Posted inଖେଳ

ରୋହିତଙ୍କ ସହିତ କିପରି ରହିଛି ବିରାଟ କୋହଲିଙ୍କ ସମ୍ପର୍କ ? ସବୁଖୋଲି କହିଦେଲେ ବିରାଟ…

ମୁମ୍ବାଇ,୬ା୪: ଇଣ୍ଡିଆନ ପ୍ରିମିୟର ଲିଗର ଏକ ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆରସିବି) ଏବଂ ମୁମ୍ବାଇ ଇଣ୍ଡିଆନ୍ସ(ଏମଆଇ) ସୋମବାର ମୁହାଁମୁହିଁ ହେବେ। ଯେଉଁଥିରେ ଭାରତୀୟ ଦଳର ଦୁଇ ସୁପରଷ୍ଟାର ବ୍ୟାଟର ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ମଧ୍ୟ ଦେଖିବାକୁ ମିଳିବ। ମୁମ୍ବାଇ ଟୁର୍ନାମେଣ୍ଟର ଏକ ସଫଳ ଟିମ୍ ହୋଇଥିଲା ବେଳେ ବେଙ୍ଗାଲୁରୁ ଏବେ ମଧ୍ୟ ଏହାର ପ୍ରଥମ ଟାଇଟଲ ଲକ୍ଷ୍ୟରେ ରହିଛି।

କିନ୍ତୁ ଚଳିତ ସିଜିନ୍ ଆରମ୍ଭରୁ ହାର୍ଦ୍ଦିକଙ୍କ ମୁମ୍ବାଇ ବ୍ୟତୀତ ବେଙ୍ଗାଲୁରୁ ଦଳ ଅଧିକ ଭଲ ପ୍ରଦର୍ଶନ କରୁଛନ୍ତି। ତେବେ ଏହି ହାଇପ୍ରୋଫାଇଲ ମୁକାବିଲା ପୂର୍ବରୁ ରୋହିତଙ୍କ ସହିତ ନିଜର ସମ୍ପର୍କକୁ ନେଇ ବିରାଟ ତାଙ୍କର ମୁହଁ ଖୋଲିଛନ୍ତି, ଏବଂ ୧୫ ବର୍ଷରୁ ଅଧିକ ସମୟ ଧରି ସେମାନଙ୍କ ସମ୍ପର୍କ ବିଷୟରେ କହିଥିଲେ।

ବିରାଟ କହିଛନ୍ତି, “ଆମେ ନିଶ୍ଚିତ ଭାବରେ ଦୀର୍ଘ ସମୟ ଧରି ଭାରତ ପାଇଁ ଏକାଠି ଖେଳି ଉପଭୋଗ କରିଛୁ। ଆମେ ଯେଉଁ ସ୍ମୃତି ବାଣ୍ଟିଛୁ ସେଥିପାଇଁ ବହୁତ ଖୁସି ଏବଂ କୃତଜ୍ଞ ଏବଂ ଆମେ ଏହା ଜାରି ରଖିବୁ। ଆମେ ଦଳ ପାଇଁ ନେତୃତ୍ୱ ଦୃଷ୍ଟିକୋଣରୁ ବହୁତ ନିକଟରୁ କାମ କରିଛୁ। ସବୁବେଳେ ଚିନ୍ତାଧାରାର ଆଲୋଚନା ହେଉଥିଲା।”


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଟି-୨୦: ଅଭିଷେକ ଓ ରିଙ୍କୁଙ୍କ ଧୂଆଁଧାର ବ୍ୟାଟିଂ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ହରାଇଲା ଭାରତ

ନାଗପୁର,୨୧।୧: ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମଠାରେ ଅନୁଷ୍ଠିତ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଭାରତ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ପରାସ୍ତ କରିଛି।...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

1st T20I: ଅଭିଷେକ ଓ ରିଙ୍କୁଙ୍କ ବିସ୍ଫୋରକ ବ୍ୟାଟିଂ; ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ବିଶାଳ ସ୍କୋର

ନାଗପୁର,୨୧।୧: ନାଗପୁରରେ ଅନୁଷ୍ଠିତ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ ବ୍ୟାଟରମାନେ ରନ୍‌ର ବର୍ଷା କରିଛନ୍ତି। ଅଭିଷେକ ଶର୍ମା ଏବଂ ରିଙ୍କୁ ସିଂଙ୍କ ଧୂଆଁଧାର ପାଳି ବଳରେ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri