Advertisement
Posted inଖେଳ

ଭାରତ ବିପକ୍ଷରେ କରିଥିଲେ ବିସ୍ଫୋରକ ବ୍ୟାଟିଂ; ଲିଟନ ଦାସଙ୍କୁ ସ୍ବତନ୍ତ୍ର ଉପହାର ଦେଲେ କୋହଲି…

ଆଡିଲେଡ୍‌,୪।୧୧: ଭାରତ ବିପକ୍ଷ ବିଶ୍ୱକପ୍‌ ସୁପର-୧୨ ମୁକାବିଲାରେ ବିସ୍ଫୋରକ ବ୍ୟାଟିଂ କରିଥିଲେ ବାଲାଂଦେଶ କ୍ରିକେଟର ଲିଟନ ଦାସ। ଏହାକୁ ନେଇ ତାଙ୍କୁ ଚାରିଆଡୁ ପ୍ରଶଂସାର ସୁଅ ଛୁଟିଥିବା ବେଳେ ବିରାଟ କୋହଲି ତାଙ୍କୁ ଏକ ସ୍ବତନ୍ତ୍ର ଉପହାର ଦେଇଛନ୍ତି। ସେ ଲିଟନଙ୍କୁ ତାଙ୍କର ବ୍ୟାଟ୍‌ ଦେଇଥିବା ନେଇ ବାଲାଂଦେଶ କ୍ରିକେଟ ବୋର୍ଡର ଜଣେ ଅଧିକାରୀ ସୂଚନା ଦେଇଛନ୍ତି।

କହିରଖୁଛୁ ଯେ, ଉକ୍ତ ରୋମାଞ୍ଚକର ମ୍ୟାଚ୍‌ରେ ଭାରତ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୬ ଉଇକେଟ ହରାଇ ୧୮୪ ରନ୍‌ କରିଥିଲା। ଜବାବରେ ବାଲାଂଦେଶ ଟିମ୍‌ ନିୟମିତ ବ୍ୟବଧାନରେ ଉଇକେଟ ହରାଇଥିଲେ। ଶେଷରେ ଦଳ ୧୪୫/୬ ସ୍କୋରରେ ସୀମିତ ରହିଥିଲା। ଏହି ମ୍ୟାଚ୍‌ରେ ଲିଟନ ୨୭ ବଲ୍‌ରେ ୬୦ ରନ୍‌ର ଗୁରୁତ୍ୱପୂର୍ଣ୍ଣ ଇନିଂସ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦୁର୍ଘଟଣାର ଶିକାର ହେଲେ ଭାରତର ଏହି ପୂର୍ବତନ ଅଧିନାୟକ

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ହାଇଦ୍ରାବାଦ କ୍ରିକେଟ ଆସୋସିଏଶନର ସଭାପତି ମହମ୍ମଦ ଆଝାରୁଦ୍ଦିନ ଦୁର୍ଘଟଣାର ଶିକାର ହୋଇଛନ୍ତି। ହେଲେ ସୌଭାଗ୍ୟ ବଶତଃ ତାଙ୍କର...

ବିଦାୟୀ ମ୍ୟାଚ୍‌ରେ ଭାଙ୍ଗିଲେ ରେକର୍ଡ

ଖ୍ରୀଷ୍ଟଚର୍ଚ୍ଚ,୯।୧: ଭେଟେରାନ ନ୍ୟୁଜିଲାଣ୍ଡ ବ୍ୟାଟର ରସ ଟେଲର ରବିବାର ଶେଷ ଥର ପାଇଁ ଫିଲ୍ଡକୁ ଓହ୍ଲାଇଛନ୍ତି। ଦେଶ ପାଇଁ ସର୍ବାଧିକ ଟେଷ୍ଟ ମ୍ୟାଚ୍‌ ଖେଳିବାରେ ସେ...

ବର୍ଷା ଯୋଗୁ ପ୍ରଥମ ଦିନର ଖେଳ ଶେଷ

ଓ୍ବେଲିଂଟନ,୨୧।୨- ସ୍ଥାନୀୟ ବାସିନ ରିଜର୍ଭ ଗ୍ରାଉଣ୍ଡରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ଶୁକ୍ରବାରଠାରୁ ଆରମ୍ଭ ହୋଇଯାଇଛି। ବର୍ଷା ଓ ଖରାପ ପାଗ କାରଣରୁ...

ବିପର୍ଯ୍ୟୟ ସୃଷ୍ଟିକଲା ମରକ୍କୋ

ଦୋହା, ୨୮।୧୧: ଚଳିତ ଫିଫା ବିଶ୍ୱକପରେ ଆଉ ଏକ ବିପର୍ଯ୍ୟୟ ଘଟାଇଛି ମରକ୍କୋ। ରବିବାର ଅଲ ଥୁମାମା ଷ୍ଟାଡିୟମରେ ଅନୁଷ୍ଠିତ ଗ୍ରୁପ୍‌ ‘ଏଫ୍‌’ ମ୍ୟାଚରେ ଏହି...

କୋଳାଗ୍ରତ ହେଲେ, ଆଖି ମିଶାଇଲେ ନାହିଁ: ପ୍ରଶଂସକ ଉଠାଇଲେ ପ୍ରଶ୍ନ

ଚେନ୍ନାଇ,୧୮।୨: ଚେନ୍ନାଇରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ଟିମ ଇଣ୍ଡିଆ ଭ୍ରମଣକାରୀ ଦଳକୁ ୩୧୭ ରନରେ ପରାସ୍ତ କରି ଏକ...

ହାତ ମିଳାଇବାକୁ ମନା କଲେ ସ୍ନୁକର ଷ୍ଟାର ଓସୁଲିଭାନ

ଲଣ୍ଡନ,୧୩।୧୨(ଏଏଫ୍‌ପି)- ସ୍ନୁକର କିମ୍ବଦନ୍ତୀ ରୋନି ଓସୁଲିଭାନ ନିଜ ଜାଜ୍ୱଲ୍ୟମୟ କ୍ୟାରିୟରରେ ଏକ ନୂଆ ଅଧ୍ୟାୟ ଆରମ୍ଭ କରିଛନ୍ତି। ସ୍କଟିଶ ଓପନ ଟୁର୍ନାମେଣ୍ଟରେ ଏକ ମ୍ୟାଚ୍‌ ପୂର୍ବରୁ...

ସ୍ୟାଣ୍ଡେଲ୍‌କୁ ନେଇ ଚର୍ଚ୍ଚାରେ ପାକିସ୍ତାନର ପ୍ରଥମ ମହିଳା କ୍ରିକେଟ୍‌ ଭାଷ୍ୟକାର

ନୂଆଦିଲ୍ଲୀ, ୫।୧୦: ପୂର୍ବତନ କ୍ରିକେଟର୍‌ ତଥା ପାକିସ୍ତାନର ପ୍ରଥମ ମହିଳା କ୍ରିକେଟ୍‌ ଭାଷ୍ୟକାର ମାରିନା ଇକ୍‌ବାଲ ଏବେ ନିଜ ହିଲ୍ସ ସ୍ୟାଣ୍ଡେଲ୍‌କୁ ନେଇ ବେଶ୍‌ ଚର୍ଚ୍ଚାରେ...

ହୋଲ୍ଡିଂ ଓ ଇବୋନୀଙ୍କୁ ଫ୍ରିଡମ୍‌ ଅଫ୍‌ ଦି ସିଟି ଅଫ୍‌ ଲଣ୍ଡନ ପୁରସ୍କାର

ଲଣ୍ଡନ,୧୭।୧୨(ପି.ଟି.): ଓ୍ବେଷ୍ଟଇଣ୍ଡିଜ୍‌ କ୍ରିକେଟ ଲିଜେଣ୍ଡ ମାଇକେଲ ହୋଲ୍ଡିଂ ଓ ପୂର୍ବତନ ଇଂଲଣ୍ଡ ମହିଳା କ୍ରିକେଟର ଇବୋନୀ ରେନଫୋର୍ଡ- ବ୍ରେଣ୍ଟଙ୍କୁ ଫ୍ରିଡମ୍‌ ଅଫ୍‌ ଦି ସିଟି ଅଫ୍‌...

Advertisement
Archives

Model This Week