ଅନୁଷ୍କାଙ୍କ ପୂର୍ବରୁ ଏସବୁ ସୁନ୍ଦରୀଙ୍କ ପ୍ରେମରେ ପଡ଼ିଥିଲେ ବିରାଟ କୋହଲି, ତାଲିକା ବେଶ ଲମ୍ବା…

ଏକାଧିକ ସୁନ୍ଦରୀଙ୍କୁ ଡେଟ୍‌ କରିବା ପରେ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କୁ ଜୀବନସାଥୀ ଭାବେ ବାଛିଥିଲେ ବିରାଟ କୋହଲି। ଏବେ ଦୁହେଁ ସୁଖୀ ଦାମ୍ପତ୍ୟ ଜୀବନ ଅତିବାହିତ କରୁଛନ୍ତି। କୋହଲି କନ୍ୟା ସନ୍ତାନର ପିତା ଥିବା ବେଳେ ଏବେ ଅନୁଷ୍କା ଦ୍ୱିତୀୟ ଥର ଲାଗି ମା’ ହେବାକୁ ଯାଉଛନ୍ତି। ରବିବାର ବିରାଟଙ୍କ ଜନ୍ମଦିନ ଉପଲକ୍ଷେ ଆସନ୍ତୁ ତାଙ୍କ ପ୍ରେମ ଜୀବନ ଉପରେ ନଜର ପକାଇବା…

ତମନ୍ନା ଭାଟିଆ:
ବିରାଟଙ୍କ ତମନ୍ନାଙ୍କୁ ଡେଟ୍‌ କରୁଥିବା ନେଇ ଚର୍ଚ୍ଚା ଜୋର ଧରିଥିଲା। ହେଲେ ଦୁହେଁ ଏନେଇ କେବେହେଲେ ମୁହଁ ଖୋଲି ନ ଥିଲେ।

ସଞ୍ଜନା ଗଲରାନୀ:
ତମନ୍ନାଙ୍କଠାରୁ ଅଲଗା ହେବା ପରେ କୋହଲି କନ୍ନଡ଼ ଫିଲ୍ମ ଅଭିନେତ୍ରୀ ସଞ୍ଜନାଙ୍କୁ ଭଲପାଇ ବସିଥିଲେ। ଏକ ପାର୍ଟିରେ ଦୁହେଁ ପରସ୍ପରକୁ ଭେଟିଥିଲେ।

ଇଜାବେଲି ଲେଏଟି:
କୋହଲିଙ୍କ ପ୍ରେମ ସମ୍ପର୍କ ବ୍ରାଜିଲର ମଡେଲ ଇଜାବେଲିଙ୍କ ସହ ମଧ୍ୟ ରହିଥିଲା। ଏନେଇ ନିଜେ ଇଜାବେଲି ସ୍ବୀକାର କରିଥିଲେ।

ସାକ୍ଷୀ ଅଗ୍ରଓ୍ବାଲ:

କୋହଲିଙ୍କ ନାମ ସାକ୍ଷୀଙ୍କ ସହ ମଧ୍ୟ ଯୋଡ଼ି ହୋଇଛି। ହେଲେ କେହି ବି ସେନେଇ ମୁହଁ ଖୋଲି ନାହାନ୍ତି।

ସାରା ଜାନେ ଡାଇସ୍‌:
ଇଜାବେଲିଙ୍କଠାରୁ ଅଲଗା ହେବା ପରେ କୋହଲି ୨୦୦୭ରେ ମିସ୍‌ ଇଣ୍ଡିଆ ଜିତିଥିବା ସାରାଙ୍କୁ ଡେଟ୍‌ କରିଥିଲେ। ଉଭୟ କେବେହେଲେ ଏନେଇ ମୁହଁ ଖୋଲି ନ ଥିଲା।

ଅନୁଷ୍କା ଶର୍ମା:
ଅନେକ ନାୟିକାଙ୍କ ସହ ନା ଯୋଡ଼ିହେବା ପରେ ଶେଷରେ କୋହଲିଙ୍କୁ ଅନୁଷ୍କାଙ୍କୁ ବାସ୍ତବ ପ୍ରେମ ବୋଲି ହୃଦ୍‌ବୋଧ କରିଥିଲେ। ଉଭୟ କିଛି ମାସ ଯାଏ ଡେଟ୍‌ କରିବା ପରେ ବିବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?