ଲଜ୍ଜାଜନକ ରେକର୍ଡ ହାସଲ କଲେ କୋହଲି

ମୁମ୍ବାଇ,୮।୫: ଆଇପିଏଲ ୨୦୨୨ର ୫୪ତମ ମ୍ୟାଚ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ସନରାଇଜର୍ସ ହାଇଦ୍ରାବାଦ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚରେ ଆରସିବି ଟସ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛି। ଚଳିତ ସିଜିନରେ ଖରାପ ଫର୍ମ ସହ ଲଢୁଥିବା ବିରାଟ କୋହଲି ଏହି ମ୍ୟାଚ୍‌ରେ ଇନିଂସର ପ୍ରଥମ ବଲରେ ଆଉଟ ହୋଇଥିଲେ। ଏହି ମ୍ୟାଚ୍‌ରେ କୋହଲି କ୍ରମାଗତ ତୃତୀୟ ଗୋଲଡେନ୍‌ ଡକ୍‌(ପ୍ରଥମ ବଲ୍‌ରେ ‘ଶୂନ’ରେ ଆଉଟ୍‌)ରେ ଆଉଟ୍‌ ହୋଇଛନ୍ତି। ଚଳିତ ସିଜିନରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ଏହା ଦ୍ୱିତୀୟ ବୋଲି ଜଣାପଡିଛି। ଏହା ସହ ବିରାଟ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ପ୍ରଥମ ବ୍ୟାଟ୍ସମ୍ୟାନ ଭାବେ ଗୋଟିଏ ସିଜିନରେ ଗୋଲଡେନ୍‌ ଡକ୍‌ରେ ତିନିଥର ଆଉଟ୍‌ ହୋଇଛନ୍ତି। ଏହାପୂର୍ବରୁ, କୌଣସି ଆରସିବି ଖେଳାଳି ଗୋଟିଏ ସିଜିନ୍‌ରେ ପ୍ରଥମ ବଲରେ ତିନିଥର ଶୂନରେ ଆଉଟ୍‌ ହୋଇ ନ ଥିଲେ। ସମଗ୍ର ଆଇପିଏଲ୍‌ରେ କ୍ୟାରିୟର୍‌ରେ କୋହଲି ୬ଥର ଗୋଲଡେନ୍‌ ଡକ୍‌ରେ ଆଉଟ୍‌ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଆଫଗାନିସ୍ତାନକୁ ହରାଇଲା ଭାରତ, ୧୩ ବଲ୍‌ରେ…

ଧର୍ମଶାଳା,୧୩ା୬: ଧର୍ମଶାଳାରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଇଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ ସିରିଜରେ ଭାରତ ବିଜୟ ଲାଭ କରିଛି। ବର୍ଷା ପ୍ରଭାବିତ ପ୍ରଥମ ଦିନିକିଆରେ ଟିମ୍‌…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri