Posted inଖେଳ

ଆଶ୍ଚର୍ଯ୍ୟ ହେଲେ ପ୍ରଶଂସକ: ବିରାଟଙ୍କ ଗୋଡ଼ରେ ରହିଛି ୬…

ନୂଆଦିଲ୍ଲୀ, ୨୯।୧୨: ଭାରତୀୟ କ୍ରିକେଟ ଦଳର ଉଦୟମାନ କ୍ରିକେଟର ନୀତିଶ କୁମାର ରେଡ୍ଡୀ ତାଙ୍କ ଖେଳ ଜୀବନର ପ୍ରଥମ ଟେଷ୍ଟ ଶତକ ମେଲବର୍ଣ୍ଣ ଗ୍ରାଉଣ୍ଡରେ ଚାଲିଥିବା ଟେଷ୍ଟରେ ହାସଲ କରିଛନ୍ତି। ନୀତିଶ ଏବଂ ତାଙ୍କ ପରିବାର ଲୋକଙ୍କ ପାଇଁ ଏହା ଏକ ଆବେଗଭରା ସମୟ ଥିଲା। କାରଣ ପୁଅ ନୀତିଶଙ୍କ ଏହି ସଫଳତାକୁ ଗ୍ୟାଲେରୀରେ ବସି ଦେଖିବାର ସୁଯୋଗ ପାଇଥିଲେ।

ଏହି ସହିତ ତାଙ୍କ ପରିବାର ସଦସ୍ୟ ବିରାଟ କୋହଲିଙ୍କ ସହିତ ଫଟୋ ଉଠାଇବାର ମଧ୍ୟ ସୁଯୋଗ ପାଇଛନ୍ତି। ଏହି ଫଟୋ ଏବେ ଭାଇରାଲ ହେଉଥିବା ବେଳେ ଏଥିରେ ପ୍ରଶଂସକମାନେ ବିରାଟଙ୍କ ଉଭୟ ଗୋଡ଼ରେ ୬ ଟି ଲେଖାଏ ଆଙ୍ଗୁଳି ଥିବା କହିଛନ୍ତି। ଯାହାକୁ ନେଇ ସୋସିଆଲ ମିଡିଆରେ ନାନା ଚର୍ଚ୍ଚା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୋମା ମାଡ଼ ମଧ୍ୟରେ ହର୍ମୁଜ ପ୍ରଣାଳୀ ଚିରି ବାହାରିଗଲା ଭାରତୀୟ ଜାହାଜ, ଧାନ ବୁଣା ପୂର୍ବରୁ ଚାଷୀଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୮।୬: ହର୍ମୁଜ ପ୍ରଣାଳୀରେ ବଢୁଥିବା ଉତ୍ତେଜନା ଏବଂ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ ମଧ୍ୟରେ, ଭାରତୀୟ ଚାଷୀଙ୍କ ପାଇଁ ଏକ ସ୍ବାଗତଯୋଗ୍ୟ ଖବର ଅଛି। ଇରାନ ଦ୍ୱାରା…

ବିଦେଶୀ ମଦ ଦୋକାନ ସ୍ଥାନାନ୍ତର ଦାବି:  ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ଅମରପାଲି, ୨୮/୬ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ଟିକରାପଡ଼ା (ଗାନ୍ଧୀପଡ଼ା) ଛକରେ ଥିବା ବିଦେଶୀ ମଦ ଦୋକାନକୁ ତୁରନ୍ତ ସ୍ଥାନାନ୍ତର କରିବା ଦାବିରେ…

ଭାଜପାରେ ସାମିଲ ହେବେ କି ମହୁଆ? ଚମକାଇଲା ଭଳି ଜବାବ ଦେଲେ ଟିଏମସି ସାଂସଦ

କୋଲକାତା,୨୮।୬: ପଶ୍ଚିମବଙ୍ଗ ରାଜନୀତିରେ ଆଜିକାଲି ବେଶ୍‌ ହଲଚଲ ଦେଖିବାକୁ ମିଳୁଛି। ବିଧାନସଭା ନିର୍ବାଚନ ପରେ ଟିଏମସି (TMC) ରେ ବଡ଼ ଧରଣର ବିଭାଜନ ହେବାର ଖବର ସାମ୍ନାକୁ…

ମୁଣ୍ଡ ନୁଆଁଇଲା ଶେହବାଜ ସରକାର, ପାକିସ୍ତାନର ସବୁଠାରୁ ବଡ଼ ନ୍ୟୁଜ ଚ୍ୟାନେଲ ଜିଓ ନ୍ୟୁଜ ଉପରେ ଲଗାଇଲା ପ୍ରତିବନ୍ଧକ, ଜାଣନ୍ତୁ କାହିଁକି

ଇସଲାମାବାଦ,୨୮।୬: ପାକିସ୍ତାନରେ ଗଣମାଧ୍ୟମ ଉପରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ପାକିସ୍ତାନ ସରକାର ଦେଶର ସବୁଠାରୁ ବଡ଼ ନ୍ୟୁଜ ଚ୍ୟାନେଲଗୁଡ଼ିକ ମଧ୍ୟରୁ ଗୋଟିଏ, ଜିଓ ନ୍ୟୁଜର…

ଅର୍ଦ୍ଧନିର୍ମିତ ଏମ୍‌ଏସ୍‌ଏମ୍‌ଇ ପାର୍କର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ: ଜମି ହରାଇଥିବା ଚାଷୀଙ୍କ ହୋହଲ୍ଲା

କେସିଙ୍ଗା, ୨୮।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିରା ଗ୍ରାମ ପଞ୍ଚାୟତର କୁର୍ଲୁପଡ଼ାଠାରେ ନିର୍ମାଣାଧୀନ ଏମ୍‌ଏସ୍‌ଏମ୍‌ଇ (MSME) ପାର୍କକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

କରାଚୀରେ ବଡ଼ ଆତଙ୍କବାଦୀ ଆକ୍ରମଣ: ୬ ଆତଙ୍କବାଦୀଙ୍କ ସହ ୪ ରେଞ୍ଜର୍ସ ନିହତ

କରାଚୀ,୨୮।୬: ଶନିବାର ରାତିରେ ପାକିସ୍ତାନର ସବୁଠାରୁ ବଡ଼ ସହର କରାଚୀରେ ଏକ ବଡ଼ ଆତଙ୍କବାଦୀ ଆକ୍ରମଣ ହୋଇଥିଲା। ଆତଙ୍କବାଦୀମାନେ ସିନ୍ଧ ରେଞ୍ଜର୍ସ ମୁଖ୍ୟାଳୟ ଉପରେ ଆକ୍ରମଣ କରିଥିଲେ।…

ତେହରାନକୁ ଗମ୍ଭୀର ପରିଣାମ ଭୋଗିବାକୁ ଚେତାବନୀ ଦେଲେ ଟ୍ରମ୍ପ, କହିଲେ, ‘ଆମେରିକା ଏପର୍ଯ୍ୟନ୍ତ ସଂଯମତା ଅବଲମ୍ବନ କରିଛି..’

ଓ୍ବାଶିଂଟନ,୨୮।୭: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ଏକ କଡ଼ା ଚେତାବନୀ ଦେଇ କହିଛନ୍ତି ଯେ ଯଦି ଇରାନ…

ଏଇ ଭାରତରେ

ବୁଲା କୁକୁର, ଗାଈ ଓ ବାଛୁରିଙ୍କୁ ରୁଟି ଖାଇବାକୁ ଦେଉଛନ୍ତି ରାଜସ୍ଥାନ ଯୋଧପୁର ଜିଲା ବେରୁନ୍ଦର ଗୌତମ ଯାଦବ। ସେ ଠେଲାଗାଡ଼ିରେ ପ୍ରତିଦିନ ସନ୍ଧ୍ୟାରେ ଘରକୁ ଘର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri