Posted inଖେଳ

ପୁଣି ବିବାଦରେ ବିରାଟଙ୍କ ଲୋକପ୍ରିୟ ରେଷ୍ଟୁରାଣ୍ଟ ‘ଓ୍ବାନ୍‌ 8 କମ୍ୟୁନ୍‌’, ବଡ଼ ଅବହେଳା ଯୋଗୁ ମିଳିଲା ନୋଟିସ୍‌

ବେଙ୍ଗାଲୁରୁ,୨୧।୧୨: ଅଷ୍ଟ୍ରେଲିଆ ଖବରଦାତାଙ୍କ ସହ କଥା କଟାକଟିକୁ ନେଇ ଚର୍ଚ୍ଚାରେ ଥିବା ଭାରତୀୟ କ୍ରିକେଟର ବିରାଟ କୋହଲି ବିବାଦ ଘେରକୁ ଆସିଛନ୍ତି। ବେଙ୍ଗାଲୁରୁରେ ଥିବା ତାଙ୍କର ପ୍ରସିଦ୍ଧ ରେଷ୍ଟୁରାଣ୍ଟ ‘ଓ୍ବାନ୍‌ ୮ କମ୍ୟୁନ୍‌’କୁ ନଗର ନିଗମ ତରଫରୁ ନିୟମ ଉଲ୍ଲଂଘନ କରିବା ନେଇ ନୋଟିସ କରାଯାଇଛି। ବିବିଏମ୍‌ପି ପକ୍ଷରୁ କୋହଲିଙ୍କୁ ଏହି ରେଷ୍ଟୁରାଣ୍ଟ-ପବ୍‌କୁ ଫାୟାର ସେଫ୍ଟି ସାର୍ଟିଫିକେଟ୍‌ ନ ଥିବା କାରଣରୁ ନୋଟିସ ହୋଇଥିବା ଜଣାପଡ଼ିଛି।

ତେବେ ରେଷ୍ଟୁରାଣ୍ଟଟି ବେଙ୍ଗାଲୁରୁର ଚିନ୍ନାସ୍ବାମୀ ଷ୍ଟାଡିୟମ ନିକଟରେ ଅଛି। ଏହା ବିରୋଧରେ ସହରର ଜଣେ ସାମାଜିକ କର୍ମୀ ଭେଙ୍କଟେଶ ଅଭିଯୋଗ କରିଥିଲେ। ଅଭିଯୋଗରେ ବିରାଟ ଅଗ୍ନିଶମ ବିଭାଗ ପକ୍ଷରୁ ଏନ୍‌ଓସି ଅଣା ନ ଯାଇ ରେଷ୍ଟୁରାଣ୍ଟ ଚାଲିଥିବା କୁହାଯାଇଥିଲା। ଶେଷରେ ବିବିଏମ୍‌ପି ପକ୍ଷରୁ ଆସନ୍ତା ୭ ଦିନ ମଧ୍ୟରେ ଜବାବ ମଗାଯାଇଛି। ଏହାକୁ ଅଣଦେଖା କଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କୁହାଯାଇଛି। ପୂର୍ବରୁ ନଭେମ୍ବର ୨୯ରେ ଏହି ରେଷ୍ଟୁରାଣ୍ଟକୁ ନୋଟିସ କରାଯାଇଥିଲା। ହେଲେ ଜବାବ ମିଳି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri