାମିଲନାଡୁରେ ଏମ. କେ. ଷ୍ଟାଲିନ ସରକାରଙ୍କ ପରେ ମୁଖ୍ୟମନ୍ତ୍ରୀ ଥଲାପତି ବିଜୟ ଜୋସେଫ ସରକାର ମଧ୍ୟ ରାଜ୍ୟର ଥିରୁପରନକୁନ୍ଦ୍ରମ ପାହାଡ଼ରେ ପବିତ୍ର ଦୀପ ପ୍ରଜ୍ୱଳନ ବିରୋଧରେ…

ଖର୍ଚ୍ଚ ବଢୁଛି, ଲାଭ ପାଉନାହାନ୍ତି ଚାଷୀ: ଆର୍ଥିକ ସ୍ଥିତି ଦିନକୁ ଦିନ ସଙ୍କଟାପନ୍ନ

ପଦ୍ମପୁର, ୪ା୮(ପ୍ରଦୀପ୍ତ ଦାଶ):କୃଷି କାର୍ଯ୍ୟରେ ବ୍ୟବହୃତ ବିଭିନ୍ନ ସାମଗ୍ରୀର ଅହେତୁକ ଦରବୃଦ୍ଧି ଏବଂ ସରକାରୀ ପ୍ରକ୍ରିୟାର ଜଟିଳତା ଯୋଗୁ ଅଞ୍ଚଳର ଚାଷୀମାନେ ଗୁରୁତର ସମସ୍ୟାର ସମ୍ମୁଖୀନ ହେଉଛନ୍ତି।…

ସମସ୍ୟା ଅସମାହିତ, ତେଜୁଛି ଚାଷୀ ଅସନ୍ତୋଷ

ବରଗଡ଼,୪।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ଅନ୍ୟପକ୍ଷରେ ଏଠାରେ ଚାଷ ଓ ଚାଷୀଙ୍କ…

ତ୍ରିଶାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ, ଷ୍ଟାଲିନଙ୍କ ବିରୋଧରେ NCWରେ ଅଭିଯୋଗ କଲା TVK

ନୂଆଦିଲ୍ଲୀ,୪।୮: ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କ ବିରୁଦ୍ଧରେ ଜାତୀୟ ମହିଳା ଆୟୋଗ (NCW)ରେ ଅଭିଯୋଗ ଦାଖଲ କରିଛି ଥଲାପତି ବିଜୟଙ୍କ ପାର୍ଟି TVK । ତଞ୍ଜାଭୁରରେ…

ଅତ୍ୟଧିକ ଆତ୍ମବିଶ୍ୱାସ ଭାଜପାକୁ ପଡିଲା ମହଙ୍ଗା! ଶୋଚନୀୟ ପରାଜୟ ପରେ ମୁହଁ ଖୋଲିଲେ ନୀତିନ ନବୀନ, କହିଲେ…

ପାଟନା,୪।୮: ଦେଶର ତିନୋଟି ରାଜ୍ୟର ବିଧାନସଭା ଆସନରେ ଅନୁଷ୍ଠିତ ଉପନିର୍ବାଚନର ଫଳାଫଳ ସୋମବାର ପ୍ରକାଶ ପାଇଛି। ବିହାରର ବାଙ୍କିପୁର ଏବଂ ମଧ୍ୟପ୍ରଦେଶର ଦାତିଆ ଆସନରେ ଅନୁଷ୍ଠିତ ଉପନିର୍ବାଚନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri