Posted inଖେଳ

ବିରାଟ କୋହଲି କରୋନା ପଜିଟିଭ୍‌

ଲଣ୍ଡନ,୨୨।୬: ଇଂଲଣ୍ଡ ବିପକ୍ଷରେ ବର୍ମିଂହାମ ଟେଷ୍ଟ ପାଇଁ ଟିମ ଇଣ୍ଡିଆର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହାପୂର୍ବରୁ ଭାରତୀୟ ଦଳର ଅନେକ ଖେଳାଳି କରୋନା ଆକ୍ରାନ୍ତ ହୋଇଛନ୍ତି। ଗୋଟିଏ ଦିନ ପୂର୍ବରୁ ଅଫ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ କରେନା ଆକ୍ରାନ୍ତ ହୋଇ ଇଂଲଣ୍ଡ ଗସ୍ତରୁ ବାଦ୍‌ ପଡିଛନ୍ତି। ଲଣ୍ଡନରେ ପହଞ୍ଚିବା ପରେ ପୂର୍ବତନ ଭାରତୀୟ ଅଧିନାୟକ ବିରାଟ କୋହଲି ମଧ୍ୟ କରୋନା ସଂକ୍ରମିତ ହୋଇଥିବା ସୂଚନା ମିଳିଛି।
ବିରାଟ କୋହଲି ମାଳଦ୍ୱୀପରେ ଛୁଟି ସାରି ଫେରିବା ପରେ କରୋନା ଆକ୍ରାନ୍ତ ହୋଇଥିଲେ, କିନ୍ତୁ ବର୍ତ୍ତମାନ ସେ ସୁସ୍ଥ ହୋଇଯାଇଛନ୍ତି। ଲେଷ୍ଟେଷ୍ଟେୟାର ବିପକ୍ଷ ଅଭ୍ୟାସ ମ୍ୟାଚରେ ଏହାର ପ୍ରଭାବ ପଡିପାରେ। କରୋନାରୁ ସୁସ୍ଥ ହେଉଥିବା ଖେଳାଳିଙ୍କ ଉପରେ ଅଧିକ ଚାପ ନ ଦେବାକୁ ବୋର୍ଡ ଟିମ ମ୍ୟାନେଜମେଣ୍ଟକୁ ପରାମର୍ଶ ଦେଇଛି।
କୋହଲିଙ୍କୁ ମାଳଦ୍ୱୀପରୁ ଫେରିବା ପରେ କରୋନା ପଜିଟିଭ ମିଳିଥିଲା, ତେବେ ସେ ଖେଳାଳିମାନଙ୍କ ସହିତ ଇଂଲଣ୍ଡକୁ କିପରି ଗଲେ ସେନେଇ ଏବେ ପ୍ରଶ୍ନ ଉଠୁଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନେତୃତ୍ୱ ଭାଗବଣ୍ଟା, ନୂଆ କୋଚ୍‌ ନିଯୁକ୍ତି ନେଇ ନିଷ୍ପତ୍ତି ନେବ ପିସିବି

କରାଚୀ,୧୭।୭(ପି.ଟି.)- ବିଶ୍ୱକପ୍‌ରେ ସେମିଫାଇନାଲକୁ ଉଠିବାରେ ବିଫଳ ହେବା ପରେ ପାକିସ୍ତାନ କ୍ରିକେଟରେ ବ୍ୟାପକ ଅଦଳବଦଳ ହେବା ଆଶା କରାଯାଉଛି। ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ମଧ୍ୟ...

ଭାରତୀୟ ଦଳକୁ ପ୍ରଶଂସାରେ ପୋତି ପକାଇଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ

ଇସଲମାବାଦ୍‌,୧୫।୨: ପାକିସ୍ତାନ ପ୍ରଧାନମନ୍ତ୍ରୀ ତଥା ପୂର୍ବତନ କ୍ରିକେଟ ଅଧିନାୟକ ଇମ୍ରାନ ଖାନ ଭାରତୀୟ କ୍ରିକେଟ୍‌ ଦଳକୁ ପ୍ରଶଂସାରେ ପୋତି ପକାଇଛନ୍ତି। ସେ କହିଛନ୍ତି ଯେ ଭାରତ...

ରାଜକୋଟ୍‌ରେ ଭଲ ନାହିଁ ଭାରତର ରେକର୍ଡ

ରାଜକୋଟ,୧୬।୧(ପି.ଟି.)- ସ୍ଥାନୀୟ ସୌରାଷ୍ଟ୍ର କ୍ରିକେଟ ଆସୋସିଏଶନ (ଏସ୍‌ସିଏ) ଗ୍ରାଉଣ୍ଡରେ ଘରୋଇ ଭାରତର ରେକର୍ଡ ଭଲ ନାହିଁ। ଏଠାରେ ଗତ ଦୁଇଟି ମ୍ୟାଚ୍‌ ଖେଳି ଭାରତ ପରାସ୍ତ...

ଟେନିସ୍‌ର ମହାନାୟକ

ବିଶ୍ୱ ଟେନିସ୍‌ର ମହାନାୟକ ଭାବରେ ନୂତନ ପରିଚୟ ସୃଷ୍ଟି କରିଛନ୍ତି ନୋଭାକ୍‌ ଜୋକୋଭିଚ୍‌। ଏକଦା ଟେନିସ୍‌ରେ ପିଟ୍‌ ସାମ୍ପ୍ରାସଙ୍କ ୧୪ ଗ୍ରାଣ୍ଡସ୍ଲାମର ରେକର୍ଡର କେହି ସମକକ୍ଷ...

ଆରମ୍ଭରୁ ଗୁଜରାଟର ବିଜୟ ଅଭିଯାନ

ଅହମଦାବାଦ,୩୧।୩: ଗୁଜରାଟର ନରେନ୍ଦ୍ର ମୋଦି କ୍ରିକେଟ୍‌ ଷ୍ଟାଡିୟମରେ ଆଇପିଏଲ୍‌ର ୧୬ତମ ସଂସ୍କରଣର ଶୁକ୍ରବାର ଉଦ୍‌ଘାଟନୀ ମ୍ୟାଚ୍‌ରେ ୫ ଉଇକେଟରେ ଗୁଜରାଟ ବିଜୟୀ ହେବା ସହ ଅଭିଯାନ...

ଅଣ୍ଡର-୧୯ ବିଶ୍ୱକପ୍‌ ଲାଗି ଯୋଗ୍ୟତା ହାସଲ କଲା ଆମେରିକା

ନୂଆଦିଲ୍ଲୀ,୧୯।୮: ଆସନ୍ତା ବର୍ଷ ଶ୍ରୀଲଙ୍କାରେ ହେବାକୁ ଥିବା ଆଇସିସି ଅଣ୍ଡର-୧୯ ବିଶ୍ୱକପ୍‌ ଲାଗି ଆମେରିକା ଯୋଗ୍ୟତା ହାସଲ କରିଛି। ଯୋଗ୍ୟତା ପ୍ରତିଯୋଗିତାର ୬ ମ୍ୟାଚ୍‌ରୁ ୫...

ଧୋନୀଙ୍କ ଅବସର ପରେ କ’ଣ କଲେ ଏହି ପାକିସ୍ତାନୀ ପ୍ରଶଂସକ

ନୂଆଦିଲ୍ଲୀ, ୧୭।୮: ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ୭୪ତମ ସ୍ବାଧିନତା ଦିବସ ଅବସରରେ ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ସନ୍ନ୍ୟାସ ଗ୍ରହଣ କରି...

ଭାବୁକ ହେଲେ କୋହଲି, ସମ୍ଭାଳିଲେ ଅନୁଷ୍କା

ନୂଆଦିଲ୍ଲୀ,୧୩।୯: ଦିଲ୍ଲୀର ଫିରୋଜ ଶାହ କୋଟଲା ଷ୍ଟାଡିୟମର ନାଁ ବଦଳି ଅରୁଣ ଜେଟଲୀ ଷ୍ଟାଡିୟମ ହୋଇଛି। ଏହାସହ ଷ୍ଟାଡିୟମର ଏକ ଷ୍ଟାଣ୍ଡକୁ ଭାରତୀୟ କ୍ରିକେଟ ଟିମ...

Advertisement
Archives

Model This Week