Posted inଖେଳ

କ୍ୱାରାଣ୍ଟାଇନ୍‌ରେ କୋହଲି: ଆବଶ୍ୟକ ପଡୁଛି ଏହି ୨ ଜିନିଷ

ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଫେବୃଆରୀ ୫ରୁ ଏକ ୪ ଟେଷ୍ଟ ସିରିଜ୍‌ ଆରମ୍ଭ ହେବାକୁ ଯାଉଛି। ଉଭୟ ଦଳ ପ୍ରଥମ ଦୁଇଟି ମ୍ୟାଚ୍‌ ପାଇଁ ଚେନ୍ନାଇରେ ପହଞ୍ଚିସାରିଛନ୍ତି। ଏହି ସମୟରେ ସେମାନେ କ୍ୱାରାଣ୍ଟାଇନରେ ପିଡିୟଡରେ ରହିଛନ୍ତି। ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ନିଜର ଓ୍ବାର୍କଆଉଟ୍‌ ସମୟର ଏକ ଭିଡିଓ ଶେୟାର କରିଛନ୍ତି। ଏଥିରେ ତାଙ୍କୁ ସାଇକେଲ ଚଲାଉଥିବାର ଦେଖିବାକୁ ମିଳୁଛି। ଭିଡିଓ ଶେୟାର କରି କୋହଲି କ୍ୟାପଶନରେ ଲେଖିଛନ୍ତି, କ୍ୱାରାଣ୍ଟାଇନ୍‌ ସମୟରେ ମ୍ୟୁଜିକ୍‌ ଏବଂ ଜିମ୍‌ର ଜିନିଷ ଆବଶ୍ୟକ ପଡ଼ିଥାଏ। କାମ କରିବାର ଇଚ୍ଛା ଥିଲେ ଯେକୌଣସି ସ୍ଥାନରେ ବି କାମ କରାଯାଇ ପାରିବ। ଆପଣ ସମସ୍ତଙ୍କର ଦିନ ଭଲରେ ରହୁ ବୋଲି ସେ ଲେଖିଛନ୍ତି।
ବିରାଟଙ୍କ ଏହି ଭିଡିଓ ବ୍ୟାକ୍‌ଗ୍ରାଉଣ୍ଡରେ ଏକ ପଞ୍ଜାବୀ ଗୀତ ବାଜୁଥିବାର ଶୁଣିବାକୁ ମିଳୁଛି। କୋହଲି ପଞ୍ଜାବୀ ଗୀତର ବଡ଼ ସୌଖୀନ। ସେ ସବୁ ସମୟରେ ନିଜର ଫିଟ୍‌ନେସ୍‌ର ଧ୍ୟାନ ମଧ୍ୟ ନେଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାୟାମ କରିବା ପୂର୍ବରୁ ହାଲିଆ ଲାଗୁଛି କି? ଯଦି ହଁ, ତେବେ…

ବ୍ୟାୟାମ ଆମ ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ ତାହା ବର୍ଣ୍ଣନା କରିବା ଅନାବଶ୍ୟକ। ଏହାପୂର୍ବରୁ ଆମକୁ କେତୋଟି ଦିଗ ପ୍ରତି ଧ୍ୟାନ ଦେବା ନିହାତି ଜରୁରୀ। ବ୍ୟାୟାମ…

ଇରାନ ଉପରେ ଆକ୍ରମଣ କଲା ଆମେରିକା, ହେଲେ ଛାଡିଲାନି ତେହରାନ

ତେହରାନ,୩୧।୮: ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଯୁଦ୍ଧର ନିଆଁ ଜଳି ଉଠିଛି। ରବିବାର (ଅଗଷ୍ଟ ୩୦) ରେ, ଆମେରିକୀୟ ସେନା ଇରାନର ଲାରାକ ଦ୍ୱୀପରେ…

ପୋତାଗଲା ଚିହ୍ନଟ ହୋଇ ନ ଥିବା ମୃତଦେହ

କାଠମାଣ୍ଡୁ,୩୧ା୮: ନେପାଳ ବନ୍ୟାଜନିତ ମୃତ୍ୟୁସଂଖ୍ୟା ରବିବାର ସନ୍ଧ୍ୟା ସୁଦ୍ଧା ୭୯୪ରେ ପହଞ୍ଚତ୍ଛି। ମୃତଦେହ ରଖିବା ପାଇଁ ହସ୍ପିଟାଲଗୁଡ଼ିକରେ ସ୍ଥାନାଭାବ ଦେଖାଦେଇଛି। ସେପଟେ ମୃତଦେହଗୁଡ଼ିକ ଚିହ୍ନଟ ହୋଇ ନ…

ଆର୍‌ଏସ୍‌ଏସ୍‌ ମୁଖ୍ୟ ଭୁଆଁ ବୁଲାଉଛନ୍ତି: ବିରୋଧୀ

ନୂଆଦିଲ୍ଲୀ,୩୧ା୮(ପି.ଟି.): ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ ଆମେରିକାରେ ବିବିଧତା ଉପରେ ଦେଇଥିବା ମନ୍ତବ୍ୟ ଭୁଆଁ ବୁଲାଇବା ପାଇଁ ଉଦ୍ଦିଷ୍ଟ ବୋଲି ବିରୋଧୀ ନେତାମାନେ…

ୟୁରୋପର ସର୍ବୋଚ୍ଚ ଶୃଙ୍ଗରେ ଭାରତୀୟ ମହିଳା

ଲକ୍ଷ୍ନୌ, ୩୧ା୮ (ପି.ଟି.) : ଲକ୍ଷ୍ନୌର ୪୩ ବର୍ଷୀୟା ଶିବାନୀ ମେହରୋତ୍ରା ସାଂସାରିକ ବନ୍ଧନରେ ଥାଇ ମଧ୍ୟ ବିଶ୍ୱର ଉଚ୍ଚତମ ଶୃଙ୍ଗଗୁଡ଼ିକୁ ଚଢ଼ି ନିଜର ଦୃଢ଼ ଇଚ୍ଛାଶକ୍ତିର…

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri