Posted inଖେଳ

କୋହଲି କହିଲେ ‘ମେଣ୍ଟର ସିଂହ ଧୋନୀ’ ଯୋଡ଼ି ହେବାର ଫାଇଦା, ତାଙ୍କ ଉପସ୍ଥିତି ହିଁ…

ଦୁବାଇ,୧୭।୧୦: ଟି-୨୦ ବିଶ୍ୱକପ୍‌ ଟିମ୍‌ ସହ ମେଣ୍ଟର ଭାବେ ଯୋଡ଼ି ହେବେ ମହେନ୍ଦ୍ର ସିଂହ ଧୋନୀ। ଟୁର୍ନାମେଣ୍ଟ ପୂର୍ବରୁ ଗଣମାଧ୍ୟମ ସହ ଆଲୋଚନା ବେଳେ ଭାରତୀୟ ଅଧିନାୟକ ବିରାଟ କୋହଲି ଏନେଇ ନିଜର ପ୍ରତିକ୍ରିୟା ଦେଇଛନ୍ତି।

ବିସିସିଆଇର ଏହି ନିର୍ଣ୍ଣୟ ଉପରେ ସେ ଖୁସି ପ୍ରକାଶ କରିବା ସହ ଧୋନୀଙ୍କ ପାଖରେ ବହୁତ ଅଭିଜ୍ଞତା ରହିଛି। ସେ ନିଜେ ମଧ୍ୟ ବହୁତ ରୋମାଞ୍ଚିତ। ସେ ସର୍ବଦା ଅନ୍ୟମାନଙ୍କ ପାଇଁ ମେଣ୍ଟର ରହି ଆସିଛନ୍ତି। ନିଜ କ୍ୟାରିୟର ଆରମ୍ଭ ଦିନରେ ଏତେ ବଡ଼ ଟୁର୍ନାମେଣ୍ଟ ଖେଳୁଥିବା ଯୁବ କ୍ରିକେଟରଙ୍କୁ ଧୋନୀଙ୍କ ଉପସ୍ଥିତି ଯୋଗୁ ସାହସ ମିଳିବ। ତାଙ୍କର ଉପସ୍ଥିତିରୁ ମନୋବଳ ଏବଂ ଆତ୍ମବିଶ୍ୱାସ ଉଭୟ ବଢ଼ିବ ବୋଲି କୋହଲି କହିଛନ୍ତି।

କହିରଖୁଛୁ, ଧୋନୀଙ୍କୁ ବିସିସିଆଇ ପକ୍ଷରୁ ଭାରତର ୧୫ ସଦସ୍ୟ ଥିବା ଟିମ୍‌ର ମେଣ୍ଟର ଭାବେ ନିଯୁକ୍ତ କରାଯାଇଛି। ହେଲେ ଏଥିପାଇଁ ସେ ଟଙ୍କାଟିଏ ବି ନେବେ ନାହିଁ ବୋଲି ମନା କରିଛନ୍ତି। ଧୋନୀ ଭାରତ ପାଇଁ ୬ ଟି-୨୦ ବିଶ୍ୱକପ୍‌ରେ ଅଧିନାୟକତ୍ୱ କରିଛନ୍ତି। ତାଙ୍କ ସମୟରେ ଦଳ ଥରେ ଟି-୨୦ ବିଶ୍ୱକପ୍‌ ବିଜେତା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ICC Rankings: ବିନା ଖେଳରେ ସୂର୍ଯ୍ୟକୁମାର ଯାଦବଙ୍କୁ ମିଳିଲା ଫାଇଦା, ପୁଣି ଥରେ…

ନୂଆଦିଲ୍ଲୀ,୨୫।୩: ICC ପୁଣିଥରେ ତା’ର ସଦ୍ୟତମ ରାଙ୍କିଙ୍ଗ ପ୍ରକାଶ କରିଛି । ଯଦିଓ ପୂର୍ବ ଅପଡେଟ୍ ପରଠାରୁ ବହୁତ ଟି-୨୦ ମ୍ୟାଚ୍ ହୋଇନାହିଁ – ଅର୍ଥାତ୍ ଏଥିରେ କୌଣସି…

IPL ଇତିହାସର ସବୁଠାରୁ ବଡ଼ ଡିଲ: ରାଜସ୍ଥାନ ରୟାଲ୍ସ ପରେ ବିକ୍ରି ହୋଇଗଲା RCB, ରେକର୍ଡ ୧୬,୬୬୦ କୋଟିରେ କିଣିଲେ…

ନୂଆଦିଲ୍ଲୀ, ୨୪।୩: ଆଇପିଏଲ୍‌ ୧୯ତମ ସିଜନ ଆରମ୍ଭ ହେବାକୁ ମାତ୍ର ୪ ଦିନ ବାକି ଥିବା ବେଳେ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି।…

ଆଇପିଏଲ୍‌ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ

ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍‌ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା…

ଏତେ କୋଟି ଟଙ୍କାରେ ବିକ୍ରି ହେଲା ରାଜସ୍ଥାନ ରୟାଲ୍ସ , ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୨୪।୩: ରାଜସ୍ଥାନ ରୟାଲ୍ସ ଦଳକୁ ୧.୬୩ ବିଲିୟନ ଆମେରିକୀୟ ଡଲାରରେ ବିକ୍ରି କରାଯାଇଛି। ଆମେରିକୀୟ ବ୍ୟବସାୟୀ କାଲ ସୋମାନୀଙ୍କ ନେତୃତ୍ୱରେ ଏକ ସଂଘ ପ୍ରାୟ ୧୫,୨୮୬ କୋଟିରେ…

ଇଂଲଣ୍ଡର ମୁଖ୍ୟ କୋଚ୍‌ ଭାବେ କାର୍ଯ୍ୟ ଜାରି ରଖିବେ ମ୍ୟାକୁଲମ

ଲଣ୍ଡନ,୨୪ା୩: ନ୍ୟୁଜିଲାଣ୍ଡର ପୂର୍ବତନ ଅଧିନାୟକ ବ୍ରେଣ୍ଡନ ମ୍ୟାକୁଲମ ୩ଟି ଫର୍ମାଟରେ ଇଂଲଣ୍ଡ ଦଳର ମୁଖ୍ୟ କୋଚ୍‌ ଭାବେ କାର୍ଯ୍ୟ ଜାରି ରଖିବେ। ଏ ନେଇ ଇଂଲଣ୍ଡ ଓ…

ବଡ଼ ଖବର! RCBକୁ ଆଉ ଏକ ଝଟକା, IPL ୨୦୨୬ରୁ ବାଦ୍ ପଡିଲେ ଏହି ଖେଳାଳି

ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୧୯ତମ ସିଜିନ୍ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି । ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବା ପୂର୍ବରୁ, ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଟିମକୁ…

IPL 2026କୁ ନେଇ କଡ଼ା ନିୟମ: ଖେଳାଳି ତଥା ତାଙ୍କ ପରିବାର ପାଇଁ ନୂଆ ନିୟମ ଆଣିଲା BCCI, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: IPL 2026 ଆରମ୍ଭ ହେବା ପୂର୍ବରୁ, BCCI ସମସ୍ତ ୧୦ଟି ଫ୍ରାଞ୍ଚାଇଜ ପାଇଁ ଏକ ନୂଆ ଏବଂ କଠୋର ନିୟମ ଜାରି କରିଛି। ଏହି ନିୟମଗୁଡ଼ିକର…

ଷ୍ଟାର୍କଙ୍କୁ ମିଳୁନି ଏନ୍‌ଓସି: ଦଳରେ ଯୋଗଦେବା ନେଇ ବଢ଼ିଲା ଅଡୁଆ

ନୂଆଦିଲ୍ଲୀ,୨୪ା୩: ଦିଲ୍ଲୀ କ୍ୟାପିଟାଲ୍ସ ଦଳକୁ ଏପର୍ଯ୍ୟନ୍ତ ମିଚେଲ ଷ୍ଟାର୍କଙ୍କ ପାଇଁ କ୍ରିକେଟ ଅଷ୍ଟ୍ରେଲିଆ (ସିଏ)ଠାରୁ ନୋ ଅବଜେକଶନ ସାର୍ଟିଫିକେଟ (ଏନ୍‌ଓସି) ମିଳିନାହିଁ। ଏହାସତ୍ତ୍ୱେ ଦଳର ପ୍ରଥମ ମ୍ୟାଚ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri