Posted inଖେଳ

ଜୀବନର ପ୍ରଥମ ପସନ୍ଦ ବିଷୟରେ ଖୁଲାସା କଲେ ବିରାଟ କୋହଲି: କହିଲେ, ମୁଁ ଭାଗ୍ୟଶାଳୀ

ଆଜିକାଲି ଯୁବ ଖେଳାଳିଙ୍କ ଧ୍ୟାନ ଟି-୨୦ କ୍ରିକେଟ ଉପରେ ରହୁଛି। କିନ୍ତୁ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଟେଷ୍ଟ କ୍ରିକେଟକୁ ବେଷ୍ଟ୍‌ ଫର୍ମାଟ୍‌ ଆଖ୍ୟା ଦେଇଛନ୍ତି। ଟେଷ୍ଟ କ୍ରିକେଟ ହିଁ ମୋର ପ୍ରଥମ ପସନ୍ଦ ବୋଲି ସେ କହିଛନ୍ତି। ମୁଁ ନିଜକୁ ଭାଗ୍ୟଶାଳୀ ମନେ କରୁଛି ଯେ ମୁଁ ଭାରତ ପାଇଁ ଟେଷ୍ଟ ମ୍ୟାଚ୍‌ ଖେଳୁଛି। କୋହଲିଙ୍କ ଅଧୀନରେ ଭାରତ ୫୫ଟି ଟେଷ୍ଟ ଖେଳିଛି। ସେଥିମଧ୍ୟରୁ ୩୩ଟିରେ ବିଜୟ ଲାଭ କରିଥିବାବେଳେ ୧୨ଟି ମ୍ୟାଚ୍‌ରେ ପରାଜୟର ସାମ୍ନା କରିଛି। କୋହଲି ଭାରତ ପାଇଁ ୨୪୮ଟି ଏକଦିବସୀୟ ମ୍ୟାଚ୍‌ ଖେଲି ୪୩ଟି ଶତକ ଏବଂ ୫୮ଟି ଅର୍ଦ୍ଧଶତକ ହାସଲ ସହ ମୋଟ ୧୧୮୬୭ ରନ୍‌ କରିଛନ୍ତି। ବିରାଟ କୋହଲି ବିଶ୍ୱର ଏକମାତ୍ର ବ୍ୟାଟ୍ସମ୍ୟାନ୍‌ ଭାବେ ତିନି ଫର୍ମାଟରେ ୫୦ ଅଧିକ ଆଭ୍‌ରେଜ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

କାଳବୈଶାଖୀ ତାଣ୍ଡବ: ଟଳିପଡ଼ିଲେ ଗୋଟିଏ ପରେ ଗୋଟିଏ ଗୋରୁ…

ମୋହନା,୪।୩(ମନ୍ମଥ ମିଶ୍ର): କାଳବୈଶାଖୀରେ ଆଖି ବୁଜିଲେ ୪ ଗୋରୁ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ମେରାପଲ୍ଲୀ ପଞ୍ଚାୟତ ବନ୍ଧାଗୁଡା ଗାଁରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri