ରୋମାଣ୍ଟିକ୍‌ ହେଲେ କୋହଲି

ନୂଆଦିଲ୍ଲୀ,୧୧।୧୨: ଭାରତୀୟ ପୂର୍ବତନ ଅଧିନାୟକ ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ଆଜି ୫ମ ବିବାହବାର୍ଷିକୀ ପାଳନ କରୁଛନ୍ତି। ଏହି ଅବସରରେ ସେ ସୋସିଆଲ ମିଡିଆରେ ସ୍ତ୍ରୀ ଅନୁଷ୍କାଙ୍କ ସହ ଫଟୋ ଶେୟାର କରି ଏକ ବିଶେଷ ବାର୍ତ୍ତା ଲେଖିଛନ୍ତି। କୋହଲି ଲେଖିଛନ୍ତି, ‘ଅସୀମ ଯାତ୍ରା’ର ପାଞ୍ଚ ବର୍ଷ ସମାପ୍ତ ହୋଇଛି। ମୁଁ ତୁମକୁ ପାଇ ମୁଁ ଧନ୍ୟ, ତୁମକୁ ଅନ୍ତରରୁ ଭଲ ପାଏ।
କୋହଲି ଏବଂ ଅନୁଷ୍କା ଦୀର୍ଘ ସମୟ ଧରି ଏକ ସମ୍ପର୍କରେ ଥିଲେ ଏବଂ ପ୍ରାରମ୍ଭରେ ସେମାନେ ନିଜ ସମ୍ପର୍କକୁ ଦୀର୍ଘ ସମୟ ପର୍ଯ୍ୟନ୍ତ ସାର୍ବଜନୀନ କରି ନ ଥିଲେ। କୋହଲି ୨୦୧୭ରେ ୧୧ ଡିସେମ୍ବରରେ ଇଟାଲୀରେ ଅନୁଷ୍କାଙ୍କୁ ବିବାହ କରିଥିଲେ।
ବାଂଲାଦେଶ ବିପକ୍ଷ ତୃତୀୟ ଦିନିକିଆରେ କୋହଲି ଏକ ଚମତ୍କାର ଶତକ ହାସଲ କରିଥିଲେ। ଅନ୍ତର୍ଜାତୀୟ କ୍ରିକେଟରେ କୋହଲିଙ୍କର ୭୨ ଶତକ ରହିଛି ଏବଂ ବର୍ତ୍ତମାନ ସେ ଅନ୍ତର୍ଜାତୀୟ ଶତକ ତାଲିକାରେ ଦ୍ୱିତୀୟ ସହ ବ୍ୟାଟ୍ସମ୍ୟାନ ହୋଇଛନ୍ତି। କୋହଲିଙ୍କ ଅପେକ୍ଷା କେବଳ ସଚିନ ତେନ୍ଦୁଲକର ଅଧିକ ଅନ୍ତର୍ଜାତୀୟ ଶତକ ହାସଲ କରିଛନ୍ତି। କୋହଲି ତାଙ୍କ ଦିନିକିଆ କ୍ୟାରିୟରରେ ଏପର୍ଯ୍ୟନ୍ତ ୪୪ ଶତକ ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୋନାଲ୍ଡୋ ସବୁଠୁ ଦାମୀ ଖେଳାଳି

ଲଣ୍ଡନ,୧।୧: କ୍ରିଷ୍ଟିଆନୋ ରୋନାଲ୍ଡୋ ସାଉଦି ଆରବର ଏକ ଫୁଟବଲ କ୍ଲବ ଅଲ୍‌ ନାସର ସହ ଚୁକ୍ତି କରିଛନ୍ତି। ମଧ୍ୟପ୍ରାଚ୍ୟ ଫୁଟ୍‌ବଲ ପାଇଁ ଏହା ଏକ ଉଲ୍ଲେଖନୀୟ...

ଇଂଲଣ୍ଡ ବିପକ୍ଷ ଟେଷ୍ଟ ଖେଳିବେ ନାହିଁ ରୋହିତ: ବୁମ୍‌ରା ଅଧିନାୟକ!

ଲଣ୍ଡନ,୨୯।୬: ଇଂଲଣ୍ଡ ବିପକ୍ଷ ପଞ୍ଚମ ଟେଷ୍ଟ ପୂର୍ବରୁ ଟିମ ଇଣ୍ଡିଆକୁ ଏକ ବଡ଼ ଝଟ୍‌କା ଲାଗିଛି। କରୋନା ଆକ୍ରାନ୍ତ ଥିବା ରୋହିତ ଶର୍ମା ପଞ୍ଚମ ଟେଷ୍ଟରେ...

ବର୍ଣ୍ଣବୈଷମ୍ୟ ଆକ୍ଷେପ ଘଟଣା: ନେମାରଙ୍କୁ ପିଏସ୍‌ଜିର ସମର୍ଥନ

ପ୍ୟାରିସ୍‌,୧୬।୯ (ଏପି): ବ୍ରାଜିଲ ଫୁଟବଲ ସୁପରଷ୍ଟାର ତଥା ପ୍ୟାରିସ ସେଣ୍ଟ ଜର୍ମେନ (ପିଏସ୍‌ଜି) ଷ୍ଟ୍ରାଇକର ନେମାର ମାର୍ସେଇଲ୍‌ ବିପକ୍ଷ ହାଇଭୋଲ୍ଡେଜ ମ୍ୟାଚ୍‌ ଅବସରରେ ବର୍ଣ୍ଣବୈଷମ୍ୟ ଆକ୍ଷେପ...

ବିକିନି ଶୁଟିଂ ଲାଗି ଚର୍ଚ୍ଚାକୁ ଆସିଥିଲେ ଏହି ଅଭିନେତ୍ରୀ, ଫଟୋଗ୍ରାଫର କହିଥିଲେ ଢାଙ୍କି ଦିଅ ଶରୀର

୬୦ ଦଶକରେ ହିନ୍ଦୀ ଅଭିନେତ୍ରୀମାନେ ପାରମ୍ପରିକ ପୋଷାକରେ ନଜରକୁ ଆସୁଥିଲେ। ମାତ୍ର ‘କଶ୍ମୀର କି କାଲୀ’ ଫିଲ୍ମରେ ବଲିଉଡ୍‌ରେ ଡେବ୍ୟୁ କରିଥିବା ଶର୍ମିଲା ଟାଗୋର ସେହି...

ଅଷ୍ଟ୍ରେଲିଆ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଲେ ଏହି ଭାରତୀୟ ଖେଳାଳି

ନୂଆଦିଲ୍ଲୀ,୧୯।୨: ଅଭିଜ୍ଞ ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ପ୍ରତିଯୋଗିତାମୂଳକ କ୍ରିକେଟରେ ଏକ ଡ୍ରିମ୍‌ କମ୍‌ବ୍ୟାକ୍‌ କରିଛନ୍ତି। ପ୍ରାୟ ୫ ମାସ ପରେ କ୍ରିକେଟ ପଡ଼ିଆକୁ ଫେରିଥିବା ଜାଡେଜା...

ପ୍ରଥମ ଟି୨୦: ଇଂଲଣ୍ଡ ୫ ଉଇକେଟରେ ବିଜୟୀ

କେପ୍‌ ଟାଉନ,୨୯।୧୧(ଏପି): ସ୍ଥାନୀୟ ନ୍ୟୁଲାଣ୍ଡ୍ସ ଗ୍ରାଉଣ୍ଡରେ ଶୁକ୍ରବାର ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍‌ରେ ଭ୍ରମଣକାରୀ ଇଂଲଣ୍ଡ ମିଡିଲ ଅର୍ଡର ବ୍ୟାଟ୍ସମ୍ୟାନ ଜନି...

ସ୍ତ୍ରୀ ହେମାମାଳିନୀଙ୍କୁ ଟ୍ରୋଲ କରି ପୁଣି କ୍ଷମା ମାଗିଲେ ଧର୍ମେନ୍ଦ୍ର

ନୂଆଦିଲ୍ଲୀ, ୧୭।୭: ବଲିଉଉ ଅଭିନେତ୍ରୀ ତଥା ସ୍ତ୍ରୀ ହେମାମାଳିନୀଙ୍କୁ ଟ୍ରୋଲକ କରି ପୁଣି କ୍ଷମା ମାଗିଛନ୍ତି ଅଭିନେତା ଧର୍ମେନ୍ଦ୍ର। ନିକଟରେ ସଂସଦ ପରିସରରେ ଆୟୋଜିତ ଏକ...

ସୋନମ କପୁରଙ୍କ ଡ୍ରେସ୍‌ ମୂଲ୍ୟ ଜାଣି ଉଡିଯିବ ହୋସ୍‌: ସେହି ଟଙ୍କାରେ କିଣିହେବ ହୀରା ଅଳଙ୍କାର

ବଲିଉଡ ଅଭିନେତ୍ରୀ ସୋନମ କପୁର ପ୍ରାୟତଃ ତାଙ୍କ ଫ୍ୟାଶନ ଡିଜାଇନ୍‌କୁ ନେଇ ଚର୍ଚ୍ଚାରେ ରହିଥା’ନ୍ତି। କେବଳ ଭାରତର ସେ ନିଜ ଷ୍ଟାଇଲ ପାଇଁ ଗ୍ଲୋବାଲ ସର୍କଲରେ...

Advertisement
Archives

Model This Week