Posted inଖେଳ

ଅନ୍ତର୍ଜାତୀୟ କ୍ରିକେଟରେ ୮୪ତମ ଶତକ ହାସଲ କଲେ କୋହଲି: ଦକ୍ଷିଣ ଆଫ୍ରିକାର ନିଦ ହଜିଲା…

ନୂଆଦିଲ୍ଲୀ,୩।୧୨: ବିରାଟ କୋହଲି ତାଙ୍କର ୫୩ତମ ODI ଶତକ ହାସଲ କରିଛନ୍ତି। ରାୟପୁରରେ ଖେଳାଯାଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ODIରେ ସେ ଏହି ସଫଳତା ହାସଲ କରିଛନ୍ତି। ଏହା ବିରାଟଙ୍କ ୮୪ତମ ଅନ୍ତର୍ଜାତୀୟ ଶତକ ମଧ୍ୟ। ସେ ଦ୍ୱିତୀୟ ODIରେ ୯୯ବଲରେ ତାଙ୍କର ଶତକ ପୂରଣ କରିଛନ୍ତି। କୋହଲି କ୍ରମାଗତ ତୃତୀୟ ମ୍ୟାଚରେ ୫୦କିମ୍ବା ତା’ଠାରୁ ଅଧିକ ରନ କରିଛନ୍ତି, ଏବଂ ଏହା ତାଙ୍କର କ୍ରମାଗତ ଦ୍ୱିତୀୟ ଶତକ।

ବିରାଟ କୋହଲି ବିଶ୍ୱର ପ୍ରଥମ କ୍ରିକେଟର ଯିଏ ODI କ୍ରିକେଟରେ ୧୧ ଥର ଦୁଇଟି ଇନିଂସରେ ଲଗାତାର ଶତକ ହାସଲ କରିଛନ୍ତି। କ୍ରମାଗତ ODI ଇନିଂସରେ ଶତକ ତାଲିକାରେ ବିରାଟଙ୍କ ପରେ ଅଛନ୍ତି ଏବି ଡିଭିଲିୟର୍ସ, ଯିଏ ଏପରି ୬ ଥର କରିଛନ୍ତି।

ଏହି ପୂର୍ବତନ ଭାରତୀୟ ଅଧିନାୟକ ତାଙ୍କର ଶେଷ ତିନୋଟି ଇନିଂସରେ ଦକ୍ଷିଣ ଆଫ୍ରିକା ଦଳକୁ ନିଦ ହଜାଇ ଦେଇଛନ୍ତି। ସେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ତାଙ୍କର ଶେଷ ତିନୋଟି ଦିନିକିଆ ଇନିଂସରେ ଶତକ ହାସଲ କରିଛନ୍ତି। ପୂର୍ବରୁ, ସେ ୨୦୨୩ ଦିନିକିଆ ବିଶ୍ୱକପରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଅପରାଜିତ ୧୦୧ ରନ କରିଥିଲେ। ସେ ଚଳିତ ସିରିଜର ଉଭୟ ଇନିଂସରେ ମଧ୍ୟ ଶତକ ହାସଲ କରିଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ କ୍ରିକେଟ୍‌କୁ ବାଏ ବାଏ କଲେ ଏହି କିମ୍ବଦନ୍ତୀ କ୍ରିକେଟର୍‌: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୨୧।୧: କିମ୍ବଦନ୍ତୀ ପାକିସ୍ତାନୀ କ୍ରିକେଟର ଶୋଏବ ମଲିକ ୪୩ ବର୍ଷ ବୟସରେ ପାକିସ୍ତାନ ସୁପର ଲିଗରୁ ଅବସର ନେଇଛନ୍ତି। ସେ ୨୦୧୬ରେ ଏହାର ଉଦଘାଟନୀ ସିଜିନରୁ...

‘ଯଦି କିଛି ହେବ ତେବେ ସମ୍ପୂର୍ଣ୍ଣ ଇରାନକୁ ଉଡାଇଦେବି’, କାହିଁକି ଏମିତି ଧମକ ଦେଲେ ଟ୍ରମ୍ପ? ଜାଣନ୍ତୁ ଏହା ପଛର ବଡ଼ କାରଣ

ଓ୍ବାଶିଂଟନ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ସରକାରୀ ଟେଲିଭିଜନରେ ପ୍ରସାରିତ ମୃତ୍ୟୁ ଧମକ ବିଷୟରେ ଉଲ୍ଲେଖ କରି କହିଛନ୍ତି ଯେ ‘ଯଦି କିଛି ହୁଏ...

ଚାଲିଥିଲା ଜୁଆ ଖେଳ, ଅଚାନକ ଚଢାଉ କଲା ପୋଲିସ, ଆଉ ତା’ପରେ…

ଛତ୍ରପୁର, ୨୧।୧ ( ଦିଲ୍ଲୀପ ସାମଲ): ଛତ୍ରପୁର ଥାନା ପୋଲିସ ପକ୍ଷରୁ ଚିକଲଖଣ୍ଡିଠାରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଅଚାନକ ଚଢ଼ାଉ କରି ୮...

ଭାରତ-ପାକିସ୍ତାନ ପରମାଣୁ ଯୁଦ୍ଧ ନିକଟତର..ପୁଣି ବିଶ୍ୱରେ ଚହଳ ପକାଇଲା ଟ୍ରମ୍ପଙ୍କ ମନ୍ତବ୍ୟ

ଓ୍ବାଶିଂଟନ,୨୧।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ମିଛ ଦାବି କରିଛନ୍ତି। ସେ ୨୦୨୫ ମେ ମାସରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ...

ଘାଟିରେ ତଳକୁ ଖସିଲା ଟ୍ରଲର: ଲାଗିଲା ନିଆଁ, ଆଉ ତା’ପରେ…

ପଟାଙ୍ଗୀ,୨୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟାଙ୍ଗୀ ବ୍ଲକ ଅଧିନସ୍ଥ ରାଲେଗଡା ପଞ୍ଚାୟତ ଯୋଡିମାଦିଲି ଘାଟିରେ ଭାରସାମ୍ୟ ହରାଇ ଘାଟି ତଳକୁ ଖସିପଡ଼ିଛି ଏକ ଟ୍ରଲର।...

ଶ୍ରୀମନ୍ଦିରରେ ରକ୍ତ ଛିଟା: ମହାପ୍ରଭୁଙ୍କ ହେବ ବଡ଼ ମହାସ୍ନାନ

ଭୁବନେଶ୍ୱର,୨୧।୧: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହେବ ହେବ ବଡ଼ ମହାସ୍ନାନ ନୀତି। ଭିତର କାଠ ନିକଟ ଚାଙ୍ଗେଡ଼ା ଘରେ ରକ୍ତ ପଡ଼ିଥିବାରୁ ବଡ଼ ମହାସ୍ନାନ କରାଯାଇଛି।...

ସୁନା ଦର ଆକାଶଛୁଆଁ: ଦେଢ଼ଲକ୍ଷ ଟପିଲା ଦାମ୍‌, ଭୁବନେଶ୍ୱରରେ ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୨୧।୧: ଆଉ ମାରିହେବନି ହାତ। ସୁନା ଦର ଆକାଶଛୁଆଁ। ଦେଢ଼ଲକ୍ଷ ଟପିଲା ଦାମ୍‌। ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ୍‌ ସୁନା ମୂଲ୍ୟ ୧ ଲକ୍ଷ ୫୪...

ସ୍ବିଜରଲାଣ୍ଡ ଯାଉଥିଲେ ଟ୍ରମ୍ପ, ଉଡ଼ାଣ ଆରମ୍ଭ ହେବାର କିଛି ସମୟ ପରେ ହଠାତ୍‌ ଖରାପ ହେଲା ବିମାନ, ତା’ପରେ..

ଓ୍ବାଶିଂଟନ୍‌,୨୧।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ଅର୍ଥନୈତିକ ଫୋରମରେ ଯୋଗଦେବା ପାଇଁ ସ୍ବିଜରଲାଣ୍ଡର ଡାଭୋସ ଅଭିମୁଖେ ଯାତ୍ରା କରୁଥିଲେ। କିନ୍ତୁ, ଉଡ଼ାଣ ଆରମ୍ଭ ହେବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri