Posted inଖେଳ

ଭାରତୀୟ ଦଳ ପାଇଁ ଖୁସି ଖବର

କେପଟାଉନ,୧୦।୧: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଶେଷ ଟେଷ୍ଟ ମଙ୍ଗଳବାର ଠାରୁ କେପଟାଉନରେ ଖେଳାଯିବ। ଏହାପୂର୍ବରୁ ଭାରତୀୟ ଦଳକୁ ଏକ ଖୁସି ଖବର ମିଳିଛି। ତୃତୀୟ ଟେଷ୍ଟ ପାଇଁ ବିରାଟ କୋହଲି ଫିଟ୍‌ ହୋଇଛନ୍ତି। ସେ ସୋମବାର ଏକ ଖବରଦାତା ସମ୍ମିଳନୀ କରିଥିଲେ। ଏହି ସମୟରେ, ସେ ଫିଟନେସ, ଫର୍ମ ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରଶ୍ନର ଉତ୍ତର ଦେଇଥିଲେ। ତାଙ୍କର ଫର୍ମ ବିଷୟରେ ଏକ ପ୍ରଶ୍ନ ପଚରାଯାଇଥିଲା। ସେ କହିଥିଲେ, ମୁଁ ଏହା ବିଷୟରେ ଦୀର୍ଘ ଦିନରୁ ଶୁଣୁଛି। ଏହା ପ୍ରଥମ ଥର ନୁହେଁ । ମୁଁ ଦଳ ପାଇଁ ଭଲ ପ୍ରଦର୍ଶନ ଜାରି ରଖିବାକୁ ଚାହୁଁଛ। ବାହାରେ କଣ ଘଟୁଛି । ମୋ ବିଷୟରେ କ’ଣ କୁହାଯାଉଛି ସେ ବିଷୟରେ ମୁଁ ଅଧିକ ଚିନ୍ତା କରେ ନାହିଁ ଏବଂ ମୋର ପ୍ରମାଣ କରିବାର କିଛି ନାହିଁ । ମହମ୍ମଦ ସିରାଜଙ୍କ ଆଘାତକୁ ନେଇ କୋହଲି ଏକ ବଡ ଅପଡେଟ ମଧ୍ୟ ଦେଇଛନ୍ତି। ସେ କହିଛନ୍ତି ଯେ ସିରାଜ ଫିଟ ନାହାନ୍ତି। ଆମ ପାଖରେ ଅନେକ ବିକଳ୍ପ ଅଛି। ଏଥିସହିତ ତାଙ୍କ ଫିଟନେସ ବିଷୟରେ ବିରାଟ କହିଛନ୍ତି ଯେ ସେ ଖେଳିବାକୁ ସମ୍ପୂର୍ଣ୍ଣ ପ୍ରସ୍ତୁତ ବୋଲି କୋହଲି କହିଛନ୍ତି।
ସୂଚନାଯୋଗ୍ୟ, ପିଠି ଯନ୍ତ୍ରଣା ଯୋଗୁ ବିରାଟ ଜୋହାନ୍ସବର୍ଗ ଟେଷ୍ଟରେ ଖେଳି ନ ଥିଲେ। ତାଙ୍କ ଅନୁପସ୍ଥିତିରେ କେ.ଏଲ ରାହୁଲ ଜୋହାନ୍ସବର୍ଗ ଟେଷ୍ଟର ଅଧିନାୟକ ହୋଇଥିଲେ। ଏହି ଟେଷ୍ଟରେ ଭାରତକୁ ପରାଜୟର ସାମ୍ନା କରିବାକୁ ପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri