Posted inଖେଳ

କୋହଲି କହିଲେ ଭୁଲ ହେଲା କେଉଁଠି; ଚତୁର୍ଥ ଦ୍ରୁତ ବୋଲର୍‌ ନ ଖେଳାଇବା ପଛରେ ଥିଲା କି ଉଦ୍ଦେଶ୍ୟ

ସାଉଥାମ୍ପଟନ,୨୪।୬: ଡବ୍ଲୁଟିସିର ପ୍ରଥମ ସଂସ୍କରଣରେ ନ୍ୟୁଜିଲାଣ୍ଡ ୮ ଉଇକେଟରେ ଭାରତକୁ ପରାସ୍ତ କରି ଚାମ୍ପିୟନ ହୋଇଛି। ଦୀର୍ଘ ୯୧ ବର୍ଷରେ ନ୍ୟୁଜିଲାଣ୍ଡ ପ୍ରଥମଥର ପାଇଁ କୌଣସି ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ବିଶ୍ୱକପ୍‌ ଟାଇଟଲ ହାସଲ କରି ଇତିହାସ ସୃଷ୍ଟି କରିଛି। ଅପରପକ୍ଷେ କୌଣସି ଉଇକେଟ ଯୋଡ଼ିରେ ବଡ଼ ଭାଗୀଦାରି ଗଢ଼ି ନ ପାରି ଭାରତ ସୁଯୋଗ ହାତଛଡ଼ା କରିଥିଲା। ଫଳରେ ୨୦୧୩ ପରଠାରୁ ଆଇସିସିର ପ୍ରମୁଖ ଟାଇଟଲ ହାସଲ କରିବାରେ ବିଫଳ ହୋଇଛି ଦଳ। ଏନେଇ ପ୍ରତିକ୍ରିୟା ରଖିଛନ୍ତି ଅଧିନାୟକ ବିରାଟ କୋହଲି। ସେ କହିଛନ୍ତି, ଯଦି ପାଗ ଅନୁକୂଳ ରହିଥାନ୍ତା ତେବେ ଆଉ କିଛି ଦିନ କ୍ରିକେଟ ଖେଳାଯାଇପାରିଥାନ୍ତା। ଏଥିରେ ସ୍ପିନରମାନେ ନିଜର କମାଲ ଦେଖାଇଥାନ୍ତେ। ଦଳରେ ପରିବର୍ତ୍ତନର ଆବଶ୍ୟକତା ନ ଥିଲା। କାରଣ ସର୍ବଶ୍ରେଷ୍ଠ ଏକାଦଶ ସହ ଦଳ ମଇଦାନକୁ ଓହ୍ଲାଇଥିଲା। ଏହାଛଡ଼ା ୩ ଦ୍ରୁତ ବୋଲର ଏବଂ ୨ ସ୍ପିନରଙ୍କୁ ଖେଳାଇବା ପ୍ରଶ୍ନରେ ସେ କହିଛନ୍ତି, ଆମେ ଏକମତ ହୋଇ ଏକାଦଶ ଚୟନ କରିଥିଲୁ। ଆମେ ସବୁ କ୍ଷେତ୍ରକୁ କଭର କରିବାକୁ ଚାହୁଁଥିଲୁ। ଉଇକେଟ ଆଉ ଟିକେ ଶୁଖିଥିଲେ ସ୍ପିନରଙ୍କୁ ଲାଭ ମିଳିଥାନ୍ତା। ଆମେ ଯେଉଁ ଖେଳାଳିଙ୍କୁ ନେଇ ପଡ଼ିଆକୁ ଓହ୍ଲାଇଥିଲୁ ସେମାନେ ବିଭିନ୍ନ ପରିସ୍ଥିତିରେ ଖେଳିବାରେ ସଫଳ ହୋଇଛନ୍ତି। ହେଲେ ଦଳରେ ଦ୍ରୁତ ବୋଲର ଅଲରାଉଣ୍ଡରର ଆବଶ୍ୟକତା ରହିଥିଲା ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେଙ୍ଗୁ, ଚିକୁନଗୁନିଆରେ ପୀଡ଼ିତ ଅଛନ୍ତି କ୍ରିକେଟର ଚହଲ

ପୁଣେ,୧୮ା୧୨: ଲେଗ୍‌ ସ୍ପିନର ୟୁଜବେନ୍ଦ୍ର ଚହଲ ଡେଙ୍ଗୁ ଓ ଚିକନଗୁନିଆରେ ପୀଡ଼ିତ ଅଛନ୍ତି। ଏଥିଯୋଗୁ ସେ ଗୁରୁବାର ଝାଡ଼ଖଣ୍ଡ ଓ ହରିୟାଣା ମଧ୍ୟରେ ଖେଳାଯାଇଥିବା ସୟଦ...

ନାବାଳିକା ବଳାତ୍କାର ମାମଲାର ଆସିଲା ରାୟ: ଅଭିଯୁକ୍ତଙ୍କୁ ମିଳିଲା ଏଭଳି ଦଣ୍ଡ, ଜାଣନ୍ତୁ…

ଫୁଲବାଣୀ,୧୮ା୧୨(ରାକେଶ କୁମାର ରାଉତ): ଜଣେ ନାବାଳିକାଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାର ବିଚାର କରି ଗୁରୁବାର ଫୁଲବାଣୀ ପୋକ୍‌ସୋ କୋର୍ଟ ବିଚାରପତି ମନୋରଞ୍ଜନ ଦାସ ଅଭିଯୁକ୍ତଙ୍କୁ...

ରେଳଯାତ୍ରୀଙ୍କୁ ବଡ଼ ଝଟ୍‌କା: ପ୍ଲେନ୍‌ ଭଳି ଏବେ…

ନୂଆଦିଲ୍ଲୀ, ୧୮।୧୨: ଟ୍ରେନ୍‌ ଯାତ୍ରା କରୁଥିବା ଯାତ୍ରୀମାନେ ନିର୍ଦ୍ଧାରିତ ସୀମାରୁ ଅଧିକ  ସାମଗ୍ରୀ ନେଲେ ଶୁଳ୍କ ଦେବାକୁ ପଡ଼ିବ। ଏନେଇ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ...

ମା’ଙ୍କ ମୃତ୍ୟୁ ଖବର ପାଇ ଧାଇଁ ଆସିଥିଲେ, ଦ୍ୱାଦଶାହରେ ଚାଲିଗଲା ପୁଅଙ୍କ ଜୀବନ, ଗାଁରେ ଶୋକାକୂଳ ପରିବେଶ…

ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ମା’ଙ୍କ ମୃତ୍ୟୁ ଖବର ଶୁଣି ମୁମ୍ବାଇରୁ ଧାଇଁ ଆସିଥିଲେ ପୁଅ। ହେଲେ ଦ୍ୱାଦଶାହରେ ଚାଲିଗଲା ଜୀବନ।  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ...

ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ

ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...

ମୁଣ୍ଡରେ ପଡ଼ିଲା ଅମୃତଭଣ୍ଡା: ଚାଲିଗଲା ମହିଳାଙ୍କ ଜୀବନ

ବାଲିଗୁଡ଼ା,୧୮ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଗୋଛାପଡ଼ା ଗ୍ରାମରେ ଗୁରୁବାର ଏକ ଅଘଟଣ ଘଟିଛି। ଅମୃତଭଣ୍ଡା ତୋଳିବା ବେଳେ ଅମୃତଭଣ୍ଡା ମୁଣ୍ଡରେ ପଡି...

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: ମିଳିବ ୫୧,୦୦୦ ଟଙ୍କା, ଜାଣନ୍ତୁ ଯୋଗ୍ୟତା ଓ କିପରି କରିବେ ଆବେଦନ

ଭୁବନେଶ୍ୱର,୧୮ା୧୨: ରାଜ୍ୟର ଗରିବ ଓ ଆର୍ଥିକ ଅନଗ୍ରସର ପରିବାରର ଝିଅମାନଙ୍କ ବିବାହ ପାଇଁ ଓଡ଼ିଶା ସରକାର ଏକ ବଡ଼ ଘୋଷଣା କରିଛନ୍ତି। ନୂତନ ଭାବେ ଆରମ୍ଭ...

ଈଶାନ କିସାନଙ୍କ ଧୂଆଁଧାର ଶତକ: ସୟଦ ମୁସ୍ତାକ ଅଲି ଟ୍ରଫି ଜିତିଲା ଝାଡ଼ଖଣ୍ଡ

ପୁନେ,୧୮ା୧୨: ଅଧିନାୟକ ଇଶାନ କିଶନଙ୍କ ଧୂଆଁଧାର ଶତକ ବଳରେ ଝାଡ଼ଖଣ୍ଡ କ୍ରିକେଟ ଦଳ ଏକ ନୂଆ ଇତିହାସ ରଚିଛି। ଗୁରୁବାର ପୁଣେର MCA ଷ୍ଟାଡିୟମଠାରେ ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri