Posted inଖେଳ

ଇତିହାସ ରଚିଲେ ବିରାଟ କୋହଲି: ସଚିନଙ୍କ ସାମ୍ନାରେ ୫୦ତମ ଶତକ ହାସଲ ପରେ କଲେ ସଲାମ

ମୁମ୍ବାଇ,୧୫।୧୧: ଶେଷରେ ପ୍ରତୀକ୍ଷାରେ ଅବସାନ ଘଟିଛି। ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ମହାରେକର୍ଡ ଭାଙ୍ଗିଛନ୍ତି ବିରାଟ କୋହଲି। ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମରେ ଖେଳାଯାଉଥିବା ବିଶ୍ୱକପ୍‌ ସେମିଫାଇନାଲରେ କୋହଲି ୫୦ତମ ଶତକ ହାସଲ କରିଛନ୍ତି। ଏହି ସମୟରେ ସଚିନ ତେନ୍ଦୁଲକର ଷ୍ଟାଡିୟମରେ ଉପସ୍ଥିତ ଥିଲେ। ଶତକ ଅର୍ଜନ ପରେ ପଡ଼ିଆରୁ ତାଙ୍କୁ ସଲାମ କରିଥିଲେ କୋହଲି। ଦିନିକିଆରେ ୫୦ତମ ଶତକ ହାସଲ କରିବାରେ କୋହଲି ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ୍‌ ହୋଇଛନ୍ତି। ଏହି ମ୍ୟାଚ୍‌ରେ କୋହଲି ୧୧୭ ରନ୍‌ରେ ଆଉଟ୍‌ ହୋଇଥିଲେ। ସେ ଆଉଟ୍‌ ହେବା ପରେ ସେଲିବ୍ରିଟିଙ୍କଠାରୁ ଆରମ୍ଭ କରି ପ୍ରଶଂସକଙ୍କ ପର୍ଯ୍ୟନ୍ତ ସମସ୍ତେ ଛିଡା ହୋଇ ତାଙ୍କୁ ଶୁଭେଚ୍ଛା ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Mann ki Baat: ୧୩୫ତମ ଏପିସୋଡରେ ମୋଦି କହିଛନ୍ତି, ‘ଯୋଗରେ ଭାରତ ବିଶ୍ୱରେ ଏକ ନମ୍ବର, ୧୧୪ ପଦକ ଜିତିଛି’

ନୂଆଦିଲ୍ଲୀ,୨୮।୮: ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ମନ କି ବାତ’ର ୧୩୫ତମ ଏପିସୋଡ ପ୍ରଚାରିତ ହୋଇଛି। ଏହି ନୂତନ ଏପିସୋଡରେ, ସେ ଆଲୋକପାତ କରିଥିଲେ ଯେ ଦେଶ…

କୁମ୍ଭାରସାହିରେ ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ, ଲୋକଙ୍କ ମାଳମାଳ ଅଭିଯୋଗ ଶୁଣି ଦେଲେ ଏହି ପ୍ରତିଶ୍ରୁତି

ଦାରିଙ୍ଗବାଡ଼ି,୨୮ା୬(ଅରୁଣ ସାହୁ): ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୧୩୫ ତମ ମନ୍‌ କି ବାତ୍‌ କାର୍ଯ୍ୟକ୍ରମ ରବିବାର ସାରା ଦେଶବାସୀଙ୍କ ପାଇଁ ରହିଥିଲା। ଏହା ଶୁଣିବାକୁ କନ୍ଧମାଳ…

ଏକାସଙ୍ଗେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଲେ ୩ କ୍ରିକେଟର, ଲୁହରେ ଭିଜିଲା…

ନୂଆଦିଲ୍ଲୀ,୨୮।୬: ICC ମହିଳା T20 ବିଶ୍ୱକପ 2026 ର ଗ୍ରୁପ B ର ଦୁଇ ସେମିଫାଇନାଲିଷ୍ଟ ନିର୍ଣ୍ଣୟ କରାଯାଇଛି। ଶନିବାର ଇଂଲଣ୍ଡ ବିପକ୍ଷରେ ଏକ ଦମଦାର ପରାଜୟ…

ମାଲକାନଗିରି ପୋଲିସକୁ ଆଉ ଏକ ବଡ଼ ସଫଳତା: ବିପୁଳ ପରିମାଣର ମାଓବାଦୀ ଅସ୍ତ୍ରଶସ୍ତ୍ର ଜବତ

ମାଲକାନଗିରି,୨୮ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ପୋଲିସକୁ ପୁଣିଥରେ ଏକ ବଡ଼ ସଫଳତା ମିଳିଛି। ମାଓବାଦୀଙ୍କ ଡମ୍ପ୍‌ ଠାବ କରିବା ସହ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରିଛନ୍ତି।…

ବାହାଘର ଭୋଜିରେ ମଟନ ଦେଲେନି ବୋଲି କ୍ୟାଟରିଂ ପିଲାର ବେକ କାଟିଦେଲେ, ୪ ଜଣଙ୍କୁ ଅଟକ ରଖି…

ବାଲେଶ୍ୱର,୨୮ା୬(ବାଞ୍ଛାନିଧି ଦେ): ଜଣେ ନାବାଳକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଛନ୍ତି ୪ ନାବାଳକ। ରେମୁଣା ଥାନା ମନ୍ଦିର ଛକରେ ନାବାଳକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ଏକ ବିବାହ…

ଶ୍ରମ ନୁହେଁ, ଶିକ୍ଷା ଚାହୁଁ

ମହାକାଳପଡ଼ା,୨୮ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାରଡ଼ାଙ୍ଗ ପଞ୍ଚାୟତ ସ୍ଥାନୀୟ ନନ୍ତାର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ସୁନ୍ଦର ମୋହନ ସିଂଙ୍କ ତତ୍ତ୍ୱାବଧାନରେ ଶନିବାର…

ସିୟା-ଚେତନଙ୍କ ପ୍ରେମ କାହାଣୀର କ୍ରିକେଟ ସହ ରହିଛି ବିଶେଷ ସମ୍ପର୍କ, ପ୍ରଥମ ସାକ୍ଷାତର କାହାଣୀ ଆପଣଙ୍କୁ ଆଶ୍ଚର୍ଯ୍ୟ କରିଦେବ

ପୁଣେ,୨୮।୬: କେତନ ଅଗ୍ରୱାଲ ହତ୍ୟା ମାମଲାର ଦୁଇ ମୁଖ୍ୟ ଅଭିଯୁକ୍ତ – ସିୟା ଗୋୟଲ ଏବଂ ଚେତନ ଚୌଧୁରୀଙ୍କ ସମ୍ପର୍କରେ ଏକ ନୂଆ ଦିଗ ସାମ୍ନାକୁ ଆସିଛି।…

India Playing XI: ୨ଟି ପରିବର୍ତ୍ତନ, ତଥାପି ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ସ୍ଥାନ ନାହିଁ…

ନୂଆଦିଲ୍ଲୀ,୨୮।୬: ବେଲଫାଷ୍ଟର ସିଭିଲ ସର୍ଭିସ କ୍ରିକେଟ କ୍ଲବ ଗ୍ରାଉଣ୍ଡରେ ଭାରତ ଏବଂ ଆୟର୍ଲାଣ୍ଡ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚ ରବିବାର ଅନୁଷ୍ଠିତ ହେବ। ଶ୍ରେୟସ ଆୟର ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri