Posted inଖେଳ

ଲଜ୍ଜାଜନକ ରେକର୍ଡ କଲେ କୋହଲି, ପ୍ରଶ୍ନ ଉଠାଇଲେ ସଞ୍ଜୟ ମାଞ୍ଜରେକର

ବେଙ୍ଗାଲୁରୁ,୧୭।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ବେଙ୍ଗାଲୁରୁ ଟେଷ୍ଟର ପ୍ରଥମ ଦିନ ବର୍ଷା ଯୋଗୁ ବାଧାପ୍ରାପ୍ତ ହୋଇଥିବା ବେଳେ ଦ୍ୱିତୀୟ ଦିନ ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ ବ୍ୟାଟିଂ ବିପର୍ଯ୍ୟୟ ଘଟିଛି। ପ୍ରଥମ ସେଶନରେ ଦଳର ୬ ଉଇକେଟ ଯାଇଥିବା ବେଳେ ଦ୍ୱିପ୍ରହର ଭୋଜନ ଯାଏ ଦଳର ସ୍କୋର ୩୪ ରନ୍‌ ଥିଲା। ପ୍ରମୁଖ ବ୍ୟାଟ୍ସମ୍ୟାନ୍‌ମାନେ ନିରାଶ କରିଥିଲେ। ସେମାନଙ୍କ ମଧ୍ୟରୁ ବିରାଟ କୋହଲି ଖାତା ଖୋଲି ନ ପାରି ଫେରିଥିଲେ। ଏହାପରେ ସେ ଲଜ୍ଜାଜନକ ରେକର୍ଡ ତାଙ୍କ ନାମରେ କରିଛନ୍ତି।

ଟେଷ୍ଟରେ ଆଉଟ୍‌ ହେବା ପରେ କୋହଲି ‘ଡକ୍‌’ରେ ଆଉଟ୍‌ ହୋଇଥିବା ନମ୍ବର ୧ ଖେଳାଳି ହୋଇଛନ୍ତି। ଅନ୍ତର୍ଜାତୀୟ କ୍ରିକେଟରେ ତାଙ୍କର ୩୮ ଡକ୍‌ ରହିଛି। ତାଙ୍କ ସହ ନ୍ୟୁଜିଲାଣ୍ଡର ଦ୍ରୁତ ବୋଲର ଟିମ୍‌ ସାଉଦି ୩୮ ଥର ଡକ୍‌ଆଉଟ୍‌ ହୋଇଛନ୍ତି। ରୋହିତ ଶର୍ମା ୩୩ ଥର ଶୂନରେ ଆଉଟ୍‌ ହୋଇଛନ୍ତି।

ତେବେ ଟେଷ୍ଟରେ ଯେଉଁଭଳି ଭାବେ କୋହଲି ନିଜର ଉଇକେଟ ହରାଇଥିଲେ ତାହାକୁ ନେଇ କମେଣ୍ଟ୍ରି କରୁଥିବା ପୂର୍ବତନ କ୍ରିକେଟର ସଞ୍ଜୟ ମାଞ୍ଜରେକର ପ୍ରଶ୍ନ ଉଠାଇଛନ୍ତି। କ୍ରିକେଟରଙ୍କ ଫୁଟ୍‌ଓ୍ବାର୍କରେ ଅସୁବିଧା ରହୁଛି। ଟୁଇଟ୍‌ କରି ସେ ଲେଖିଛନ୍ତି ଯେ କୋହଲି ପ୍ରତିଟି ବଲ୍‌କୁ ଖେଳିବା ପୂର୍ବରୁ ଆଗକୁ ଆସୁଛନ୍ତି। ଯେଉଁ ବଲ୍‌ରେ ସେ ଉଇକେଟ ହରାଇଲେ ତାକୁ ବ୍ୟାକ୍‌ଫୁଟ୍‌ରେ ଖେଳିପାରିଥାନ୍ତେ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri