Posted inଖେଳ

ନେପାଳୀ ଗୀତରେ ନାଚିଲେ ବିରାଟ କୋହଲି

ନୂଆଦିଲ୍ଲୀ,୫।୯: ଭାରତୀୟ ଦଳ ଏସିଆ କପ ୨୦୨୩ରେ ନେପାଳ ବିପକ୍ଷରେ ବିଜୟ ହାସଲ କରି ସୁପର-୪ ପାଇଁ ଯୋଗ୍ୟତା ଅର୍ଜନ କରିଛ। ନେପାଳ ବିପକ୍ଷ ବ୍ୟାଟିଂ ବିଭାଗରେ ଟିମ ଇଣ୍ଡିଆ ବହୁତ ଭଲ ଟ୍ରାକ୍‌ରେ ନଜର ଆସିଥିଲା। କିନ୍ତୁ ସେହି ସମୟରେ ଦଳ ଫିଲ୍ଡିଂରେ ଅତି ସରଳ ପ୍ରଦର୍ଶନ କରିଥିଲା। ଏପରିକି ବିରାଟ କୋହଲି ଏକ ସରଳ କ୍ୟାଚ ଛାଡିଥିଲେ। ଏହି ସମୟରେ ସୋସିଆଲ ମିଡିଆରେ କିଙ୍ଗ କୋହଲିଙ୍କ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ସେ ନାଚୁଥିବାର ଦେଖାଯାଇଛି।
ଭାଇରାଲ ଭିଡିଓରେ ବିରାଟ କୋହଲି ନେପାଳୀ ଗୀତରେ ନାଚୁଥିବାର ନଜର ଆସିଛନ୍ତି। ଫିଲ୍ଡିଂ ବେଳେ କୋହଲି ଏହି ଆକର୍ଷଣୀୟ ନୃତ୍ୟ କରିଥିଲେ। କୋହଲି ମ୍ୟାଚରେ ବ୍ୟାଟିଂ କରିବାର ସୁଯୋଗ ପାଇପାରି ନ ଥିଲେ। ଏହାପୂର୍ବରୁ କିଙ୍ଗ କୋହଲି ପାକିସ୍ତାନ ବିପକ୍ଷ ମ୍ୟାଚରେ ବିଫଳ ହୋଇଥିଲେ। ସେ ମାତ୍ର ୪ ରନ୍‌ କରିବା ପରେ ପାଭିଲିୟନକୁ ଫେରିଥିଲେ।

https://twitter.com/ICCAsiaCricket/status/1698692935699878344


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

ସେପ୍ଟେମ୍ୱର ୧୭ରେ ବଦଳିବ ବୁଧଙ୍କ ଚଳନ, ୪ ରାଶିର ଭାଗ୍ୟ ଚମକିବ, ଆଲମାରୀରେ ଭର୍ତ୍ତି ହୋଇଯିବ ଟଙ୍କା!

୨୦୨୬ ମସିହା ସେପ୍ଟେମ୍ୱର ୧୭ ତାରିଖରେ ବିଶ୍ୱକର୍ମା ପୂଜା ପାଳନ କରାଯିବ। ଏହି ଦିନ ବୁଧ ଗ୍ରହ ନିଜର ଦିଗ ପରିବର୍ତ୍ତନ କରୁଛନ୍ତି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ,…

ନିଟ୍‌ କୃତକାର୍ଯ୍ୟ ସୁଦାମଙ୍କୁ ସହାୟତା

ବଞ୍ଚୋ,୨୭ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଘଷିପୁରା ବ୍ଲକ୍‌ ଶାମୁକାନେଣ୍ଡି ପଞ୍ଚାୟତର ନିଟ୍‌ରେ କୃତକାର୍ଯ୍ୟ ହୋଇଥିବା ସୁଦାମ ହାଁସଦାଙ୍କୁ ଭାଜପା ନେତା ସହାୟତା କରିଛନ୍ତି। ସୁଦାମ ଶୁକ୍ରବାର ନାମ…

ଶାଶୁ, ନଣଦେଇଙ୍କ ନାଁରେ ଯୌତୁକ ନିର୍ଯାତନା ଅଭିଯୋଗ ଆଣିଲେ ବିଧବା ମହିଳା

ଛତ୍ରପୁର,୨୭।୮(ଦିଲ୍ଲୀପ ସାମଲ): ଜଣେ ବିଧବା ମହିଳା ନିଜ ଶାଶୁ ଓ ନଣଦେଇଙ୍କ ନାଁରେ ଯୌତୁକ ଏବଂ ଶାରୀରିକ ନିର୍ଯାତନା ଦେଉଥିବା ନେଇ ଛତ୍ରପୁର ଥାନାରେ ଏକ ଲିଖିତ…

ଅଲ୍‌ ଓଡ଼ିଶା ଲିଲି କପ୍‌ ବାସ୍କେଟବଲ୍‌ ଟୁର୍ଣ୍ଣାମେଣ୍ଟ: ଏମ୍‌-୩ ପାନ୍ଥର୍ସ କଟକ ଚମ୍ପିୟାନ

କଟକ ସଦର,୨୭।୮(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ଲିଲି ଇଣ୍ଟରନ୍ୟାଶନାଲ ସ୍କୁଲ ପରିସରରେ ‘ଅଲ ଓଡ଼ିଶା ଲିଲି କପ୍‌’ ବାସ୍କେଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ପ୍ରତିଯୋଗିତାରେ…

ଗଭୀର ସମୁଦ୍ରରୁ ଉଦ୍ଧାର ହେଲା ଟ୍ରଲର: ବଞ୍ଚିଛନ୍ତି ମତ୍ସ୍ୟଜୀବୀ, ୩ ତାରିଖରୁ ଥିଲେ ନିଖୋଜ

ଭୋଗରାଇ,୨୭।୮(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ସୀମାନ୍ତ ପଶ୍ଚିମବଙ୍ଗ ଦୀଘା ଉପକୂଳ ଗଭୀର ସମୁଦ୍ରରୁ ଆନ୍ଧ୍ରପ୍ରଦେଶର ଏକ ମାଛ ଧରା ଟ୍ରଲର ଭାସମାନ ଅବସ୍ଥାରେ ବିପଦରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri