Posted inଖେଳ

ନୂଆ ଲୁକ୍‌ରେ ବିରାଟ କୋହଲି

ସିଡନୀ,୧୨।୧୦: ଅକ୍ଟୋବର ୧୬ରୁ ଅଷ୍ଟ୍ରେଲିଆରେ ଟି-୨୦ ବିଶ୍ୱକପ ଆରମ୍ଭ ହେବାକୁ ଯାଉଛି। ଏହାର ଯଥେଷ୍ଟ ପୂର୍ବରୁ ଭାରତୀୟ ଦଳ ସେଠାରେ ପହଞ୍ଚିଛି। ଭାରତୀୟ ଖେଳାଳିମାନେ ମଧ୍ୟ ପଶ୍ଚିମ ଅଷ୍ଟ୍ରେଲିଆ ବିପକ୍ଷରେ ଅଭ୍ୟାସ ମ୍ୟାଚ ଖେଳି ଜିତିଥିଲେ। ଏହାପରେ ଭାରତୀୟ ଦଳକୁ ଗୋଟିଏ ଦିନର ବିରତି ଦିଆଯାଇଥିଲା। ଏହି ସମୟରେ ଭାରତୀୟ ଦଳର ପୂର୍ବତନ ଅଧିନାୟକ ବିରାଟ କୋହଲି ତାଙ୍କ କେଶକୁ ନୂଆ ଲୁକ୍‌ ଦେଇଛନ୍ତି।
ସେ ପ୍ରସିଦ୍ଧ ହେୟାର ଷ୍ଟାଇଲଷ୍ଟ ଜୋର୍ଡାନ ଟେବାଚମ୍ୟାନଙ୍କ ପାଖରେ କେଶ କାଟିଥିଲେ। କୋହଲି ଇନଷ୍ଟାଗ୍ରାମରେ ନିଜର ଏକ ଫଟୋ ମଧ୍ୟ ଶେୟାର କରିଛନ୍ତି। ଏହା ବ୍ୟତୀତ ସେ ନିଜ ଇନଷ୍ଟାଗ୍ରାମ ଷ୍ଟାଟସରେ ଜୋର୍ଡାନ ଟେବାଚମାନଙ୍କୁ ଟ୍ୟାଗ କରିଥିବା ଦେଖାଯାଇଛି।
ଏହି ୨୯ ଦିନିଆ ଟୁର୍ନାମେଣ୍ଟରେ ମୋଟ ୪୫ଟି ମ୍ୟାଚ ଖେଳାଯିବ। ୧୬ଟି ଦେଶ ଏଥିରେ ଭାଗ ନେଉଛନ୍ତି।

 

View this post on Instagram

 

A post shared by Jordan (@jordantabakman)


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସୁଚିନ୍ତିତ ଭାବେ କାଶିଲେ ରେଡ୍‌କାର୍ଡ

ଜୁରିଚ୍‌, ୫।୮(ଏପି)- ଜଣେ ଫୁଟବଲ ଖେଳାଳି ଯଦି ସୁଚିନ୍ତିତଭାବେ ଅନ୍ୟ ଜଣେ ଖେଳାଳିର ନିକଟତର ହେବାପରେ କାଶିବେ ତେବେ ମ୍ୟାଚ ଅଫିସିଆଲ ତାଙ୍କୁ ରେଡ୍‌ କାର୍ଡ...

ପୂରା ସେସନରେ ପେସରଙ୍କ ରାଜୁତି

ଲିଡ୍ସ,୨୫।୮ : ଇଂଲଣ୍ଡ ବିପକ୍ଷ ତୃତୀୟ ତଥା ହେଡିଂଲେ ଟେଷ୍ଟରେ ପ୍ରଥମ ସେସନରେ ଅତ୍ୟନ୍ତ ସଙ୍କଟରେ ପଡ଼ି ଯାଇଛି ଭାରତୀୟ ଦଳ। ଟସ୍‌ ଜିତି ପ୍ରଥମେ...

ଓ୍ବାର୍ନରଙ୍କ ଝିଅଙ୍କୁ ଖାସ୍‌ ଉପହାର ଦେଲେ ବିରାଟ

ସିଡନୀ,୩୧।୧: ଅଷ୍ଟ୍ରେଲିଆ ଓପନର୍‌ ଡେଭିଡ୍‌ ଓ୍ବାର୍ନରଙ୍କ ଝିଅ ଇଣ୍ଡି ଭାରତୀୟ ଅଧୀନାୟକଙ୍କ ବଡ଼ ପ୍ରଶଂସକ। ଏହାକୁ ନେଇ ତାଙ୍କୁ ବିରାଟଙ୍କଠାରୁ ଏକ ଖାସ ଉପହାର ମିଳିଛି।...

ଆର୍ଜେଣ୍ଟିନା-ଫ୍ରାନ୍ସ ଫାଇନାଲ

ଦୋହା, ୧୫।୧୨: ଦୁଇଥର ଲେଖାଏ ଟାଇଟଲ ଜିତିଥିବା ଆର୍ଜେଣ୍ଟିନା ଓ ଫ୍ରାନ୍ସ ମଧ୍ୟରେ ଚଳିତ ଫିଫା ବିଶ୍ୱକପର ଫାଇନାଲ ଅନୁଷ୍ଠିତ ହେବ। ମଙ୍ଗଳବାର ଅନୁଷ୍ଠିତ ପ୍ରଥମ...

ଆଇସିସି ଟି -୨୦ ର଼୍ୟାଙ୍କିଙ୍ଗ: ଶୀର୍ଷରେ ସୂର୍ଯ୍ୟକୁମାର ଯାଦବ

ନୂଆଦିଲ୍ଲୀ,୨୭।୪: ଭାରତୀୟ କ୍ରିକେଟ ଦଳ ଏବଂ ଆଇପିଏଲରେ ମୁମ୍ବାଇ ଇଣ୍ଡିଆନ୍ସ ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବ ଫର୍ମକୁ ଫେରିଛନ୍ତି। ଯଦିଓ, ସୂର୍ଯ୍ୟକୁମାର ଯାଦବ ଦୀର୍ଘ ଦିନ ଧରି...

ଧୋନୀଙ୍କୁ ଏହି ଗୀତ ଡେଡିକେଟ୍‌ କଲେ ଓସ୍କାର ବିଜେତା

ମୁମ୍ବାଇ, ୧୬ା୪- ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ଓସ୍କାର ବିଜେତା ମ୍ୟୁଜିକ କମ୍ପୋଜର ଏ. ଆର. ରେହମାନ ବଲିଉଡ୍‌ ଫିଲ୍ମ...

ବିସିସିଆଇରୁ ବିଦାୟ ନେବେ ଗାଙ୍ଗୁଲି, ଜାଣନ୍ତୁ ତାଙ୍କ ସ୍ଥାନରେ କିଏ ଅଛନ୍ତି ପ୍ରମୁଖ ଦାବିଦାର…

ମୁମ୍ବାଇ,୭।୧୦: ଭାରତର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନର ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ଆସନ୍ତା ସପ୍ତାହରେ ବୋର୍ଡରୁ ବିଦାୟ ଦେଇପାରନ୍ତି। ଗାଙ୍ଗୁଲି ତାଙ୍କ କାର୍ଯ୍ୟକାଳ ମଧ୍ୟରେ...

ସଲମାନ କହିଲେ, କ୍ରିକେଟ ପଡିଆରେ ଏହି ଖେଳାଳି ହେଉଛନ୍ତି ଅସଲ ଦବଙ୍ଗ

ବଲିଉଡ୍‌ ଅଭିନେତା ସଲମାନ ଖାନ୍‌ ଏବେ ନିଜ ଆଗାମୀ ଫିଲ୍ମ ଦବଙ୍ଗ-୩ ପ୍ରମୋଶନ କରିବାରେ ବ୍ୟସ୍ତ ଅଛନ୍ତି। ଏହି ସମୟରେ ସେ ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ୍‌...

Advertisement
Archives

Model This Week