Posted inଖେଳ

ନମ୍ବର-୧ ହେଲା ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ, ୧୩।୫: ଆଇସିସି ପକ୍ଷରୁ ଗୁରୁବାର ତାଜା ଟେଷ୍ଟ ଟିମ୍‌ ର଼୍ୟାଙ୍କିଂ ଜାରି କରାଯାଇଛି। ଏଥିରେ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲିଷ୍ଟ ଭାରତ ଓ ନ୍ୟୁଜିଲାଣ୍ଡ ଯଥାକ୍ରମେ ପ୍ରଥମ ଏବଂ ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି। ଭାରତୀୟ ଟିମ୍‌କୁ ଗୋଟିଏ ରେଟିଂ ପଏଣ୍ଟ ମିଳିଥିଲା। ଫଳରେ ଏହାର ଅଙ୍କ ୧୨୧ ପଏଣ୍ଟ ହୋଇଛି। ସେହିଭଳି ନ୍ୟୁଜିଲାଣ୍ଡ ଟିମ୍‌ ଦୁଇ ରେଟିଂ ପଏଣ୍ଟ ସହ ୧୨୦ ପଏଣ୍ଟ ପାଇଛି।

ଗତବର୍ଷ ଭାରତ ଅଷ୍ଟ୍ରେଲିଆକୁ ୨-୧, ଇଂଲଣ୍ଡକୁ ୩-୧ରେ ପରାସ୍ତ କରିଥିଲା। ନ୍ୟୁଜିଲାଣ୍ଡ ମଧ୍ୟ ଓ୍ବେଷ୍ଟଇଣ୍ଡିଜ୍‌ ଏବଂ ପାକିସ୍ତାନ ବିପକ୍ଷ ମ୍ୟାଚ୍‌କୁ ୨-୦ରେ ଜିତିଥିଲା। ଏହାପରେ ଦଳ ଟପ୍‌-୨ରେ ସାମିଲ ହୋଇଛି। ଏହି ତାଲିକାରେ ଇଂଲଣ୍ଡ ଅଷ୍ଟ୍ରେଲିଆକୁ ପଛରେ ପକାଇ ତୃତୀୟ ସ୍ଥାନ ହାସଲ କରିଛି। ପାକିସ୍ତାନ ୩ ପଏଣ୍ଟ ହାସଲ କରି ପଞ୍ଚମ ସ୍ଥାନରେ, ୩ ପଏଣ୍ଟ ସହ ଓ୍ବେଷ୍ଟଇଣ୍ଡିଜ ୬ଷ୍ଠ, ୭ମରେ ଦକ୍ଷିଣ ଆଫ୍ରିକା, ୮ମରେ ଶ୍ରୀଲଙ୍କା, ୯ମରେ ବାଂଲାଦେଶ, ୧୦ମରେ ଜିମ୍ବାଓ୍ବେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri