Posted inଖେଳ

ଫ୍ୟାନ୍ସଙ୍କୁ ଆଶ୍ୱସ୍ତି ଦେଲେ କୋହଲି

ଡର୍ହାମ,୨୧।୭: ଭାରତୀୟ ଅଧିନାୟକ ବିରାଟ କୋହଲି ପିଠି ଜନିତ ସମସ୍ୟା ଲାଗି ଏଠାରେ ଚାଲିଥିବା କାଉଣ୍ଟି ସିଲେକ୍ଟ ଏକାଦଶ ବିପକ୍ଷ ଅଭ୍ୟାସ ମ୍ୟାଚ୍‌ରେ ଖେଳୁ ନାହାନ୍ତି। କୋହଲି ଓ ଉପ ଅଧିନାୟକ ଅଜିଙ୍କ୍ୟ ରାହାନେଙ୍କ ଅନୁପସ୍ଥିତିରେ ଅଭ୍ୟାସ ମ୍ୟାଚ୍‌ରେ ରୋହିତ ଶର୍ମା ଭାରତୀୟ ଦଳର ନେତୃତ୍ୱ ନେଉଛନ୍ତି। ତେବେ ଭାରତୀୟ ଦଳର ଫ୍ୟାନ୍ସଙ୍କ ଲାଗି ଆଶ୍ୱସ୍ତିଜନକ ଖବର ହେଲା ବୁଧବାର ନେଟ୍ସରେ ଫୁଲଦମ୍‌ରେ କୋହଲିଙ୍କୁ ବ୍ୟାଟିଂ କରୁଥିବା ଦେଖିବାକୁ ମିଳିଛି।

ଚଳିତ ୩ ଦିନିଆ ଅଭ୍ୟାସ ମ୍ୟାଚ୍‌ର ଦ୍ୱିତୀୟ ଦିନର ଲଞ୍ଚ ବ୍ରେକରେ କୋହଲି ଦୀର୍ଘ ସମୟ ଧରି ନେଟ୍ସରେ ବ୍ୟାଟିଂ କରିଥିଲେ। ନେଟ୍ସରେ କୋହଲିଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଥିଲା ଉଭୟ ଡିଫେନ୍ସିଭ ଓ ଆଟାକିଂ ଶଟ୍‌। ଟୁଇଟରରେ ଏହାର ଭିଡିଓ ଶେୟାର କରିଛି ବିସିସିଆଇ। ଯୁବ ପେସର ଅଭେଶ ଖାଁଙ୍କୁ ଚଳିତ ଇଂଲଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟରେ ସୁଯୋଗ ନ ମିଳିପାରେ। ଚଳିତ ଅଭ୍ୟାସ ମ୍ୟାଚ୍‌ରେ ପ୍ରତିପକ୍ଷ ସିଲେକ୍ଟ କାଉଣ୍ଟି ଏକାଦଶ ପକ୍ଷରୁ ଖେଳୁଥିବା ବେଳେ ତାଙ୍କ ବାମହାତ ବୁଢ଼ା ଆଙ୍ଗୁଠି ଫ୍ରାକ୍‌ଚର ହୋଇଯାଇଛି। ଏଣୁ ଓ୍ବାର୍ମ ଅପ୍‌ ମ୍ୟାଚ୍‌ର ଦ୍ୱିତୀୟ ଓ ୩ୟ ଦିନର ସେ ଖେଳିବେ ନାହିଁ ବୋଲି ବିସିସିଆଇ ପକ୍ଷରୁ କୁହାଯାଇଛି। ତେବେ ଉପଅଧିନାୟକଙ୍କ ଫିଟ୍‌ନେସ ଉପରେ ବିସିସିଆଇ ପକ୍ଷରୁ କୌଣସି ଅପଡେଟ୍‌ ଆସି ନାହିଁ। ତାଙ୍କ ବାମ ଗୋଡ଼ ମାଂସପେଶୀ ଫୁଲି ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତ…

ଦିଗପହଣ୍ଡି,୧୧ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ମଙ୍ଗରାଜପୁର ଗ୍ରାମର ଏମ.ସସ୍ମିତା ରେଡ୍ଡୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଦିଗପହଣ୍ଡି ପୋଲିସ ବୁଧବାର ଗ୍ରାମର…

ସମ୍ପର୍କରେ କଳଙ୍କ; ବୋହୂଙ୍କୁ ଯୌନ ନିର୍ଯାତନା ଦେଉଥିଲେ ଶ୍ବଶୁର, ଲିଫ୍ଟରେ କରୁଥିଲେ…

ବେଙ୍ଗାଲୁରୁ,୧୧ା୨: ଉତ୍ତର ବେଙ୍ଗାଲୁରୁରୁ ଏକ ଭୟଙ୍କର ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଏକ ଘରୋଇ ସ୍କୁଲରେ ପ୍ରିନ୍ସିପାଲ୍ ଭାବରେ କାର୍ଯ୍ୟ କରୁଥିବା ଜଣେ ମହିଳା ତାଙ୍କ ଶ୍ୱଶୁରଙ୍କ…

କନ୍ଧମାଳରୁ ଭୁବନେଶ୍ୱରକୁ ଚାଲାଣ ହେଉଥିଲା ଗଞ୍ଜେଇ, ରାସ୍ତା ମଝିରେ ଧରିଲା ପୋଲିସ

ଭଞ୍ଜନଗର,୧୧ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଏସ୍‌ଆଇ ଏଲ୍‌. ବିଶ୍ୱାଳଙ୍କ ନେତୃତ୍ୱରେ ନିଧିଆପଲ୍ଲୀ ଛକରେ ଯାନବାହନ ଯାଞ୍ଚ ଚାଲିଥିଲା। ଏହି ସମୟରେ ପୋଲିସ ଏକ ବିଶ୍ୱସ୍ତ…

ଜିରିଡା ପୋଲ ଉପରୁ ୪୦ ଫୁଟ ତଳକୁ ଡେଇଁ ପଡ଼ିଲେ ମହିଳା, ତାପରେ…

ଉଦଳା,୧୧।୨(ସନ୍ତୋଷ କୁମାର ବାଚ୍ଛିନୀ): ପୋଲ ଉପରୁ ନଦୀକୁ ଡେଇଁ ପଡିଲେ ମହିଳା। ନଦୀରେ ଥିବା ମାଛ ଧରାଳି ତାଙ୍କୁ ଉଦ୍ଧାର କରିଛନ୍ତି । ଏଭଳି ଘଟଣା ଘଟିଛି…

ଗୁଗ୍‌ଲକୁ ପଚାରିଲେ ଚୋରି କରିବାର ଉପାୟ, ଲୁଟେରା ପରେ ଯାହା କଲେ ଜାଣିଲେ…

ଜୟପୁର,୧୧ା୨: ଅନେକ ସମୟରେ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା କାହାଣୀଗୁଡ଼ିକ ସିଧାସଳଖ କୌଣସି ଫିଲ୍ମର ସିନ୍‌ ପରି ମନେହୁଏ। ଜୟପୁରରଏକି ଚୋରି ଘଟଣା ଠିକ୍‌ ଫିଲ୍ମର କାହାଣୀ…

ଟି-୨୦ ବିଶ୍ୱକପ୍: ଆହତ ହେଲେ ଅଷ୍ଟ୍ରେଲିଆ ଅଧିନାୟକ, ଷ୍ଟିଭ୍ ସ୍ମିଥ୍‌ଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୧୧।୨: ଟି-୨୦ ବିଶ୍ୱକପ୍‌ରେ ଅଷ୍ଟ୍ରେଲିଆର ଅସୁବିଧା ଥମିବାର ନାଁ ନେଉନାହିଁ। ଜସ୍ ହାଜେଲଉଡ୍ ଏବଂ ପ୍ୟାଟ୍ କୁମିନ୍ସ ଆଗରୁ ଆହତ ଥିବାବେଳେ ଏବେ ଅଧିନାୟକ ମିଚେଲ ମାର୍ଶ…

ଭାରତ-ପାକିସ୍ତାନ ମ୍ୟାଚ ପୂର୍ବରୁ ଭାରତୀୟ ଟିମରେ ଖେଳିଗଲା ଖୁସିର ଲହରି!

ନୂଆଦିଲ୍ଲୀ,୧୧।୨: ଭାରତୀୟ ଦଳ ଗୁରୁବାର T20 ବିଶ୍ୱକପ 2026 ରେ ନାମ୍ବିଆର ମୁକାବିଲା କରିବ। ତା’ପରେ ଭାରତୀୟ ଦଳ ଫେବୃଆରୀ ୧୫ରେ ପାକିସ୍ତାନ ସହିତ ମୁକାବିଲା କରିବ।…

ଝାଡ଼େଶ୍ୱର ବାବାଙ୍କୁ ଜଳ ଅର୍ପଣ କଲେ ଗାୟକ ସୋନୁ ନିଗମ, ବିମାନବନ୍ଦରରୁ…

ଝାରସୁଗୁଡା,୧୧।୨(ଆଶିଷ ରଞ୍ଜନ ଦାଶ): ହିନ୍ଦୀ ସହିତ ବିଭିନ୍ନ ଭାଷାରେ ଲୋକପ୍ରିୟ ଭଜନ, ଦେଶାତ୍ମବୋଧକ ତଥା ପ୍ରସିଦ୍ଧ ଚଳଚ୍ଚିତ୍ରରେ ଗୀତ ଗାଇଥିବା ପ୍ରସିଦ୍ଧ ଗାୟକ ସୋନୁ ନିଗମ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri