Posted inଖେଳ

ଶୀର୍ଷରେ ବାବର, କୋହଲି ଦ୍ୱିତୀୟ

ନୂଆଦିଲ୍ଲୀ,୨୬।୧: ଆଇସିସି ଦିନିକିଆ ର଼୍ୟାଙ୍କିଂରେ ନିଜ ସ୍ଥାନ ସୁରକ୍ଷିତ ରଖିଛନ୍ତି ଭାରତୀୟ କ୍ରିକେଟର ବିରାଟ କୋହଲି। ଦକ୍ଷିଣ ଆଫ୍ରିକା ବିପକ୍ଷରେ ଭଲ ପ୍ରଦର୍ଶନ କରିଥିବା କୋହଲି ସଦ୍ୟ ଜାରି ହୋଇଥିବା ତାଲିକାରେ ଦ୍ୱିତୀୟ ସ୍ଥାନ ବଜାୟ ରଖିଛନ୍ତି। ସେହିଭଳି ଭାରତୀୟ ସୀମିତ ଓଭର ଟିମ୍‌ର କ୍ୟାପଟେନ ହୋଇଥିବା ରୋହିତ ଶର୍ମା ଆଇସିସି ର଼୍ୟାଙ୍କିଂରେ ସେ ତାଙ୍କର ତୃତୀୟ ସ୍ଥାନ ବଜାୟ ରଖିଛନ୍ତି। କୋହଲିଙ୍କର ୮୩୬ ରେଟିଂ ଥିବା ବେଳେ ରୋହିତଙ୍କର ୮୦୧ ପଏଣ୍ଟ ରହିଛି। ଦୀର୍ଘ ଦିନ ପରେ ଟିମ ଇଣ୍ଡିଆକୁ ଫେରିଥିବା ଓପନିଂ ବ୍ୟାଟର୍‌ ଶିଖର ଧାୱନ ର଼୍ୟାଙ୍କିଂରେ ଲମ୍ବା ଡିଆଁ ମାରିଛନ୍ତି। ଗତ ସିରିଜରେ ୧୬୯ ରନ କରିଥିବା ଧାୱନ ୧୫ତମ ସ୍ଥାନରେ ପହଞ୍ଚିଛନ୍ତି। ତେବେ ପାକିସ୍ତାନ ଅଧିନାୟକ ବାବର ଆଜମ ପ୍ରଥମ ସ୍ଥାନରେ କାଏମ ରହିଛନ୍ତି। ସେହିପରି ଋଷଭ ପନ୍ତ ୫ଟି ସ୍ଥାନ ଉପରକୁ ଉଠି ୮୨ତମ ସ୍ଥାନରେ ପହଞ୍ଚିଛନ୍ତି। ବୋଲିଂରେ ଯଶପ୍ରୀତ ବୁମ୍‌ରା ସପ୍ତମ ସ୍ଥାନ ବଜାୟ ରଖିଛନ୍ତି।

ଦେଖନ୍ତୁ ପୁରା ଖେଳାଳିଙ୍କ ତାଲିକା:


Enter your email to get our daily news in your inbox.

All Right Reserved By Dharitri.Com

ଚାମେଲି ବିବାଦ ମାମଲା: ସେଦିନ କ’ଣ ଘଟିଥିଲା? ଚାଞ୍ଚଲ୍ୟକର ଖୁଲାସା କଲେ ବିଡିଓ

କେନ୍ଦ୍ରାପଡ଼ା,୧୮।୬: ତିଖିରୀ ସରପଞ୍ଚ ଚାମେଲି ଓଝା ମାମଲାରେ ଦୀର୍ଘ ୮ ଦିନ ପରେ ମୁହଁ ଖୋଲିଲେ ମହାକାଳପଡ଼ା ବିଡିଓ ରବିନାରାୟଣ ଆଚାର୍ଯ୍ୟ। ବିଡିଓ କହିଛନ୍ତି, ମନା କରିବା…

ଇରାନ-ଆମେରିକା ଡିଲ୍‌ରେ ପାକିସ୍ତାନର ନାଁ: ଖୁସିରେ ଗଦ୍‌ଗଦ୍‌ ଶେହବାଜ ସରିଫ, କହିଲେ- ‘ମୋ ମଧ୍ୟସ୍ଥତାରେ…’

ନୂଆଦିଲ୍ଲୀ, ୧୮।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତି ସ୍ବାକ୍ଷରିତ ହୋଇଛି। ଏହି ଡିଲ (ଚୁକ୍ତି) ହେବା ପରେ ପାକିସ୍ତାନ ମଧ୍ୟ ମଧ୍ୟସ୍ଥତାର ଶ୍ରେୟ (କ୍ରେଡିଟ)…

ଆପଲପ୍ରେମୀଙ୍କୁ ଲାଗିବ ଝଟକା, ମହଙ୍ଗା ହେବ ଆଇଫୋନ! ସିଇଓ କହିଲେ…

ନୂଆଦିଲ୍ଲୀ,୧୮।୬: ବର୍ତ୍ତମାନ ସମୟରେ ଯୁବପିଢ଼ିଙ୍କ ମଧ୍ୟରେ ଆଇଫୋନର କ୍ରେଜ ଦେଖିବାକୁ ମିଳୁଛି । ଏହାରି ଭିତରେ ଆପଲ ସିଇଓ ଟିମ୍ କୁକ୍ ଏକ ବଡ଼ ଘୋଷଣା କରିଛନ୍ତି…

G7 ସମ୍ମିଳନୀରେ ମୋଦିଙ୍କୁ ନେଇ ଏମିତି କ’ଣ କହିଲେ ଟ୍ରମ୍ପ? ହସି ହସି ବେଦମ ହେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୧୮।୬: ଫ୍ରାନ୍ସର ଏଭିଆନଠାରେ ଅନୁଷ୍ଠିତ ଜି-୭ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଦ୍ୱିପାକ୍ଷିକ ବୈଠକ ଅବସରରେ ଟ୍ରମ୍ପ…

ଦେବଗଡ଼ରେ ବଢିଲା ଖରାଦିନ ସ୍କୁଲ ଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ…

ଦେବଗଡ,୧୮।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ୨୨ ତାରିଖରେ ଖୋଲିବ ସ୍କୁଲ। ୨୦ ତାରିଖ ଯାଏ ବଢ଼ିଲା ଖରାଦିନ ସ୍କୁଲ ଛୁଟି ଅବଧି। ଗ୍ରୀଷ୍ମ ପ୍ରବାହ ଯୋଗୁ…

ପାଣିପାଗ ବିଭାଗର ସୂଚନା, ବର୍ଷା ନେଇ ଏହି ୨୧ ଜିଲାକୁ ୱାର୍ନିଂ

ଭୁବନେଶ୍ୱର,୧୮।୬(ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବା ବେଳେ ଆଗାମୀ ୪ରୁ ୫ ଦିନ ମଧ୍ୟରେ ସାରା ଓଡ଼ିଶାକୁ ଛୁଇଁବ। ତେବେ ମୌସୁମୀ ଓ…

କେସିଙ୍ଗାରେ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଶୁଭାରମ୍ଭ, ମିଳିବ ଏତିକି ଚାଉଳ

କେସିଙ୍ଗା,୧୮।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସିରେ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ବୁଧବାର ଆରମ୍ଭ ହୋଇଛି । ରାଜ୍ୟ ସରକାରଙ୍କ ଦ୍ଵାରା ଘୋଷଣା ହୋଇଥିବା ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ଓଡ଼ିଶାରେ ବଦଳିଲା ସ୍କୁଲ ଖୋଲିବା ସମୟ, କେଉଁଠି ଛୁଟି ତ କେଉଁଠି ସକାଳୁଆ କ୍ଲାସ୍…

ଭୁବନେଶ୍ୱର,୧୮।୬: ଓଡ଼ିଶାର ବିଭିନ୍ନ ଜିଲାରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଖରାଛୁଟିକୁ ବୃଦ୍ଧି କରିବାକୁ ଘୋଷଣା କରାଯାଇଛି। କେତେକ ଜିଲା ଗ୍ରୀଷ୍ମକାଳୀନ ଛୁଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri