Posted inଖେଳ

ନୂଆ ସାଙ୍ଗ ସହ ପଡ଼ିଆକୁ ଓହ୍ଲାଇଲେ କୋହଲି

ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟେଷ୍ଟ ସିରିଜ ନଭେମ୍ବର ୨୫ରୁ ଆରମ୍ଭ ହେଉଛି। ଏହି ସିରିଜ ଆରମ୍ଭ ପୂର୍ବରୁ ଉଭୟ ଦଳ କାନପୁରରେ ପହଞ୍ଚିଛନ୍ତି। ଭାରତୀୟ ଅଧିନାୟକ ବିରାଟ କାନପୁର ଟେଷ୍ଟର ଅଂଶ ନୁହଁନ୍ତି, ସେ ମୁମ୍ବାଇ ଟେଷ୍ଟରେ ଭାରତୀୟ ଦଳରେ ଯୋଗଦେବେ। ଟେଷ୍ଟ ସିରିଜରେ ଯୋଗଦେବା ପୂର୍ବରୁ ବିରାଟ କୋହଲି ମୁମ୍ବାଇର ବ୍ରାବୋର୍ନ ଷ୍ଟାଡିୟମରେ ଅଭ୍ୟାସ ଆରମ୍ଭ କରିଛନ୍ତି। ଏହି ଅଭ୍ୟାସ ସମୟରେ ସେ ସୋସିଆଲ ମିଡିଆରେ କିଛି ଫଟୋ ଶେୟାର କରିଛନ୍ତି। ଏହି ଫଟୋ ସେ ଏକ ବିଲେଇ ସହ ନଜର ଆସିଛନ୍ତି। ବଲିଉଡ ଅଭିନେତ୍ରୀ ତଥା ଭାରତୀୟ ଅଧିନାୟକଙ୍କ ସ୍ତ୍ରୀ ଅନୁଷ୍କା ଶର୍ମା ଏହି ଫଟୋ ଉପରେ ନିଜର ପ୍ରତିକ୍ରିୟା ରଖିଛନ୍ତି।
ବିରାଟ କୋହଲି ଅଭ୍ୟାସ ମ୍ୟାଚ ସମୟରେ ଏକ ବିଲେଇ ସହିତ ଖେଳୁଥିବା ଦୁଇଟି ଫଟୋ ଶେୟାର କରିଛନ୍ତି । ଏହି ଫଟୋଗୁଡିକ ଶେୟାର କରି ବିରାଟ ଲେଖିଛନ୍ତି – ସୁନ୍ଦର ବିଲେଇ ତରଫରୁ ହ୍ୟାଲୋ। ଏହି ଫଟୋ ଉପରେ କମେଣ୍ଟ ଦେଇ ଅନୁଷ୍କା ଶର୍ମା ଲେଖିଛନ୍ତି – ହେଲୋ କ୍ୟାଟ। ଅନୁଷ୍କାଙ୍କ କମେଣ୍ଟରର ପ୍ରତିକ୍ରିୟାରେ ବିରାଟ ଲେଖିଛନ୍ତି – ଦିଲ୍ଲୀରୁ ମୁମ୍ବାଇର ବିଲେଇ। ସୋସିଆଲ ମିଡିଆରେ ତୀବ୍ର ଚର୍ଚ୍ଚା ହେଉଥିବା ଅନୁଷ୍କା ଶର୍ମାଙ୍କ ଏହି ମନ୍ତବ୍ୟ ଉପରେ ବିରାଟ କୋହଲି ଏକ ମଜାଳିଆ ପ୍ରତିକ୍ରିୟା ଦେଇଛନ୍ତି।

 विराट कोहली की इस तस्वीर पर कमेंट करते हुए अनुष्का शर्मा ने लिखा- हैलो बिल्ली. (Virat Kohli/Instagram)

 अनुष्का शर्मा के इस कमेंट पर विराट कोहली ने मजेदार ढंग से रिएक्ट किया है, जिसकी सोशल मीडिया पर जमकर चर्चा हो रही है. अनुष्का के कमेंट पर रिप्लाईइ करते हए विराट ने लिखा है- लौंड फ्रॉम दिल्ली एंड मुंबई की बिल्ली. (Virat Kohli/Instagram)


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସିତ୍‌ପାସ୍‌ଙ୍କୁ ଏଟିପି ଫାଇନାଲ୍ସ ଟାଇଟଲ

ଲଣ୍ଡନ,୧୮।୧୧(ଏଏଫ୍‌ପି)- ଗ୍ରୀସ୍‌ର ଷ୍ଟିଫାନୋସ ସିତ୍‌ସିପାସ୍‌ ପ୍ରଥମ ସେଟ୍‌ ହରିବା ପରେ ମଧ୍ୟ ଡୋମିନିକ ଥିଏମଙ୍କୁ ପରାସ୍ତ କରି ଚଳିତ ଏଟିପି ଫାଇନାଲ୍ସ ଟାଇଟଲ ହାତେଇଛନ୍ତି। ୨୧...

ବାୟୋ-ବବଲ ନିୟମ ଉଲ୍ଲଂଘନ: ୧କୋଟି ଜରିମାନା, ୨ପଏଣ୍ଟ କାଟ୍‌ ବ୍ୟବସ୍ଥା

ନୂଆଦିଲ୍ଲୀ, ୨ା୧୦ (ପି.ଟି.)-ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ବାୟୋ-ବବଲ (କ୍ରିକେଟ ଟିମ୍‌କୁ ଅନ୍ୟମାନଙ୍କଠାରୁ ଦୂରରେ ରଖିବା) ନିୟମକୁ କଡ଼ାକଡ଼ି ପାଳନ କରାଯାଉଛି। ଏହାର ଉଲ୍ଲଂଘନ କଲେ ଦଳକୁ...

ଭାରତୀୟ ଦଳର ନେତୃତ୍ୱ ନେଇ ସ୍ବତନ୍ତ୍ର ତାଲିକାରେ ରାହୁଲ

ପାର୍ଲ,୧୯।୧: ଦକ୍ଷିଣ ଆଫ୍ରିକା ବିପକ୍ଷ ଚଳିତ ପ୍ରଥମ ଦିନିକିଆରେ ଭାରତୀୟ ଦଳର ନେତୃତ୍ୱ ନେଉଥିବା ଲୋକେଶ ରାହୁଲ ‘ଲିଷ୍ଟ ଏ’ କ୍ରିକେଟରେ କଦାପି କୌଣସି ଦଳର...

କୋଭିଡ- ୧୯: ୮୦ ଲକ୍ଷ ଟଙ୍କା ଦେଲେ ରୋହିତ

ମୁମ୍ବାଇ,୩୧।୩(ପି.ଟି.): କୋଭିଡ- ୧୯ ମହାମାରୀ ମୁକାବିଲା ପାଇଁ ଭାରତୀୟ ତାରକା ବ୍ୟାଟ୍ସମ୍ୟାନ ରୋହିତ ଶର୍ମା ୮୦ ଲକ୍ଷ ଟଙ୍କା ଦାନ କରିଛନ୍ତି। ଏହି ଭୟଙ୍କର ସ୍ବାସ୍ଥ୍ୟ...

ବିଶ୍ୱର ଏକମାତ୍ର ଅଧିନାୟକ ଭାବେ ଧୋନୀଙ୍କ ନାମରେ ରହିଛି ଏହି କୀର୍ତ୍ତିମାନ

ନୂଆଦିଲ୍ଲୀ, ୧୬।୮: ଭାରତୀୟ କ୍ରିକେଟ୍‌ର ସବୁଠାରୁ ସଫଳ ଅଧିନାୟକ ବିବେଚିତ ହୋଇଥିବା ମହେନ୍ଦ୍ର ସିଂ ଧୋନୀ ଶନିବାର ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ସନ୍ନ୍ୟାସ ଗ୍ରହଣ କରିଛନ୍ତି। ଧୋନୀ...

ଆଇ- ଲିଗ୍‌ ଫୁଟ୍‌ବଲ: ଗୋକୁଳମ କେରଳକୁ ପ୍ରଥମ ଟାଇଟଲ

କୋଲକାତା,୨୮।୩(ପି.ଟି.): ଭାରତର ଅନ୍ୟତମ ଫୁଟ୍‌ବଲ ଲିଗ୍‌ ଆଇ- ଲିଗ୍‌ ଉଦ୍‌ଯାପିତ ହୋଇଛି। ଏଥର କେରଳ ଗୋକୁଳମ ଏଫ୍‌ସି ପ୍ରଥମଥର ପାଇଁ ଚାମ୍ପିୟନ ହେବାର ଗୌରବ ଅର୍ଜନ...

ମା’ଙ୍କ ମୃତ୍ୟୁବେଳେ ପାଖରେ ନ ଥିଲେ, ଇଦ୍‌ରେ କବର ସ୍ଥାନରେ ଭେଟିଲେ ଏହି କ୍ରିକେଟର

ପାକିସ୍ତାନର ଉଦୀୟମାନ ଖେଳାଳି ନସିମ ଶାହ ନିକଟରେ ନିଜ ମା’ଙ୍କୁ ହରାଇଛନ୍ତି। ୧୬ ବର୍ଷୀୟ ଏହି କ୍ରିକେଟର୍‌ ଅଷ୍ଟ୍ରେଲିଆ ବିପକ୍ଷରେ ଡେବ୍ୟୁ କରିଥିଲେ। ଏହା ପୂର୍ବରୁ...

ଟିମ୍‌ ଇଣ୍ଡିଆର ଅଷ୍ଟ୍ରେଲିଆ ଗସ୍ତ: ପ୍ରଥମ ଟେଷ୍ଟ ପୂର୍ବରୁ ଦିବାରାତ୍ର ଓ୍ବାର୍ମଅପ୍‌ ଗେମ୍‌

ମେଲବୋର୍ନ, ୨୯।୧୦(ପି.ଟି.)- ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ) ପରେ ଭାରତୀୟ କ୍ରିକେଟ ଦଳ ୬୯ ଦିନିଆ ଗସ୍ତରେ ଅଷ୍ଟ୍ରେଲିଆ ଯିବ। ଏଥିପାଇଁ ଆୟୋଜକ ବୋର୍ଡ ପକ୍ଷରୁ...

Advertisement
Archives

Model This Week