Posted inଖେଳ

ଆଇସିସି ପ୍ଲେୟର ଅଫ ଦି ମନ୍ଥ ହେଲେ ବିରାଟ କୋହଲି, ସିକନ୍ଦର ରାଜା, ଡେଭିଡ ମିଲରଙ୍କୁ ପକାଇଲେ ପଛରେ

ନୂଆଦିଲ୍ଲୀ,୭ ।୧୧: ଇଣ୍ଟରନ୍ୟାଶନାଲ କ୍ରିକେଟ କାଉନସିଲ(ଆଇସିସି) ଅକ୍ଟୋବର ମାସ ପାଇଁ ପ୍ଲେୟାର ଅଫ୍ ଦ ମନ୍ଥ ପାଇଁ ଆୱାର୍ଡର ଘୋଷଣା କରିଛି । ଏଥର ଏହି ଆୱାର୍ଡ ଭାରତର ବ୍ୟାଟସ୍ ମ୍ୟାନ ବିରାଟ କୋହଲିଙ୍କୁ ଦିଆଯାଇଛି । ଦକ୍ଷିଣ ଆଫ୍ରିକା ବିପକ୍ଷରେ ଟି-୨୦ ସିରିଜରେ ଉତ୍କୃଷ୍ଟ ପ୍ରଦର୍ଶନ ଏବଂ ଟି-୨୦ ବିଶ୍ୱକପରେ ଉତ୍କୃଷ୍ଟ ପ୍ରଦର୍ଶନ ପାଇଁ କୋହଲିଙ୍କୁ ଏହି ଆୱାର୍ଡ ଦିଆଯାଇଛି ।

ଜିମ୍ବାୱେର କିମ୍ବଦନ୍ତୀ ଅଲରାଉଣ୍ଡର ସିକନ୍ଦର ରାଜା ଓ ଦକ୍ଷିଣ ଆଫ୍ରିକାର ବ୍ୟାଟସମ୍ୟାନ ଡେଭିଡ ମିଲରଙ୍କୁ ପଛରେ ପକାଇ ବିରାଟ କୋହଲି ଏହି ଆୱାର୍ଡ ଜିତିଛନ୍ତି । ବିରାଟ କୋହଲି ପ୍ରଥମଥର ପାଇଁ ଆଇସିସି ପ୍ଲେୟାର ଅଫ ଦି ମନ୍ଥ ପୁରସ୍କାର ପାଇଛନ୍ତି । ଅକ୍ଟୋବର ମାସରେ ସେ ଆଶ୍ଚର୍ଯ୍ୟଜନକ ବ୍ୟାଟିଂ କରିଥିଲେ । ଏହି ବ୍ୟାଟିଂ ଓ ଟିମ୍ ଇଣ୍ଡିଆ ପାଇଁ ତାଙ୍କର ଉତ୍କୃଷ୍ଟ ପ୍ରଦର୍ଶନ ପାଇଁ ତାଙ୍କୁ ଏହି ପୁରସ୍କାର ଦିଆଯାଇଛି । ଏହା ଜାଣିବା ପରେ କୋହଲି କହିଛନ୍ତି, ମୋତେ ଏହି ଆୱାର୍ଡ ମିଳିବା ମୋ ପାଇଁ ବଡ ସମ୍ମାନର କଥା ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?