Posted inଖେଳ

ଜନ୍ମଦିନରେ ‘ମହାରେକର୍ଡ’ କଲେ ବିରାଟ କୋହାଲି

କୋଲକାତା,୫।୧୧: ଶେଷରେ ପ୍ରତୀକ୍ଷାର ଅନ୍ତ ଘଟିଛି। ଜନ୍ମଦିନରେ ‘ମହାରେକର୍ଡ’ ହାସଲ କରି ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ସହ ସମକକ୍ଷ ହୋଇଛନ୍ତି ବିରାଟ କୋହଲି। ବିଶ୍ୱକପ୍‌ ୨୦୨୩ରେ ଦକ୍ଷିଣ ଆଫ୍ରିକା ବିପକ୍ଷ ମ୍ୟାଚ୍‌ରେ କୋହଲି ୪୯ ତମ ଶତକ ହାସଲ କରିଛନ୍ତି। ୪୫୨ ଇନିଂସରେ ସଚିନ ୪୯ଟି ଶତକ ଅର୍ଜନ କରିଥିଲେ। କୋହଲି ୨୭୭ ଇନିଂସରେ ଏହା କରି ଦେଖାଇଛନ୍ତି। ଚଳିତ ବିଶ୍ୱକପ୍‌ରେ ଏହା କୋହଲି ୨ୟ ଶତକ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିକୁ ଶକ୍ତ ଝଟ୍‌କା, ଦଳ ଛାଡିଲେ ବଡ଼ ନେତା

ଭୁବନେଶ୍ୱର,୧୦।୩: ବିଜେଡିକୁ ଶକ୍ତ ଝଟ୍‌କା। ଦଳରୁ ଇସ୍ତଫା ଦେଲେ ବାଲେଶ୍ୱରର ପୂର୍ୱତନ ଏମପି ରବୀନ୍ଦ୍ର ଜେନା । ବାଲେଶ୍ୱରର ପୂର୍ୱତନ ଏମପି ରବୀନ୍ଦ୍ର ଜେନା ବିଜୁ ଜନତା…

ମାଥ୍ୟୁ ହେଡେନଙ୍କୁ ମିଳିଲା ଗୁରୁଦାୟିତ୍ୱ

ଅହମଦାବାଦ,୧୦ା୩: ଅଷ୍ଟ୍ରେଲିଆର ପୂର୍ବତନ ଓପନର ମାଥ୍ୟୁ ହେଡେନଙ୍କୁ ମଙ୍ଗଳବାର ଆଗାମୀ ଆଇପିଏଲ୍‌ ସିଜନ ଲାଗି ଗୁଜରାଟ ଟାଇଟନ୍ସ ପକ୍ଷରୁ ବ୍ୟାଟିଂ କୋଚ୍‌ ଭାବେ ନିଯୁକ୍ତ କରାଯାଇଛି। ଦୁଇ…

ଇନ୍‌ଷ୍ଟାଗ୍ରାମରେ ପୋଷ୍ଟ କରି ଚମକାଇଲେ ରିଙ୍କୁ ସିଂ, କହିଦେଲେ…

ଅହମଦାବାଦ,୧୦ା୩: ଫାଇନାଲରେ ନ୍ୟୁଜିଲାଣ୍ଡକୁ ହରାଇ ଭାରତ ଚାମ୍ପିୟନ ହେବା ପରେ ଭାରତୀୟ ଦଳର ଷ୍ଟାର ରିଙ୍କୁ ସିଂ ତାଙ୍କ ସ୍ବର୍ଗତ ବାପା ଖାନଚାନ୍ଦ ସିଂଙ୍କ ଲାଗି ଏକ…

ଆଶ୍ରମ ବିଦ୍ୟାଳୟ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ: ତଥ୍ୟରେ ତାଳମେଳ ନ ଥିବାରୁ ବଢୁଛି ଉତ୍ତେଜନା, ବାହୁନି କାନ୍ଦୁଛନ୍ତି ମା’  

ପଟ୍ଟାଙ୍ଗି/ସୁନାବେଡା, ୧୦।୩ (ଶରତ କୁମାର ଧଳ/କୃତ୍ତିବାସ ପ୍ରଧାନ): ଜବାହାର ନବୋଦୟ ବିଦ୍ୟାଳୟର ତିନି ଛାତ୍ରଙ୍କ ମୃତ୍ୟୁ ଘଟଣାର ମାତ୍ର ତିନି ଦିନ ପରେ ପୁଣି ଜଣେ ଆଶ୍ରମ…

ଅର୍ଶଦୀପଙ୍କୁ ଜରିମାନା, ଜାଣନ୍ତୁ କାହିଁକି…

ଦୁବାଇ, ୧୦ା୩: ଅହମଦାବାଦରେ ଅନୁଷ୍ଠିତ ଆଇସିସି ପୁରୁଷ ଟି୨୦ ବିଶ୍ୱକପ୍‌ ଫାଇନାଲ ସମୟରେ ନ୍ୟୁଜିଲାଣ୍ଡ ବ୍ୟାଟ୍ସମ୍ୟାନ ଡେରିଲ ମିଚେଲଙ୍କୁ ଲକ୍ଷ୍ୟ କରି ଅକ୍ରମଣାତ୍ମକ ଢଙ୍ଗରେ ବଲ୍‌ ଫିଙ୍ଗିଥିବାରୁ…

ଯୁଦ୍ଧବେଳେ ଫସିଗଲା ଚାଇନା! ଆମେରିକା କଲା ବଡ଼ ଗେମ୍‌…

ବେଜିଂ,୧୦।୩: ଇରାନ-ଆମେରିକା ଯୁଦ୍ଧରେ ସବୁଠାରୁ ଚର୍ଚ୍ଚିତ ପ୍ରସଙ୍ଗ ହେଉଛି ହର୍ମୁଜ, ଯାହା ବିଷୟରେ ଇରାନ ପୂର୍ୱରୁ ଆମେରିକାକୁ ଚେତାବନୀ ଦେଇ ଆସୁଥିଲା। ବିବାଦ ବଢ଼ିବା ସହିତ ଆମେରିକାର…

ରାଉରକେଲା IGHରେ ଅଭାବନୀୟ ଘଟଣା: ଟଏଲେଟ୍‌ ପ୍ୟାନ୍‌ ଭିତରୁ ନବଜାତକର ମୃତଦେହ ଉଦ୍ଧାର, ବଢ଼ିଲା ଚର୍ଚ୍ଚା

ରାଉରକେଲା, ୧୦।୩ (ସଂଗୀତା ଜେନା): ରାଉରକେଲା ଇସ୍ପାତ ଜେନେରାଲ ହସ୍ପିଟାଲ (IGH) ପରିସରରେ ଏକ ହୃଦୟ ବିଦାରକ ତଥା ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ହସ୍ପିଟାଲର ଜରୁରୀକାଳୀନ…

ରୋଷେଇ ଗ୍ୟାସକୁ ନେଇ ସରକାରଙ୍କ କଡ଼ା ଆକ୍ସନ, ସାଧାରଣ ଲୋକଙ୍କୁ ମିଳିବ…

ନୂଆଦିଲ୍ଲୀ,୧୦।୩: ଗତ କିଛି ଦିନ ଧରି କର୍ମସିଆଲ ଗ୍ୟାସ ସିଲିଣ୍ଡରର ଅଭାବକୁ ନେଇ ହୋଟେଲ ଏବଂ ରେଷ୍ଟୁରାଣ୍ଟ ମାଲିକମାନଙ୍କ ମଧ୍ୟରେ ବଢୁଥିବା ଚିନ୍ତାର ଏବେ ଅନ୍ତ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri