Posted inଖେଳ

ନୂଆ ସାଙ୍ଗ ସହ ପଡ଼ିଆକୁ ଓହ୍ଲାଇଲେ କୋହଲି

ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟେଷ୍ଟ ସିରିଜ ନଭେମ୍ବର ୨୫ରୁ ଆରମ୍ଭ ହେଉଛି। ଏହି ସିରିଜ ଆରମ୍ଭ ପୂର୍ବରୁ ଉଭୟ ଦଳ କାନପୁରରେ ପହଞ୍ଚିଛନ୍ତି। ଭାରତୀୟ ଅଧିନାୟକ ବିରାଟ କାନପୁର ଟେଷ୍ଟର ଅଂଶ ନୁହଁନ୍ତି, ସେ ମୁମ୍ବାଇ ଟେଷ୍ଟରେ ଭାରତୀୟ ଦଳରେ ଯୋଗଦେବେ। ଟେଷ୍ଟ ସିରିଜରେ ଯୋଗଦେବା ପୂର୍ବରୁ ବିରାଟ କୋହଲି ମୁମ୍ବାଇର ବ୍ରାବୋର୍ନ ଷ୍ଟାଡିୟମରେ ଅଭ୍ୟାସ ଆରମ୍ଭ କରିଛନ୍ତି। ଏହି ଅଭ୍ୟାସ ସମୟରେ ସେ ସୋସିଆଲ ମିଡିଆରେ କିଛି ଫଟୋ ଶେୟାର କରିଛନ୍ତି। ଏହି ଫଟୋ ସେ ଏକ ବିଲେଇ ସହ ନଜର ଆସିଛନ୍ତି। ବଲିଉଡ ଅଭିନେତ୍ରୀ ତଥା ଭାରତୀୟ ଅଧିନାୟକଙ୍କ ସ୍ତ୍ରୀ ଅନୁଷ୍କା ଶର୍ମା ଏହି ଫଟୋ ଉପରେ ନିଜର ପ୍ରତିକ୍ରିୟା ରଖିଛନ୍ତି।
ବିରାଟ କୋହଲି ଅଭ୍ୟାସ ମ୍ୟାଚ ସମୟରେ ଏକ ବିଲେଇ ସହିତ ଖେଳୁଥିବା ଦୁଇଟି ଫଟୋ ଶେୟାର କରିଛନ୍ତି । ଏହି ଫଟୋଗୁଡିକ ଶେୟାର କରି ବିରାଟ ଲେଖିଛନ୍ତି – ସୁନ୍ଦର ବିଲେଇ ତରଫରୁ ହ୍ୟାଲୋ। ଏହି ଫଟୋ ଉପରେ କମେଣ୍ଟ ଦେଇ ଅନୁଷ୍କା ଶର୍ମା ଲେଖିଛନ୍ତି – ହେଲୋ କ୍ୟାଟ। ଅନୁଷ୍କାଙ୍କ କମେଣ୍ଟରର ପ୍ରତିକ୍ରିୟାରେ ବିରାଟ ଲେଖିଛନ୍ତି – ଦିଲ୍ଲୀରୁ ମୁମ୍ବାଇର ବିଲେଇ। ସୋସିଆଲ ମିଡିଆରେ ତୀବ୍ର ଚର୍ଚ୍ଚା ହେଉଥିବା ଅନୁଷ୍କା ଶର୍ମାଙ୍କ ଏହି ମନ୍ତବ୍ୟ ଉପରେ ବିରାଟ କୋହଲି ଏକ ମଜାଳିଆ ପ୍ରତିକ୍ରିୟା ଦେଇଛନ୍ତି।

 विराट कोहली की इस तस्वीर पर कमेंट करते हुए अनुष्का शर्मा ने लिखा- हैलो बिल्ली. (Virat Kohli/Instagram)

 अनुष्का शर्मा के इस कमेंट पर विराट कोहली ने मजेदार ढंग से रिएक्ट किया है, जिसकी सोशल मीडिया पर जमकर चर्चा हो रही है. अनुष्का के कमेंट पर रिप्लाईइ करते हए विराट ने लिखा है- लौंड फ्रॉम दिल्ली एंड मुंबई की बिल्ली. (Virat Kohli/Instagram)


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଫେଡରର ତୃତୀୟ ରାଉଣ୍ଡରେ

ଲଣ୍ଡନ, ୫ା୭ (ଏଏଫ୍‌ପି)-ରୋଜର ଫେଡରର ଓ୍ବିମ୍ବେଲଡନ ଓପନ ଟେନିସ ପ୍ରତିଯୋଗିତାର ପୁରୁଷ ସିଙ୍ଗଲ୍ସ ତୃତୀୟ ରାଉଣ୍ଡରେ ପ୍ରବେଶ କରିଛି। ଦ୍ୱିତୀୟ ରାଉଣ୍ଡରେ ସେ ୬-୧, ୭-୬...

ଏଟିପି ମ୍ୟାଚ୍‌ ଜିତିବାରେ ଲି ପ୍ରଥମ ବଧିର ଖେଳାଳି

ଓ୍ବାଶିଂଟନ, ୨୦।୮ (ଏଏଫ୍‌ପି)- ଦକ୍ଷିଣ କୋରିଆର ଲି ଡକ୍‌-ହେ ପ୍ରଥମ ବଧିର ଟେନିସ ଖେଳାଳି ଭାବେ ଏଟିପି ମୁଖ୍ୟ ପର୍ଯ୍ୟାୟର ଏକ ମ୍ୟାଚ୍‌ ଜିତିବାର କୀର୍ତ୍ତିମାନ...

ପର୍ତ୍ତୁଗାଲ ପାଇଁ ୧୦୦ତମ ଗୋଲ ସ୍କୋର କଲେ ରୋନାଲ୍ଡୋ

ଷ୍ଟକହାମ,୧୦।୯(ଏପି): ପର୍ତ୍ତୁଗାଲ ଫୁଟବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ଏକ ଅସାଧାରଣ ସଫଳତା ଅର୍ଜନ କରିଛନ୍ତି। ସେ ନିଜ ଦେଶ ପାଇଁ ୧୦୦ତମ ଅନ୍ତର୍ଜାତୀୟ ଗୋଲ ସ୍କୋର...

ଗୋଟିଏ ଦିନରେ ୩୦୯ ରନ୍‌ କରି ଚକିତ କରିଥିଲେ ଏହି ବ୍ୟାଟ୍ସମ୍ୟାନ୍‌: ୯୧ ବର୍ଷ ହେଲାଣି ଭାଙ୍ଗିନି ରେକର୍ଡ

ବ୍ରିସ୍‌ବେନ୍‌,୨୫।୬: ଅଷ୍ଟ୍ରେଲିୟ କ୍ରିକେଟ ଟିମ୍‌ ଘରୋଇ ମାଟିରେ ସଂଘର୍ଷ କରିବା ଭଳି ଘଟଣା ବିରଳ। କାରଣ ଅନେକ କ୍ରିକେଟର ଏଠାରେ ବ୍ୟାଟିଂ କରି ଇତିହାସ ସୃଷ୍ଟି...

କ୍ରିକେଟ ଛାଡ଼ି ଦିଅନ୍ତୁ ଦୁଇ ଟେଷ୍ଟ ସ୍ପେଶାଲିଷ୍ଟ

କାନୁପର, ୨୫।୧୧: ଗୁରୁବାର ଏଠାରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଆରମ୍ଭ ହୋଇଥିବା ପ୍ରଥମ ଟେଷ୍ଟରେ ପ୍ରଥମ ଦିନ ସୁଦ୍ଧା ଭାରତ ୪ ଉଇକେଟ ହରାଇ ୨୫୮ ରନ୍‌...

କେପିଏଲ ଫିକ୍ସିଂ ସ୍କାଣ୍ଡାଲ: କେଏସ୍‌ସିଏ ମ୍ୟାନେଜମେଣ୍ଟ କମିଟି ସଦସ୍ୟ ଗିରଫ

ବେଙ୍ଗାଲୁରୁ,୪ା୧୨(ପି.ଟି.): କର୍ନାଟକ ପ୍ରିମିୟର ଲିଗ୍‌ (କେପିଏଲ) ଫିକ୍ସିଂ ସ୍କାଣ୍ଡାଲରେ ତଦନ୍ତ କରୁଥିବା ସେଣ୍ଟ୍ରାଲ କ୍ରାଇମ ବ୍ରାଞ୍ଚ (ସିସିବି) କର୍ନାଟକ ରାଜ୍ୟ କ୍ରିକେଟ ଆସୋସିଏଶନ (କେଏସ୍‌ସିଏ) ମ୍ୟାନେଜମେଣ୍ଟ...

ସେମିଫାଇନାଲରେ ଭାରତ ହାରିଲେ କ’ଣ ହେବ ଦର୍ଶକଙ୍କ ପ୍ରତିକ୍ରିୟା, ଜବାବ ଦେଲେ କୋହଲି

ମାଞ୍ଚେଷ୍ଟର୍‌, ୯।୭: ମାଞ୍ଚେଷ୍ଟରରେ ଖେଳାଯିବ ୨୦୧୯ ବିଶ୍ୱକପ କ୍ରିକେଟର ପ୍ରଥମ ସେମିଫାଇନାଲ ମ୍ୟାଚ। ଏହି ମହାମୁକାବିଲାରେ ମୁହାଁମୁହିଁ ହେବେ ଭାରତ ଏବଂ ନ୍ୟୁଜିଲାଣ୍ଡ। ଲିଗ ପର୍ଯ୍ୟାୟରେ...

‘ଦି ହଣ୍ଡ୍ରେଡ୍‌’ରେ ୫ ଭାରତୀୟ ମହିଳା ଖେଳିବେ

ଲଣ୍ଡନ, ୧୧।୬(ପି.ଟି.)- ୟୁନାଇଟେଡ କିଙ୍ଗ୍‌ଡମ୍‌ରେ ଚଳିତ ମାସ ୨୧ରୁ ଆରମ୍ଭ ହେବାକୁ ଯାଉଥିବା ‘ଦି ହଣ୍ଡ୍ରେଡ’ କ୍ରିକେଟ ଟୁର୍ନାମେଣ୍ଟରେ ଭାରତର ୫ ମହିଳା ଖେଳାଳି ଅଂଶଗ୍ରହଣ...

Advertisement
Archives

Model This Week