Posted inଖେଳ

ଟପ୍‌-୧୦ ଟି୨୦ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ଦୁଇ ଭାରତୀୟ

ଦୁବାଇ,୭।୭: ଭାରତୀୟ ଅଧିନାୟକ ବିରାଟ କୋହଲି ପୂର୍ବ ଭଳି ଟି୨୦ ବ୍ୟାଟ୍ସମ୍ୟାନଙ୍କ ର଼୍ୟାଙ୍କିଙ୍ଗ୍‌ରେ ପଞ୍ଚମ ସ୍ଥାନ ବଜାୟ ରଖିଛନ୍ତି। ଉଇକେଟକିପର ବ୍ୟାଟ୍ସମ୍ୟାନ ଲୋକେଶ ରାହୁଲ ଗୋଟିଏ ସୋପାନ ଉପରକୁ ଉଠି ୬ଷ୍ଠ ସ୍ଥାନ ଅଧିକାର କରିଥିବା ଦର୍ଶାଇଛି ସଦ୍ୟ ପ୍ରକାଶିତ ଆଇସିସି ଟି୨୦ ର଼୍ୟାଙ୍କିଙ୍ଗ୍ସ।

ଇଂଲଣ୍ଡର ଡେଭିଡ ମଲାନ (୮୮୮ ପଏଣ୍ଟ) ଶୀର୍ଷରେ ଥିବା ବେଳେ ଅଷ୍ଟ୍ରେଲିଆର ସୀମିତ ଓଭର ଦଳର ଅଧିନାୟକ ଆରୋନ ଫିଞ୍ଚ (୮୩୦), ପାକିସ୍ତାନ ଅଧିନାୟକ ବାବର ଆଜାମ (୮୨୮) ଓ ନ୍ୟୁଜିଲାଣ୍ଡ ଓପନର ଡେଭନ କନଓ୍ବେ (୭୭୪)ଙ୍କ ପଛକୁ ୭୬୨ ପଏଣ୍ଟ ସହ ୫ମ ସ୍ଥାନରେ ରହିଛନ୍ତି କୋହଲି। ତାଙ୍କ ପଛକୁ ରାହୁଲ (୭୪୩ ) ୬ଷ୍ଠ ସ୍ଥାନରେ ରହିଛନ୍ତି। ଟି୨୦ ବ୍ୟାଟ୍ସମ୍ୟାନଙ୍କ ତାଲିକାରେ କୋହଲି ଓ ରାହୁଲ ଟପ୍‌-୧୦ ମଧ୍ୟରେ ଥିବାବେଳେ ବୋଲର କିମ୍ବା ଅଲରାଉଣ୍ଡରଙ୍କ ମଧ୍ୟରେ କୌଣସି ଭାରତୀୟ ଟପ୍‌-୧୦ରେ ସ୍ଥାନ ପାଇ ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟସ୍‌ ଜିତିଲା ଅଷ୍ଟ୍ରେଲିଆ

ନାଗପୁର,୯।୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ନାଗପୁରରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଟସ ଜିତିବା ପରେ ଅଷ୍ଟ୍ରେଲିଆ ପ୍ରଥମେ ବ୍ୟାଟିଂ...

ଶରଣକୁଳ ସର୍ବଭାରତୀୟ ଫୁଟବଲ ଟୁର୍ନାମେଣ୍ଟ ଉଦ୍‌ଘାଟିତ: ସଂଘର୍ଷ କ୍ଲବ ବିଜୟୀ

ନୟାଗଡ଼ ଅଫିସ,୨।୧୧: ନୟାଗଡ଼ ଜିଲା ଶରଣକୁଳସ୍ଥିତ ଲଡୁକେଶ ଆଥ୍‌ଲେଟିକ ଆସୋସିଏଶନ ପକ୍ଷରୁ ଶୁକ୍ରବାର ସ୍ଥାନୀୟ ନାରାୟଣ ଉଚ୍ଚ ବିଦ୍ୟାଳୟ ପରିସରରେ ୬୦ତମ ସର୍ବଭାରତୀୟ ଫୁଟବଲ୍‌୍‌ ଟୁର୍ନାମେଣ୍ଟ...

ଏସିଆ ଏକାଦଶ ଟି୨୦: କାର୍ଯ୍ୟଭାର ମୂଲ୍ୟାଙ୍କନ ପରେ ଖେଳାଳିଙ୍କ ନାମ ସ୍ପଷ୍ଟ ହେବ

ଖ୍ରୀଷ୍ଟଚର୍ଚ୍ଚ,୨୯।୨(ପି.ଟି.)- ମାର୍ଚ୍ଚ ୨୧ ଓ ୨୨ ତାରିଖରେ ଢାକାରେ ଖେଳାଯିବାକୁ ଥିବା ବିଶ୍ୱ ଏକାଦଶ ବିପକ୍ଷ ଦୁଇ ମ୍ୟାଚ୍‌ବିଶିଷ୍ଟ ଟି୨୦ ସିରିଜ ପାଇଁ ଏସିଆ ଏକାଦଶ...

ଦ୍ୱିତୀୟ ଟେଷ୍ଟ: ଆବିଦ୍‌, ମାସୁଦଙ୍କ ଶତକ; ପାକିସ୍ତାନର ଆଧିପତ୍ୟ

କରାଚୀ,୨୧।୧୨- ସ୍ଥାନୀୟ ନ୍ୟାଶନାଲ ଷ୍ଟାଡିୟମରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ପ୍ରଥମ ଇନିଂସରେ ୮୦ ରନ ପଛରେ ପଡିଥିଲେ ମଧ୍ୟ ପାକିସ୍ତାନ ଦ୍ୱିତୀୟ...

ମିଳିଲା ସର୍ଫରାଜଙ୍କ ଅଳସୁଆମିର କାରଣ

ମାଞ୍ଚେଷ୍ଟର,୧୭।୬(ଏଏଫ୍‌ପି)- ଭାରତୀୟ ଦଳ ବିଶ୍ୱକପ୍‌ ଇତିହାସରେ ପାକିସ୍ତାନ ଦଳ ବିପକ୍ଷରେ ତା’ର ଅପରାଜେୟ ଧାରା ଜାରି ରଖିବାରେ ସକ୍ଷମ ହୋଇଛି। ଏଭଳି ହାଇଭୋଲ୍ଟେଜ ମ୍ୟାଚ୍‌ରେ ପାକିସ୍ତାନ...

ରବି ଶାସ୍ତ୍ରୀଙ୍କ ଭବିଷ୍ୟବାଣୀ

୨୦୨୩ ଆଇପିଏଲ୍‌ରେ ଆଶା କରାଯାଉ ନ ଥିବା ଖେଳାଳିମାନେ ବି ଭଲ ପ୍ରଦର୍ଶନ କରୁଛନ୍ତି। କୋଲକାତା ନାଇଟ ରାଇଡର୍ସର ରିଙ୍କୁ ସିଂ ହୁଅନ୍ତୁ କିମ୍ବା ମୁମ୍ବାଇ...

ଟିମ୍‌ ଇଣ୍ଡିଆର କ୍ଲିନ ସୁଇପ୍‌

କୋଲକାତା,୨୧।୧୧: ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ପ୍ରଥମ ଦ୍ୱିପାକ୍ଷିକ ସିରିଜ୍‌ରେ ହିଁ କ୍ଲିନସୁଇପ୍‌ ହାସଲ କରିଛି। ତାହା ପୁଣି ଟି୨୦ ବିଶ୍ୱକପ୍‌ର ଉପବିଜେତା ନ୍ୟୁଜିଲାଣ୍ଡ...

ଭାରତ ପାଇଁ ମୁଣ୍ଡବିନ୍ଧାର କାରଣ ହୋଇପାରନ୍ତି ଇଂଲଣ୍ଡର ଏହି ୫ ଖେଳାଳି

ଲଣ୍ଡନ,୪।୮: ଉଭୟ ଭାରତ ଏବଂ ଇଂଲଣ୍ଡ ଦଳ ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ପ୍ରସ୍ତୁତ ହୋଇଛନ୍ତି। ସିରିଜର ପ୍ରଥମ ମ୍ୟାଚ ଅଗଷ୍ଟ ୪ରୁ...

Advertisement
Archives

Model This Week