Posted inଖେଳ

ହାର୍ଦ୍ଦିକ ପାଣ୍ଡ୍ୟା ପିତା ହେବାପରେ ଟ୍ରୋଲ ହୋଇଥିଲେ କୋହଲି, ଏବେ ଫଟୋ ଶେୟାର କରି ଦେଲେ କଡା ଜବାବ

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ବହୁତ ଦିନର ଅପେକ୍ଷା ପରେ ପ୍ରଶଂସକଙ୍କୁ ଖୁସି ଖବର ଦେଇଛନ୍ତି। ୨୦୨୧ ଜାନୁୟାରୀରେ ସେ ପିତା ହେବେ ବୋଲି ଫଟୋ ଶେୟାର କରି ଘୋଷଣା କରିଛନ୍ତି। ଫଟୋରେ ସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମା ବେବି ବମ୍ପ୍‌ ସହ ନଜର ଆସିଛନ୍ତି। ନିକଟରେ ଭାରତୀୟ ଦଳର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପିତା ହୋଇଥିଲେ। ଏନେଇ ସେ ସୋସିଆଲ ମିଡିଆରେ ଘୋଷଣା କରିଥିଲେ। ଏଥିରେ କୋହଲି ତାଙ୍କ ଶୁଭେଚ୍ଛା ଜଣାଇଥିଲେ। ସେତେବେଳେ ପ୍ରଶଂସକ ତାଙ୍କୁ ଟ୍ରୋଲ କରି କହିଥିଲେ ଆପଣ କେବେ ଖୁସି ଖବର ଜଣାଇବେ। ଏହି ସମୟରେ ବିରାଟ ଚୁପ୍‌ ଥିଲେ। ଏବେ ସେମାନଙ୍କୁ କଡା ଜବାବ ଦେଇଛନ୍ତି ବିରାଟ କୋହଲି। ସୂଚନାଯୋଗ୍ୟ, ଏକ ବିଜ୍ଞାପନରୁ ବିରାଟ ଏବଂ ଅନୁଷ୍କାଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଆରମ୍ଭ ହୋଇଥିଲା। ପରେ ୨୦୧୭, ଡିସେମ୍ବର ୧୧ରେ ଉଭୟ ଇଟାଲୀରେ ବିବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

‘୧୧ ଜଣଙ୍କ ବିରୋଧରେ ଖେଳୁଛି ପୂରା ଦକ୍ଷିଣ ଆଫ୍ରିକା’

କେପ୍‌ ଟାଉନ,୧୪।୧: ଏଠାରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଚାଲିଥିବା ତୃତୀୟ ତଥା ନିର୍ଣ୍ଣାୟକ ଟେଷ୍ଟର ତୃତୀୟ ଦିନ ଏକ ବିବାଦୀୟ ଡିଆର୍‌ଏସ୍‌କୁ ନେଇ ବିରକ୍ତ ପ୍ରକାଶ...

କ୍ରିକେଟରଙ୍କୁ ଘରକୁ ଫେରିବାକୁ ମନା କଲେ ଉପସ୍ଥାପିକା ପତ୍ନୀ

ବ୍ରିସବେନ,୧୦।୧- ଚଳିତ ବିଗ୍‌ ବାସ ଲିଗ୍‌ର ୨୯ ମ୍ୟାଚ୍‌ରେ ବ୍ରିସବେନ ହିଟ୍‌ ୫ ଉଇକେଟରେ ହାବର୍ଟ ହରିକେନ୍ସକୁ ହରାଇ ଦେଇଛି। ମ୍ୟାଚ୍‌ରେ ୧ ଉଇକେଟ ନେବା...

ୟୁଏଇରେ ଆଇପିଏଲ୍‌: ଖେଳାଳିଙ୍କ ପାଇଁ ପ୍ରୋଟୋକଲ

ଦୁବାଇ, ୧ା୮ – ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ)ରେ ଚଳିତ ବର୍ଷର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ହେବା ଏକପ୍ରକାର ନିଶ୍ଚିତ ହୋଇ ସାରିଛି। ଭାରତୀୟ...

କୋହଲିଙ୍କ କୃତିତ୍ୱ

କୋଲକାତା, ୨୩।୧୧(କ୍ରୀଡ଼ା ପ୍ରତିନିଧି)- ଇଡେନ ଗାର୍ଡେନରେ ଆରମ୍ଭ ହୋଇଥିବା ଦିବାରାତ୍ର କ୍ରିକେଟ ଟେଷ୍ଟରେ ରେକର୍ଡର ଅଧିକାରୀ ହୋଇଛନ୍ତି ଟିମ୍‌ ଇଣ୍ଡିଆ ଅଧିନାୟକ ବିରାଟ କୋହଲି। ସେ...

ଶାସ୍ତ୍ରୀଙ୍କ ଯୋଗୁ ମନୋମାଳିନ୍ୟରେ ପୂର୍ଣ୍ଣଚ୍ଛେଦ: ଭାରତୀୟ ଟିମ୍‌ରେ ଗଢ଼ି ଉଠିଛି ନୂଆ ବନ୍ଧୁତା, ହେଉଛି ଏଭଳି…

ନୂଆଦିଲ୍ଲୀ,୩୦।୩: ବିଗତ ଦିନରେ ଭାରତୀୟ ଅଧିନାୟକ ବିରାଟ କୋହଲି ଏବଂ ଉପଅଧିନାୟକ ରୋହିତ ଶର୍ମାଙ୍କ ମଧ୍ୟରେ ସମ୍ପର୍କ ଖଟା ନେଇ ଗଣମାଧ୍ୟମରେ ଚର୍ଚ୍ଚା ଲାଗି ରହିଥିଲା।...

ମୁମ୍ବାଇର ଲଗାତର ପଞ୍ଚମ ପରାଜୟ

ପୁଣେ,୧୨୵୪: ଆଇପିଏଲ ୨୦୨୨ର ୨୩ତମ ମ୍ୟାଚରେ ଆଜି ପୁଣି ମୁମ୍ବାଇ ଇଣ୍ଡିଆନ୍ସକୁ ପରାଜୟର ସାମ୍ନା କରିବାକୁ ପଡିଛି। ପୁଣେରେ ଖେଳାଯାଉଥିବା ଏହି ମ୍ୟାଚରେ ପଞ୍ଜାବ କିଙ୍ଗସ...

ଦଣ୍ଡିତ ହେଲେ ପନ୍ତ

ନବି ମୁମ୍ବାଇ,୮।୪: ଦିଲ୍ଲୀ କ୍ୟାପିଟାଲ୍ସ ଅଧିନାୟକ ରିଷଭ ପନ୍ତଙ୍କୁ ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ ବିପକ୍ଷ ମ୍ୟାଚ୍‌ରେ ଧିମା ବୋଲିଂ ହାର ପାଇଁ ଦଣ୍ଡିତ କରାଯାଇଛି। ତାଙ୍କ...

ସୁଯୋଗ ହାତଛଡ଼ା କଲା ଓଡ଼ିଶା

ଭୁବନେଶ୍ୱର,୨୦।୨- ଦୁଇ ବର୍ଷ ପରେ ରଣଜୀ କ୍ୱାର୍ଟର ଫାଇନାଲ ଖେଳୁଥିବା ଓଡ଼ିଶା ଦଳ ବେଙ୍ଗଲ ବିପକ୍ଷ ମ୍ୟାଚ୍‌ର ପ୍ରଥମ ଦିନ ଏକ ସୁବର୍ଣ୍ଣ ସୁଯୋଗ ହାତଛଡ଼ା...

Advertisement
Archives

Model This Week