Posted inଖେଳ

ଅନ୍ତର୍ଜାତୀୟ କ୍ରିକେଟରେ ୧୫ ବର୍ଷ ପୂରଣ କଲେ କୋହଲି

ନୂଆଦିଲ୍ଲୀ,୧୮।୮: ଭାରତର କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ବିରାଟ କୋହଲି ତାଙ୍କର ଅନ୍ତର୍ଜାତୀୟ କ୍ରିକେଟରେ ୧୫ ବର୍ଷ ପୂରଣ କରିଛନ୍ତି। ୨୦୦୮ରେ ଶ୍ରୀଲଙ୍କା ବିପକ୍ଷରେ କୋହଲି ଏହି ଦିନିକିଆରେ ଡେବ୍ୟୁ କରିଥିଲେ। ପ୍ରଥମ କିଛି ମ୍ୟାଚରେ ଭଲ ପ୍ରଦର୍ଶନ କରିପାରିନଥିବା ବିରାଟ ଧୀରେ ଧୀରେ ଦଳରେ ନିଜର ସ୍ଥାନକୁ ଦୃଢ କରି ୨୦୧୧ ବିଶ୍ୱକପ ବିଜୟରେ ଉଲ୍ଲେଖନୀୟ ଅବଦାନ ରଖିଥିଲେ। ସେ କ୍ରିକେଟରେ ରେକର୍ଡ ପରେ ରେକର୍ଡ କରିଥିଲେ।

କୋହଲି ଅନ୍ତର୍ଜାତୀୟ କ୍ରିକେଟରେ 15 ବର୍ଷ ପୂରଣ କରିଥିବାବେଳେ ତାଙ୍କ ଆଇପିଏଲ ଦଳ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଅନେକ ପୋଷ୍ଟ କରିଛି। ଆରସିବି ଏକ ଭାବପ୍ରବଣ ଭିଡିଓ ମଧ୍ୟ ଶେୟାର କରିଛି। ଏଥିରେ ଫ୍ରାଞ୍ଚାଇଜ କୋହଲିଙ୍କ ପିଲାଦିନରୁ ଆଜି ପର୍ଯ୍ୟନ୍ତ ଫଟୋକୁ ବ୍ୟବହାର କରିଛି। ପ୍ରଶଂସକମାନେ ଏହି ଭିଡିଓକୁ ବହୁତ ପସନ୍ଦ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି ଭାଲୁ: ବେଲସୁନ୍ଦରୀରେ ଆତଙ୍କ

ଆନନ୍ଦପୁର,୧୧।୨(ସୁଶାନ୍ତ କୁମାର ସାହୁ): ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି  ଭାଲୁ ପଲ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଆନନ୍ଦପୁର ବନ୍ୟପ୍ରାଣୀ ବନଖଣ୍ତ ଅଧୀନ ବରାଙ୍ଗ ସଂରକ୍ଷିତ…

ଚଳନ୍ତା କଣ୍ଟେନରକୁ ପଛପଟୁ ଧକ୍କା ଦେଲା କାର: ଆଉ ତା’ପରେ…

ବାହାନଗା, ୧୧।୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗରଠାରେ ଏକ ଚଳନ୍ତା କଣ୍ଟେନର ପଛକୁ ଏକ କାର ଧକ୍କା…

ଖେଳାଳିଙ୍କ ପ୍ରତି କଠୋର ହେଲା BCCI: ଏହି ସର୍ତ୍ତ ପୂରଣ କରିବାକୁ କଲା ମନା

ନୂଆଦିଲ୍ଲୀ,୧୧।୨: ICC ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ, BCCI ଟିମ ଇଣ୍ଡିଆର ଖେଳାଳିମାନଙ୍କ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୋର୍ଡ ସ୍ପଷ୍ଟ ଭାବରେ କହିଛି,…

ପାକିସ୍ତାନ ବିପକ୍ଷ ବଡ଼ ମ୍ୟାଚ ପୂର୍ବରୁ ଭାରତକୁ ଝଟ୍‌କା, ଟି-୨୦ ବିଶ୍ୱକପ ମଧ୍ୟରେ ହସ୍ପିଟାଲରେ ଭର୍ତ୍ତି ହେଲେ…

ନୂଆଦିଲ୍ଲୀ,୧୧।୨: ଟି-୨୦ ବିଶ୍ୱକପ ମଧ୍ୟରେ ଟିମ ଇଣ୍ଡିଆର ସମସ୍ୟା ବଢ଼ିଛି। ଷ୍ଟାର ଓପନର ଅଭିଷେକ ଶର୍ମା ଅସୁସ୍ଥ ଅଛନ୍ତି। ଟିମ ମ୍ୟାନେଜମେଣ୍ଟ ଏହା ଘୋଷଣା କରିଛି। ଶର୍ମା…

ଭାଇର ମୃତ୍ୟୁ ଖବର ଶୁଣି ଟଳିପଡିଲେ ବଡ଼ ଭାଇ, ଜଳିବ ଦୁଇ ଭାଇଙ୍କ ଜୁଇ, ଦୁଃଖରେ ଭାଙ୍ଗିପଡିଛି ପରିବାର

ମୋରଡା,୧୧।୨(ସ୍ମାରକ ମାଜୀ): ଜଳିବ ଦୁଇ ଭାଇଙ୍କ ଜୁଇ। ଦିନେ ହାତ ଧରା ଧରି ଛୋଟରୁ ବଡ଼ ହୋଇଥିଲେ। ଦୁହେଁ ଦୁହିଁଙ୍କୁ ନ ଦେଖିଲେ ରହି ପାରୁନଥିଲେ। ଦୁଇ…

୧୫ ଦିନ ତଳେ କିଣିଥିଲେ ବ୍ୟାଟେରୀ ସ୍କୁଟି, ରାତିରେ ହୁତୁହୁତୁ ହୋଇ ଜଳିଗଲା…

ରାୟଗଡ଼ା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ମହକୁମା ଠାରୁ ମାତ୍ର ୩ କିମି ଦୂରରେ ଅବସ୍ଥିତ ପିତାମହଲ ଗ୍ରାମ ବାସିନ୍ଦା ତଥା ବରିଷ୍ଠ ଆଇନଜୀବୀ ବିଭୁ ପ୍ରଧାନଙ୍କ…

ନ୍ୟୁଜିଲାଣ୍ଡକୁ ବଡ଼ ଝଟକା: ଟି-୨୦ ବିଶ୍ୱକପରୁ ବାହାରିଲେ ଏହି ବଡ଼ ଖେଳାଳି

ନୂଆଦିଲ୍ଲୀ,୧୧।୨: ନ୍ୟୁଜିଲାଣ୍ଡ ICC ଟି-୨୦ ବିଶ୍ୱକପ ୨୦୨୬ରେ ଲଗାତାର ଦୁଇଟି ମ୍ୟାଚ ଜିତି ଏକ ଦୃଢ଼ ଆରମ୍ଭ କରିଥିଲା, କିନ୍ତୁ କିୱି ଦଳ ଚଳିତ ଟୁର୍ନାମେଣ୍ଟରେ ଏକ…

ବାଜି ମାରିଲା ପାକିସ୍ତାନ, ଭାରତକୁ ପକାଇଲା ପଛରେ…

ନୂଆଦିଲ୍ଲୀ,୧୧।୨: ଫେବୃଆରୀ ୧୦ ତାରିଖରେ ଖେଳାଯାଇଥିବା ରୋମାଞ୍ଚକର ମ୍ୟାଚ ପରେ, ଟୁର୍ନାମେଣ୍ଟର ପଏଣ୍ଟ ଟେବୁଲ ସମ୍ପୂର୍ଣ୍ଣ ବଦଳି ଯାଇଛି। ଗ୍ରୁପ A ରେ, ପାକିସ୍ତାନ କେବଳ ଯୁକ୍ତରାଷ୍ଟ୍ରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri