Posted inଖେଳ

କିଏ କରିବ ଓପନିଂ: ସ୍ପଷ୍ଟ କଲେ କୋହଲି

ଦୁବାଇ,୧୮।୧୦: ଚଳିତ ଟି୨୦ ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ପାଇଁ କିଏ ଓପନିଂ କରିବ? ଇଂଲଣ୍ଡ ବିପକ୍ଷ ଅଭ୍ୟାସ ମ୍ୟାଚ୍‌ ପୂର୍ବରୁ ଏହି ପ୍ରଶ୍ନର ଉତ୍ତର ଦେଇଛନ୍ତି ଭାରତୀୟ ଅଧିନାୟକ ବିରାଟ କୋହଲି। ପ୍ରଥମ ପସନ୍ଦ ଓପନର ରୋହିତଙ୍କ ସହ ଲୋକେଶ ରାହୁଲ ଓପନିଂ କରିବେ ବୋଲି କୋହଲି ସ୍ପଷ୍ଟ କରିଛନ୍ତି।

ଟସ୍‌ ବେଳେ ୨୪ ତାରିଖରେ ପାକିସ୍ତାନ ବିପକ୍ଷରେ ଖେଳିବାକୁ ଥିବା ଟିମ୍‌ ଇଣ୍ଡିଆର ଉପର ୬ ବ୍ୟାଟ୍ସମ୍ୟାନଙ୍କ ନାମ କୋହଲିଙ୍କୁ ପଚରାଯାଇଥିଲା। ଏହାର ଉତ୍ତରରେ କୋହଲି କହିଥିଲେ, ଆଇପିଏଲ ପୂର୍ବରୁ ସ୍ଥିତି ସମ୍ପୂର୍ଣ୍ଣ ଭିନ୍ନ ଥିଲା। ଏବେ ଟପ୍‌ ଅର୍ଡରରେ ରାହୁଲଙ୍କ ଛଡ଼ା ଅନ୍ୟ କାହାକୁ ସୁଯୋଗ ଦେବା କଷ୍ଟକର। ତାଙ୍କ ସହ ରୋହିତ ଓପନ କରିବେ। ଏଥିରେ କୌଣସି ଦ୍ୱନ୍ଦ୍ୱ ନାହିଁ। ମୁଁ ତୃତୀୟ କ୍ରମରେ ବ୍ୟାଟିଂ କରିବି। ଏବେ କେବଳ ଏତିକି ଅପଡେଟ୍‌ ଦେଇପାରିବି ବୋଲି ଇଂଲଣ୍ଡ ବିପକ୍ଷ ଓ୍ବାର୍ମ ଅପ୍‌ ମ୍ୟାଚ୍‌ ପୂର୍ବରୁ ଟସ୍‌ ବେଳେ କୋହଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜିଆରପି ଥାନା ଦାବି କଲା ରେଳ ଉପଭୋକ୍ତା ସଂଘ

ବରଗଡ଼,୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ରେଳ ଉପଭୋକ୍ତା ସଂଘର ଏକ ପ୍ରତିନିଧି ଦଳ ଗୁରୁବାର ବରଗଡ଼ ଏସ୍‌ପି ଶ୍ରୀ ରବୀନ୍ଦ୍ର ନାଥ ଶତପଥୀଙ୍କୁ ଫେରାଦ ହୋଇଥିଲେ। ନୂତନ…

କାଠଯୋଡ଼ି ନଦୀରୁ ମୃତଦେହ ଉଦ୍ଧାର ମାମଲା: ମୃତ ଯୁବତୀ FM ମେଡିକାଲ କଲେଜ ଛାତ୍ରୀ, ଘର…

କଟକ/ବାରଙ୍ଗ,୪।୬(ପ୍ରଭୁ କଲ୍ୟାଣ ପାଲ/ ଲିଙ୍ଗରାଜ ରାଉତ): କଟକ ଜିଲା ବାରଙ୍ଗ ଥାନା ଅଧୀନ କାଠଯୋଡ଼ି ନଦୀରୁ ଗୁରୁବାର ଭୋରୁ ଜଣେ ଯୁବତୀଙ୍କ ମୃତଦେହ ମିଳିଛି। ସେ ହେଲେ…

ବୁଲା କୁକୁର ଆତଙ୍କ, ଗୋଟିଏ ଦିନରେ ୭ଜଣଙ୍କୁ କାମୁଡ଼ିଲା

ଅମ୍ବାଦଳା,୪।୬(ରବୀନ୍ଦ୍ର ପଣ୍ଡା): ରାୟଗଡ଼ା ଜିଲା ଅମ୍ବାଦଳା ଅଞ୍ଚଳରେ ବୁଲା କୁକୁର ଆତଙ୍କ ଦେଖାଦେଇଛି। ଗୁରୁବାର ଏକ ବୁଲା କୁକୁର କାମୁଡାରେ ଜଣେ ଶିଶୁଙ୍କ ସହ ମୋଟ ୭ଜଣ…

ଜମି ବିକ୍ରି ନାଁରେ ୧୦ ଲକ୍ଷ ଟଙ୍କା ଠକେଇ, ବନ୍ଧା ହେଲେ ଜମି ମାଲିକ

କୋରୁକୋଣ୍ଡା,୪।୬(ଶିବଦତ୍ତ ସାହୁ): ଜମି ବିକ୍ରି ନାଁରେ ୧୦ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ମାଲକାନଗିରି ଜିଲା ଓର୍କେଲ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ…

ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ: ଖାର୍ଗେ-ପୱନ ଖେରା କର୍ନାଟକରୁ ମନୋନୀତ

ନୂଆଦିଲ୍ଲୀ,୪।୬: କଂଗ୍ରେସ ଦଳ କର୍ନାଟକ, ମଧ୍ୟ ପ୍ରଦେଶ, ରାଜସ୍ଥାନ, ତାମିଲନାଡୁ ଏବଂ ଝାଡ଼ଖଣ୍ଡ ରାଜ୍ୟ ପାଇଁ ରାଜ୍ୟ ସଭା ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ କର୍ନାଟକରୁ…

ପଦ୍ମପୁରରେ ନିଶା କାରବାର ଉପରେ ଚଢାଉ: ୨୨ ବସ୍ତା ବେଆଇନ କଫ୍ ସିରପ୍ ଜବତ, ୨ ଗିରଫ

ପଦ୍ମପୁର,୪।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଅଞ୍ଚଳରେ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ବେଆଇନ ନିଶାଦ୍ରବ୍ୟ କାରବାର ବିରୋଧରେ କଡ଼ା ଆଭିମୁଖ୍ୟ ଗ୍ରହଣ କରି ପୋଲିସ…

ବିକାଶ ସ୍କୁଲ ଅଫ ବିଜ୍‌ନେସ୍‌ ମ୍ୟାନେଜ୍‌ମେଣ୍ଟ ଛାତ୍ରୀଛାତ୍ରଙ୍କ ସଫଳତା, ଏନ୍‌. ଝାନ୍ସିରାଣୀ ବିଶ୍ବବିଦ୍ୟାଳୟ ଟପ୍ପର

ବରଗଡ,୪।୬(ପ୍ରେମାନନ୍ଦ ଖମାରୀ): ସମ୍ବଲପୁର ବିଶ୍ୱବିଦ୍ୟାଳୟ ଅଧୀନରେ ଅନୁଷ୍ଠିତ ବିବିଏ ପରୀକ୍ଷାରେ ବିକାଶ ସ୍କୁଲ ଅଫ ବିଜ୍‌ନେସ୍‌ ମ୍ୟାନେଜମେଣ୍ଟର ଛାତ୍ରୀଛାତ୍ରମାନେ ସଫଳତା ହାସଲ କରି ଅନୁଷ୍ଠାନ ଓ ସମଗ୍ର…

ଅବସର ନେଲେ ଭାରତର ଏହି ଉଇକେଟକିପର ବ୍ୟାଟର, ଜାଣନ୍ତୁ…

ମୁମ୍ବାଇ, ୪ା୬- ଉଇକେଟକିପର ବ୍ୟାଟର କେଏସ୍‌ ଭରତ ଗୁରୁବାର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ସେ ଇନ୍‌ଷ୍ଟାଗ୍ରାମ ପୋଷ୍ଟ ଜରିଆରେ ଏହି ନେଇ ସୂଚନା ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri