Posted inଖେଳ

ଗଣିତରେ ୧୦୦ରୁ ଏତିକି ନମ୍ବର ରଖୁଥିଲେ ବିରାଟ କୋହଲି

ଭାରତୀୟ ଅଧିନାୟକ ବିରାଟ କୋହଲି କ୍ରିକେଟ ପଡିଆରେ ଗୋଟିଏ ପରେ ଗୋଟିଏ ରେକର୍ଡ ଭାଙ୍ଗୁଛନ୍ତି। ଖୁବ୍‌ଶୀଘ୍ର ସେ ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବେ ବୋଲି କ୍ରିକେଟ ପଣ୍ଡିତମାନେ ଭବିଷ୍ୟବାଣୀ କରିଛନ୍ତି। ତେବେ ପଡିଆରେ ବୋଲରଙ୍କ ମୁଣ୍ଡବିନ୍ଧା ସାଜିଥିବା କୋହଲି କେଉଁ ଶ୍ରେଣୀ ଯାଏ ପାଠ ପଢିଛନ୍ତି ଜାଣିଛନ୍ତି କି? ସେ ମାତ୍ର +୨ ଯାଏ ପାଠ ପଢିଛନ୍ତି। ସେ ଯୁକ୍ତ ଦୁଇରେ ପଢୁଥିବାବେଳେ ଭାରତୀୟ ଅଣ୍ଡର-୧୯ କ୍ରିକେଟ ଟିମ୍‌ରେ ସାମିଲ ହୋଇଥିଲେ। ଏହାପରେ ସେ ପାଠପଢା ଛାଡିଦେଇଥିଲେ। ଦିଲ୍ଲୀର ବିଶା ଭାରତୀ ପବ୍ଲିକ୍‌ ସ୍କୁଲରେ ପଢୁଥିବା ବିରାଟ ପାଠପଢାରେ ସେତେଟା ଭଲ ନ ଥିଲେ। ଗଣିତରେ ସେ ଦୁର୍ବଳ ଥିଲେ। ଏପରିକି ପରୀକ୍ଷାରେ ଗଣିତରେ ୧୦୦ରୁ ଶୂନ ରଖୁଥିଲେ। ଏଥିପାଇଁ ଶିକ୍ଷକଙ୍କଠାରୁ ମାଡ ମଧ୍ୟ ଖାଉଥିଲେ ବୋଲି କୋହଲି ଏକ ସାକ୍ଷାତକାରରେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ତୃତୀୟ ଟି୨୦ରେ ଇତିହାସ ରଚିପାରନ୍ତି ୟୁଜବେନ୍ଦ୍ର ଚହଲ: ବୁମରାହଙ୍କ ଏହି ବଡ ରେକର୍ଡ ଭାଙ୍ଗିବା ଉପରେ ନଜର

ନୂଆଦିଲ୍ଲୀ,୭।୧୨: ଅଷ୍ଟ୍ରେଲିଆ ବିପକ୍ଷ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ସବୁଠାରୁ ଅଧିକ ଉଇକେଟ ନେଇଥିବା ଖେଳାଳି ପାଲଟିଛନ୍ତି ୟୁଜବେନ୍ଦ୍ର ଚହଲ। ବୁମରାହଙ୍କଠାରୁ କମ୍‌ ମ୍ୟାଚ୍‌ ଖେଳିଥିଲେ ହେଁ...

ଅସମ୍ଭବ ରେକର୍ଡ ହାସଲ କଲେ ଏହି କ୍ରିକେଟର୍‌

ମେଲବୋର୍ନ,୨୬।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ଆଶେସ ସିରିଜର ତୃତୀୟ ଟେଷ୍ଟ ମ୍ୟାଚ ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡରେ ଖେଳାଯାଉଛି। ପ୍ରଥମ ଦିନରେ ଇଂଲଣ୍ଡ ଅଧିନାୟକ ଜୋ...

‘ବିରାଟ-ଅନୁଷ୍କାଙ୍କ ସନ୍ତାନ ଭବିଷ୍ୟତରେ ଅଷ୍ଟ୍ରେଲିଆ ପାଇଁ ଖେଳୁ’

ଭାରତୀୟ ଦଳର ଅଧିନାୟକ ବିରାଟ କୋହଲିଙ୍କ ସ୍ତ୍ରୀ ତଥା ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ଖୁବଶୀଘ୍ର ମା’ ହେବାକୁ ଯାଉଛନ୍ତି। ସେ ଜାନୁଆରୀରେ ତପ୍ରଥମ ସନ୍ତାନ...

ନିୟମ ସମ୍ପର୍କରେ ଅବଗତ ନ ଥିଲେ ରାଇନା

ନୂଆଦିଲ୍ଲୀ,୨୨।୧୨: ପୂର୍ବତନ ଭାରତୀୟ କ୍ରିକେଟର ସୁରେଶ ରାଇନା ମୁମ୍ବାଇରେ କୋଭିଡ୍‌-୧୯ ନିୟମ ଭଙ୍ଗ କରିଥିବା ଅଭିଯୋଗରେ ଗିରଫ ହୋଇଥିଲେ। ସ୍ଥାନୀୟ ନିୟମ ସମ୍ପର୍କରେ ଅବଗତ ନ...

‘ଗାଙ୍ଗୁଲିଙ୍କୁ ମୁଣ୍ଡ ଖେଳାଇବାର ଆବଶ୍ୟକତା ନ ଥିଲା’

ମୁମ୍ବାଇ,୨୩।୧୨: “ବିରାଟ କୋହଲିଙ୍କ ନେତୃତ୍ୱ ଉପରେ ଚୟନକର୍ତ୍ତାଙ୍କ ପାଇଁ ମନ୍ତବ୍ୟ ଦେବା ଲାଗି ସୌରଭ ଗାଙ୍ଗୁଲି କେହି ନୁହଁନ୍ତି। ସେ ବିସିସିଆଇ ସଭାପତି। ଦଳ ଚୟନ...

ଫିଫା ପୁରସ୍କାର: ଲଓ୍ବୋଣ୍ଡୋସ୍କି ଶ୍ରେଷ୍ଠ ପୁରୁଷ ଖେଳାଳି

ଜେନିଭା,୧୯।୧୨(ଏପି): ତାରକା ଫୁଟବଲର ତଥା ପୋଲାଣ୍ଡ ଅଧିନାୟକ ରବର୍ଟ ଲଓ୍ବୋଣ୍ଡୋସ୍କି ଫିଫା ଶ୍ରେଷ୍ଠ ପୁରୁଷ ଖେଳାଳି ବିବେଚିତ ହୋଇଛନ୍ତି। ମତଦାନ ମାଧ୍ୟମରେ ଲିଓନେଲ ମେସି ଓ...

ସଚିନଙ୍କ ବିଶ୍ୱ ରେକର୍ଡ ଭାଙ୍ଗିଲେ କୋହଲି

ତ୍ରିନିଦାଦ,୧୨।୮- ସ୍ଥାନୀୟ ପୋର୍ଟ ଅଫ୍‌ ସ୍ପେନଠାରେ ଖେଳାଯାଇଥିବା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ବିରାଟ କୋହଲି ୧୨୫ ବଲରୁ ୧୨୦ ରନ୍‌ର ଇନିଂସ...

ଇର୍ଫାନ ଓ ଅନ୍ୟ ୪ଜଣ ନେଗେଟିଭ

ନୂଆଦିଲ୍ଲୀ, ୧୫ା୫ (ପି.ଟି.)- ଗୁରୁବାର ହୋଇଥିବା ଦ୍ୱିତୀୟ କୋଭିଡ୍‌ ଟେଷ୍ଟରେ ଅଲିମ୍ପିକରେ ଭାଗ ନେବାକୁ ଥିବା ରେସ୍‌ ଓ୍ବାକର କେ.ଟି. ଇର୍ଫାନ ଓ ଅନ୍ୟ ୪ଜଣ...

Advertisement
Archives

Model This Week