Posted inଖେଳ

ରାଗରେ ଅମ୍ପାୟରଙ୍କ ରୁମ୍‌ରେ ପଶିଯାଇଥିଲେ କୋହଲି, ଜାଣନ୍ତୁ କାହିଁକି

ଇଣ୍ଡିଆନ୍‌ ପ୍ରିମିୟର୍‌ ଲିଗ୍‌(ଆଇପିଏଲ୍‌)ର ୧୩ତମ ସଂସ୍କରଣ ସେପ୍ଟେମ୍ବର ୧୯ରୁ ଆରମ୍ଭ ହେଉଛି। ପ୍ରଥମ ମ୍ୟାଚ୍‌ ଚେନ୍ନାଇ ସୁପର୍‌ କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯିବ। ପୂର୍ବ ୧୨ ସିଜିନ୍‌ରେ କୌଣସି ନା କୌଣସି ବିବାଦ ଦେଖାଦିଏ। ପ୍ରଥମ ସିଜିନ୍‌ରେ କ୍ରିକେଟର୍‌ ହରଭଜନ ସିଂ ସାଥୀ ଖେଳାଳି ଏସ୍‌ ଶ୍ରୀସନ୍ଥଙ୍କୁ ଚାପୁଡା ମାରି ଚର୍ଚ୍ଚାକୁ ଆସିଥିଲେ। ସେହିପରି ଆଉ ଏକ ସିଜିନ୍‌ରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଟିମ୍‌କୁ ଅମ୍ପାୟାର ଏକ ଭୁଲ ନିଷ୍ପତ୍ତି ଦେବାରୁ ଦଳ ମାତ୍ର ୬ ରନ୍‌ରେ ମ୍ୟାଚ୍‌ ହାରିଯାଇଥିଲା। ଏହାପରେ ଅଧିନାୟକ କୋହଲି ଏତେ ମାତ୍ରାରେ ରାଗିଯାଇଥିଲେ ଯେ ସେ ମ୍ୟାଚ୍‌ ପରେ ଅମ୍ପାୟରଙ୍କ ରୁମ୍‌ ଭିତରକୁ ପଶିଯାଇଥିଲେ। ଏହାସହ ମ୍ୟାଚ୍‌ ପ୍ରେଜେଣ୍ଟସନ୍‌ ସେରିମନିରେ ମଧ୍ୟ ନିିଜ ରାଗ ଜାହିର୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଡେଭିସ୍‌ କପ୍‌: ଭେନ୍ୟୁ ସ୍ଥାନାନ୍ତର ପାଇଁ ରାଜି ହେଉନି ପାକିସ୍ତାନ

କରାଚୀ, ୧୨ା୮ (ପି.ଟି.)-ପାକିସ୍ତାନ ବିପକ୍ଷରେ ଖେଳାଯିବାକୁଥିବା ଡେଭିସ୍‌ କପ୍‌ ଏସିଆ/ଓସେନିଆ ଗ୍ରୁପ୍‌-୧ ମ୍ୟାଚ୍‌ ଏକ ନିରପେକ୍ଷ ଭେନ୍ୟୁରେ କରିବା ଲାଗି ଭାରତ କରିଥିବା ଅନୁରୋଧକୁ ପାକିସ୍ତାନ...

ମେରୀକମ୍‌ଙ୍କୁ ବ୍ରୋଞ୍ଜ

ନୂଆଦିଲ୍ଲୀ, ୬ା୩ (ପି.ଟି.)-ସ୍ପେନ୍‌ର କାଷ୍ଟଲନଠାରେ ଚାଲିଥିବା ୩୫ତମ ବକ୍ସାମ ଇଣ୍ଟରନ୍ୟାଶନାଲ ବକ୍ସିଂ ପ୍ରତିଯୋଗିତାରେ ୬ଥର ବିଶ୍ୱ ଚାମ୍ପିୟନ ଭାରତର ଏମ୍‌.ସି. ମେରୀକମ୍‌ (୫୧କେଜି) ଏକ ବ୍ରୋଞ୍ଜ...

ବାପାଙ୍କଠାରୁ ମାଡ଼ ଖାଇ ଚର୍ଚ୍ଚାରେ ଧାଓ୍ବନ

ନୂଆଦିଲ୍ଲୀ,୨୬।୫: ବାପାଙ୍କଠାରୁ ମାଡ଼ ଖାଇ ଚର୍ଚ୍ଚାରେ ପଞ୍ଜାବ କିଙ୍ଗ୍ସ ଓପନର ଶିଖର ଧାଓ୍ବନ। ଆଇପିଏଲ୍‌ ପ୍ଲେଅଫ୍‌ ଲାଗି ଚୟନ ହୋଇ ନ ଥିବା ଯୋଗୁ ତାଙ୍କୁ...

ଜାତୀୟ ବକ୍ସିଂ ଚାମ୍ପିୟନଶିପ୍‌: ସେମି ପରାଜୟ ନେଇ ଦୁଆତିଙ୍କ ଚ୍ୟାଲେଞ୍ଜ୍‌

କାନପୁର,୮।୧୨(ପି.ଟି.)- ଇଣ୍ଡିଆ ଓପନ ରୌପ୍ୟ ପଦକ ବିଜୟିନୀ ତଥା ଡିଫେଣ୍ଡିଂ ଚାମ୍ପିୟନ ତଥା ମହିଳା ବକ୍ସର ବନଲାଲ ଦୁଆତି ନିଜର ପରାଜୟ ନେଇ ଅସନ୍ତୋଷ ଥିବା...

ବାପାଙ୍କ ଦେଇଥିବା ଗୋଟିଏ ପ୍ରତିଶ୍ରୁତି ଆଜି ପର୍ଯ୍ୟନ୍ତ ଭାଙ୍ଗିନାହାନ୍ତି ସଚିନ ତେନ୍ଦୁଲକର

ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଭଗବାନ କୁହାଯାଏ। ସେ ଦିନିକିଆରେ ୧୫,୯୨୧ ରନ ଏବଂ ଟେଷ୍ଟରେ ୧୮,୪୨୬ ରନ ସ୍କୋର କରିଛନ୍ତି। ସମସ୍ତ ଫର୍ମାଟରେ ସଚିନଙ୍କ ନାମରେ...

ଭର୍ଚୁଆଲ କାର୍ଯ୍ୟକ୍ରମ ମାଧ୍ୟମରେ ଅର୍ଜୁନ ପୁରସ୍କାର ଗ୍ରହଣ କଲେ ଦୂତୀ

ଭୁବନେଶ୍ୱର, ୩୦।୮(କ୍ରୀଡ଼ା ପ୍ରତିନିଧି)- ଜାତୀୟ କ୍ରୀଡ଼ା ଦିବସ ଅବସରରେ ରାଜ୍ୟର ନବମ କ୍ରୀଡ଼ାବିତ୍‌ଭାବେ ଶନିବାର ସମ୍ମାନଜନକ ଅର୍ଜୁନ ପୁରସ୍କାରରେ ସମ୍ମାନିତ ହୋଇଛନ୍ତି ସ୍ପ୍ରିଣ୍ଟ କୁଇନ୍‌ ଦୂତୀ...

ଲଭ ଷ୍ଟୋରୀ: କୋଚ୍‌ଙ୍କ ଝିଅକୁ ବିବାହ କରିଥିଲେ ଏହି ଭାରତୀୟ କ୍ରିକେଟର୍‌

ନୂଆଦିଲ୍ଲୀ, ୨୩।୭: ସୁରେଶ ରାଇନା। ଭାରତୀୟ ସୀମିତ ଓଭର କ୍ରିକେଟ୍‌ ଦଳର ଜଣେ ନିର୍ଭରଯୋଗ୍ୟ ବ୍ୟାଟ୍ସମ୍ୟାନ। ନିଜର ଆକ୍ରମଣାତ୍ମକ ବ୍ୟାଟିଂ ଶୈଳୀ ସାଙ୍ଗକୁ ଚମତ୍କାର ଫିଲ୍ଡିଂ...

ଭାରତ-ଦକ୍ଷିଣ ଆଫ୍ରିକା ଟିମ୍‌ର ଖେଳାଳିଙ୍କୁ ଭବ୍ୟ ସ୍ବାଗତ

ଭୁବନେଶ୍ୱର,୧୦।୬(ବ୍ୟୁରୋ): ଜୁନ ୧୨ରେ ବାରବାଟୀରେ ଖେଳାଯିବାକୁ ଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ ଲାଗି ଭାରତ ଓ ଦକ୍ଷିଣ ଆଫ୍ରିକାର ଖେଳାଳି ଶୁକ୍ରବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଅପରାହ୍ନ...

Advertisement
Archives

Model This Week