Posted inଖେଳ

ହାତରେ ତ୍ରିରଙ୍ଗା ଧରି ଶୁଭେଚ୍ଛା ଜଣାଇଲେ ଭାରତୀୟ ଖେଳାଳି

ଆଜି ଦେଶ ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ପାଳନ କରୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧୀନତା ଦିବସରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇବା ପରେ ଲାଲକିଲ୍ଲାରେ ତ୍ରିରଙ୍ଗା ଉଡାଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ବ୍ୟତୀତ ଭାରତୀୟ ଖେଳାଳିମାନେ ମଧ୍ୟ ସ୍ବାଧୀନତାର ଅମୃତ ମହୋତ୍ସବଙ୍କ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି।

 टीम इंडिया के पूर्व कप्तान विराट कोहली ने ट्वीट कर देशवासियों को स्वतंत्रता दिवस की बधाई दी. उन्होंने लिखा, 75 गौरवशाली वर्ष. भारतीय होने पर गर्व है. सभी को स्वतंत्रता दिवस की शुभकामनाएं. जय हिन्द! हार्दिक पंड्या ने भी हाथ में तिरंगा थामे अपनी तस्वीर ट्वीट कर देश के लोगों को स्वतंत्रता दिवस की बधाई दी. (virat kohli instagram)

ଟିମ ଇଣ୍ଡିଆର ପୂର୍ବତନ ଅଧିନାୟକ ବିରାଟ କୋହଲି ସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ ସହ ଫଟୋ ଶେୟାର କରି ସ୍ବାଧୀନତା ଦିବସରେ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ ଲେଖିଛନ୍ତି, ୭୫ତମ ଗୌରବମୟ ବର୍ଷ। ଜଣେ ଭାରତୀୟ ହୋଇ ଗର୍ବିତ। ସମସ୍ତଙ୍କୁ ସ୍ବାଧୀନତା ଦିବସର ଶୁଭେଚ୍ଛା। ଜୟ ହିନ୍ଦ!

 आज देश आजादी के 75 साल पूरे होने का जश्न मना रहा है. प्रधानमंत्री नरेंद्र मोदी ने लालकिले की प्राचीर पर तिरंगा फहराने के बाद देशवासियों को स्वतंत्रता दिवस की बधाई दी. पीएम मोदी के अलावा भारतीय खेल के सितारों ने भी आजादी के अमृत महोत्सव के मौके पर अपने दिल के जज्बात बयां किए. किसी ने तिरंगे के साथ अपनी तस्वीर सोशल मीडिया पर शेयर की तो किसी ने खास मैसेज शेयर किया. आप भी देखिए खिलाड़ियों से कैसे लोगों को स्वतंत्रता दिवस की बधाई दी. (Instagram)

ହାତରେ ତ୍ରିରଙ୍ଗା ଧରି ଫଟୋ ଟୁଇଟ କରିଛନ୍ତି ଭାରତୀୟ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା। ଏହି ଅବସରରେ ସେ ଦେଶବାସୀଙ୍କୁ ସ୍ବାଧୀନତା ଦିବସର ଅଭିନନ୍ଦନ ଜଣାଇଛନ୍ତି।

 बर्मिंघम कॉमनवेल्थ गेम्स में महिला मुक्केबाजी में गोल्ड मेडल जीतने वाली निकहत जरीन ने भी हाथ में तिरंगा पकड़े अपनी तस्वीर सोशल मीडिया पर शेयर की और स्वतंत्रता दिवस की बधाई दी. उन्होंने लिखा, 'अपने देश का प्रतिनिधित्व करना और अन्य राष्ट्रों के बीच उसे खड़ा करने की भावना को बयां नहीं किया जा सकता है. भविष्य में देश का नाम और बुलंद हो. सभी लोगों को स्वतंत्रता दिवस की बधाई देती हूं.' (Nikhat zareen twitter)

ବର୍ମିଂହାମ କମନୱେଲଥ ଗେମ୍ସରେ ମହିଳା ବକ୍ସିଂରେ ସ୍ବର୍ଣ୍ଣ ପଦକ ଜିତିଥିବା ନିଖତ୍‌ ଜରିନ ମଧ୍ୟ ସୋସିଆଲ ମିଡିଆରେ ତ୍ରିରଙ୍ଗା ଧରି ନିଜର ଫଟୋ ଶେୟାର କରିଛନ୍ତି। ସ୍ବାଧୀନତା ଦିବସରେ ସେ ଅଭିନନ୍ଦନ ଜଣାଇଛନ୍ତି। ସେ ଲେଖିଛନ୍ତି, ଦେଶକୁ ପ୍ରତିନିଧିତ୍ୱ କରିବା ସବୁଠୁ ଗୌରବର ବିଷୟ। ମୁଁ ସମସ୍ତଙ୍କୁ ସ୍ବାଧୀନତା ଦିବସର ଶୁଭେଚ୍ଛା ଜଣାଉଛି।]

 कॉमनवेल्थ गेम्स में गोल्ड मेडल जीतने वाली महिला वेटलिफ्टर मीराबाई चानू ने भी देशवासियों को आजादी के 75 बरस पूरे होने पर बधाई दी. (Mirabai Chanu twitter)

ରାଜ୍ୟଗୋଷ୍ଠୀ କ୍ରୀଡାରେ ସ୍ବର୍ଣ୍ଣ ପଦକ ଜିତିଥିବା ମହିଳା ଭାରୋତ୍ତୋଳନକାରୀ ମିରାବାଇ ଚାନୁ ମଧ୍ୟ ସ୍ବାଧୀନତାର ୭୫ ବର୍ଷ ପୂରଣ ହେତୁ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

 इस वक्त इंग्लैंड में क्रिकेट खेल रहे भारतीय बल्लेबाज चेतेश्वर पुजारा ने भी स्वतंत्रता दिवस के मौके पर खास संदेश शेयर किया. उन्होंने लिखा, स्वतंत्रता दिवस की शुभकामनाएं, भारत! हमारे स्वतंत्रता सेनानियों, सैनिकों और उन सभी लोगों को सलाम जो हमारे राष्ट्र को महान बनाने के लिए अंतहीन काम करते हैं. एक भारतीय होने के लिए धन्य है. जय हिन्द!. (Cheteshwar pujara twitter)

ଭାରତୀୟ ବ୍ୟାଟ୍ସମ୍ୟାନ ଚେତେଶ୍ୱର ପୂଜାରା ବର୍ତ୍ତମାନ ଇଂଲଣ୍ଡରେ କ୍ରିକେଟ ଖେଳୁଛନ୍ତି। ସେ ମଧ୍ୟ ସ୍ବାଧୀନତା ଦିବସ ଅବସରରେ ଲେଖିଛନ୍ତି, ଜଣେ ଭାରତୀୟ ହୋଇଥିବାରୁ ଗର୍ବିତ, ଜୟ ହିନ୍ଦ! ।


Enter your email to get our daily news in your inbox.

All Right Reserved By Dharitri.Com

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍‌ ଘଟିଲା…

ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ…

ଭାରତରେ ନିଜ ଟଏଲଟ୍‌ ଧରି ବୁଲୁଛନ୍ତି ସି ଜିନପିଙ୍ଗ୍‌, କାରଣ ଜାଣିଲେ ହୋସ୍‌ ଉଡିବ

ନୂଆଦିଲ୍‌ଲୀ,୧୨।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଯେତେବେଳେ କୌଣସି ବିଦେଶ ଗସ୍ତରେ ଯାଆନ୍ତି, ସେତେବେଳେ ତାଙ୍କର ସୁରକ୍ଷା ବ୍ୟବସ୍ଥା ତାଙ୍କ ଦୈନନ୍ଦିନ ଜୀବନର ସବୁଠାରୁ ବ୍ୟକ୍ତିଗତ ଦିଗ…

ଅଦେଖା ଚାପ

ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ରାକେଶ ମେହେଟ୍ଟାଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ। କିନ୍ତୁ ଜଣେ ପ୍ରତିଷ୍ଠିତ ପୂର୍ବତନ ସରକାରୀ ଅଧିକାରୀ ଏଭଳି ଏକ ଚରମ ପଦକ୍ଷେପ…

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

BRICSରେ ସାମିଲ ହେବାକୁ ବାଡେଇଛାଟି ହେଉଛି ପାକିସ୍ତାନ: ବାଟ ଓଗାଳିଛି ଭାରତ!

ନୂଆଦିଲ୍ଲୀ,୧୨।୯: BRICSରେ ସାମିଲ ହେବା ପାଇଁ ଦୀର୍ଘଦିନ ଧରି ପାକିସ୍ତାନ ଉଦ୍ୟମ କରିଆସୁଛି। ୨୦୨୩ରେ ଇସଲାମାବାଦ ଏହି ଗୋଷ୍ଠୀର ସଦସ୍ୟତା ପାଇଁ ଔପଚାରିକ ଭାବେ ଆବେଦନ କରିଥିଲା।…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?