Posted inଖେଳ

କୋହଲି-ଗମ୍ଭୀରଙ୍କ ଶତପ୍ରତିଶତ ମ୍ୟାଚ ଫି କଟିଲା…

ନୂଆଦିଲ୍ଲୀ,୨।୫: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆରସିବି) ଆଇପିଏଲ ୨୦୨୩ର ୪୩ତମ ମ୍ୟାଚରେ ଲକ୍ଷ୍ନୌ ସୁପର ଜିଆଣ୍ଟସକୁ ୧୮ ରନରେ ପରାସ୍ତ କରିଛି। ଚମତ୍କାର ପ୍ରଦର୍ଶନ କରି ଆରସିବି କମ ସ୍କୋରିଂ ମ୍ୟାଚ ଜିତିଥିଲା। ମ୍ୟାଚ ସମୟରେ ଆରସିବି ଲକ୍ଷ୍ନୌ ସୁପର ଜିଆଣ୍ଟସକୁ ହରାଇବା ପରେ ବିରାଟ ଓ ଲକ୍ଷୌ୍ନ ମେଣ୍ଟର ଗୌତମ ଗମ୍ଭୀରଙ୍କ ମଧ୍ୟରେ ଉତ୍ତେଜନାମୂଳକ ଯୁକ୍ତିତର୍କ ହୋଇଥିଲା। ବାଙ୍ଗାଲୋରଠାରୁ ଲକ୍ଷ୍ନୌ ହାରିଯିବା ପରେ ଏଭଳି ପରିସ୍ଥିତି ସୃଷ୍ଟି ହୋଇଥିବା ଜଣାପଡିଛି। ଏହି ଘଟଣାରେ କୋହଲି ଏବଂ ଗମ୍ଭୀରଙ୍କ ଶତପ୍ରତିଶତ ମ୍ୟାଚ ଫି କାଟି ଦିଆଯାଇଛି। ଦୁହେଁ ଆଇପିଏଲ କୋଡ ଅଫ କଣ୍ଡକ୍ଟର ଧାରା ୨-୨୧ ଅନ୍ତର୍ଗତ ଲେଭଲ -୨ ଅବମାନନା କରିଥିବା ସ୍ବୀକାର କରିଛନ୍ତି। ସେହିପରି ଏହି ଘଟଣାରେ ଲକ୍ଷ୍ନୌର ବୋଲର ନବୀନ-ଉଲ-ହକଙ୍କର ୫୦ ପ୍ରତିଶତ ମ୍ୟାଚ ଫି କଟାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଟକରେ ଦୁର୍ଘଟଣା; ବାଇକ୍‌ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍‌, ତାପରେ…

କଟକ,୯।୭(ପ୍ରଭୁକଲ୍ୟାଣ ପାଲ୍): ପୁଣି ଦୁର୍ଘଟଣା କଲା ଆମ ବସ୍ । କଟକ ବାଦାମବାଡ଼ି ମଲାଚଣ୍ଡିଆ ଛକ ନିକଟରେ ଏକ ବାଇକ ଉପରେ ଚଢ଼ିଲା ଆମ ବସ୍ ।…

ସରକାରଙ୍କ ଅଣଦେଖା! ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଆଶାକର୍ମୀ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ କାର୍ଯ୍ୟରତ ଆଶାକର୍ମୀଙ୍କ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଛନ୍ତି । ଏଭଳି ଅଭିଯୋଗ ଆଣି ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ରଣହୁଙ୍କାର ଦେଇଛନ୍ତି…

ପ୍ରଧାନମନ୍ତ୍ରୀ ମୋଦି କ୍ରିକେଟ ମ୍ୟାଚ ସହ ଟସ ବିଷୟରେ କାହିଁକି କହିଲେ? ହସ ରୋକି ପାରିଲେନି ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଲବାନିଜ

ମେଲବୋର୍ନ,୯।୭: ଅଷ୍ଟ୍ରେଲିଆରେ ପହଞ୍ଚିବା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲବୋର୍ନରେ ତାଙ୍କ ଭାଷଣ ସମୟରେ କ୍ରିକେଟ ବିଷୟ ଉଠାଇ ପରିବେଶକୁ ହାଲୁକା କରିଥିଲେ। ଏକ ମିଳିତ ପ୍ରେସ…

NDAରେ ଯୋଗ ଦେବେ ଶରଦ ପାଓ୍ବାର? କଳ୍ପନା ଜଳ୍ପନା ମଧ୍ୟରେ ଦଳ ଭିତରେ ମତଭେଦ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ପୁଣି ଥରେ ଏକ ବଡ଼ ରାଜନୈତିକ ଅସ୍ଥିରତା ସୃଷ୍ଟି ହେବାର ଚର୍ଚ୍ଚା ଜୋର ଧରିଛି। ‘ଅପରେସନ ଟାଇଗର’ ପରେ, ‘ଅପରେସନ ଟୁଟାରି’ ସମ୍ପର୍କରେ ଆଲୋଚନା…

ଟିଏମସିର ବ୍ୟାଙ୍କ ଆକାଉଣ୍ଟରୁ ଟଙ୍କା ଉଠାଇପାରିବେ ମମତା, ହାଇକୋର୍ଟରୁ ମିଳିଲା ବଡ଼ ଆଶ୍ବସ୍ତି

କୋଲକାତା,୯।୭: ମମତା ବାନାର୍ଜୀଙ୍କ ଦଳ, ତୃଣମୂଳ କଂଗ୍ରେସ (TMC)କୁ କୋଲକାତା ହାଇକୋର୍ଟରୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ମିଳିଛି । ଦୈନନ୍ଦିନ ଖର୍ଚ୍ଚ ପୂରଣ କରିବା ପାଇଁ କୋର୍ଟ ଟିଏମସିକୁ…

ଅନ୍ଧକାର ଆଡକୁ ଯାଉଛି ଭାରତୀୟ କ୍ରିକେଟର୍‌ ଭବିଷ୍ୟତ: ବିସ୍ଫୋରକ ବୟାନ ଦେଲେ ପୂର୍ବତନ କ୍ରିକେଟ୍‌ର

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ଭାରତୀୟ କ୍ରିକେଟ୍‌ ଦଳର ବର୍ତ୍ତମାନର ରଣନୀତି ଦେଖି ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ…

ବଙ୍ଗରେ ଆଦିବାସୀ ମହିଳାଙ୍କୁ ଗଣବଳାତ୍କାର, ରକ୍ତ ଜୁଡୁବୁଡୁ ଅବସ୍ଥାରେ ମିଳିଲା ମୃତଦେହ

କୋଲକାତା,୯।୭: ପଶ୍ଚିମବଙ୍ଗର ବାରୁଇପୁରରେ ଜଣେ ନିର୍ଦ୍ଦୋଷ ଶିଶୁ ଉପରେ ହୋଇଥିବା ନିର୍ମମ ଆକ୍ରମଣ ପରେ, ପୂର୍ବ ବର୍ଦ୍ଧମାନ ଜିଲାରୁ ଗଣବଳାତ୍କାରର ଏକ ଘଟଣା ସାମ୍ନାକୁ ଆସିଛି। ଦିୱାନ-ଦିଘି…

ସରକାରୀ କାର୍ଯ୍ୟରେ ଅନ୍ୟ ସମ୍ପ୍ରଦାୟକୁ ଯାଇ ବାସନ୍ଦର ଶିକାର ହେଲେ ଆଶାକର୍ମୀ

ପାରଳାଖେମୁଣ୍ଡି,୯ା୭(ଗିରିଧାରୀ ପରିଚ୍ଛା):ସରକାରୀ ସ୍ବାସ୍ଥ୍ୟସେବା ଓ କଲ୍ୟାଣମୂଳକ ଯୋଜନା ସମସ୍ତଙ୍କ ପାଖରେ ପହଞ୍ଚାଇବାରେ ଆଶାକର୍ମୀଙ୍କ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ରହିଛି। ହେଲେ ସେହି ଦାୟିତ୍ୱ ପାଳନ କରିବାକୁ ଯାଇ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri