Posted inଖେଳ

ମ୍ୟାଚ୍‌ ପୂର୍ବରୁ କୋହଲି କହିଲେ ‘କ’ଣ ହେବ ଯଦି ମୁଁ…’

ନୂଆଦିଲ୍ଲୀ,୧୭।୭: ଇଂଲଣ୍ଡ ବିପକ୍ଷ ତୃତୀୟ ମ୍ୟାଚ୍‌ ପୂର୍ବରୁ ସ୍ବତନ୍ତ୍ର ପୋଷ୍ଟକୁ ନେଇ ଚର୍ଚ୍ଚାରେ ବିରାଟ କୋହଲି। ସୋସିଆଲ ମିଡିଆ ପ୍ଲାଟଫର୍ମ ଟୁଇଟରରେ ନିଜର ଫଟୋ ଶେୟାର କରି ସେ ଲେଖିଛନ୍ତି, ମୁଁ ଯଦି ପଡ଼ିଗଲି କ’ଣ ହେବ? ଓଃ, ଯଦି ପ୍ରିୟ ତୁମେ ଉଡିଗଲେ କ’ଣ ହେବ? ଏଥିସହ ସେ କ୍ୟାପ୍‌ଶନରେ ଦୃଷ୍ଟିକୋଣ ବୋଲି ସେ ଲେଖିଛନ୍ତି।

କହିରଖୁଛୁ, ଗତ କିଛି ବର୍ଷ ଧରି କୋହଲିଙ୍କ ଫର୍ମ ଚିନ୍ତାର ବିଷୟ ପାଲଟିଛି। ତାଙ୍କ ବ୍ୟାଟ୍‌ରୁ ଶତକ ତ ଦୂରର କଥା ଭଲ ରନ୍‌ ବାହାରୁ ନାହିଁ। ଏଥିଲାଗି ତାଙ୍କୁ ଦଳରୁ ବାହାର କରିଦେବାକୁ ଦାବି ହେଉଛି। ସେହିଭଳି କିଛି ମହାନ ଖେଳାଳି ସେ ଫର୍ମକୁ ଫେରିବେ ବୋଲି ଆଶା ରଖିଥିବା କହି ଆସୁଛନ୍ତି। ଏବେ କୋହଲିଙ୍କ ପୋଷ୍ଟ ତାଙ୍କ ମନୋବଳକୁ ଦର୍ଶାଉଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏନକ୍ଲୋଜର୍ ଭିତରକୁ ପଶିଗଲେ ବ୍ୟକ୍ତି, ଝୁଣି ଖାଇଲା ରକ୍ତମୁଖା ବାଘ, ପୂରା ଘଟଣା ଜାଣିଲେ…

ଲଣ୍ଡନ,୧୧ା୧୦: ଇଂଲଣ୍ଡର ୟର୍କସାୟର୍ ଓ୍ବାଇଲ୍ଡଲାଇଫ୍‌ ପାର୍କରେ ଜଣେ ବ୍ୟକ୍ତି ବାଘ ରହୁଥିବା ଏନକ୍ଲୋଜର୍ (ଖୁଆଡ଼) ଭିତରକୁ ପଶିଯିବା ପରେ ବାଘ ଆକ୍ରମଣର ଶିକାର ହୋଇ ପ୍ରାଣ ହରାଇଛନ୍ତି।…

ଶୁକ୍ର-ମଙ୍ଗଳଙ୍କ ଯୋଗରେ ବଡ଼ ପରିବର୍ତ୍ତନ! ମେଷ, ମକର ସମେତ ୪ ରାଶିଙ୍କର ହେବ ଧନହାନି, ପାଖରୁ ପଳାଇବ ଟଙ୍କା!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶୁକ୍ର ଗ୍ରହ ତୁଳା ରାଶିରେ ଏବଂ ମଙ୍ଗଳ ଗ୍ରହ କର୍କଟ ରାଶିରେ ଅବସ୍ଥାନ କରୁଛନ୍ତି। ଶୁକ୍ରଙ୍କୁ ଧନ, ସୁଖ-ସୁବିଧା ଓ ସମ୍ପର୍କର…

ସ୍କୁଟି ଧକ୍କାରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

ବଲାଙ୍ଗୀର, ୧୧।୧୦ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସଇଁତଳା ୨୬ ନମ୍ବର ଜାତୀୟ ରାଜପଥର ବିଜାଖମନ ନର୍ସରୀ ନିକଟରେ ରବିବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ କୁଶପୁତ୍ତଳିକା ଦାହ କଲେ ବାମପନ୍ଥୀ

ବିଦ୍ୟାଧର ସାହୁ, ୧୧।୧୦: ଗଞ୍ଜାମ, ୧୦/୧୦: କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ, ଓଡ଼ିଶା କୃଷକ ସଭା ଓ କ୍ଷେତ ମଜଦୁର ୟୁନିୟନ ପକ୍ଷରୁ ଗଞ୍ଜାମ ତହସିଲ ଅନ୍ତର୍ଗତ ରାମଗଡ଼…

ସମଲେଶ୍ବରୀଙ୍କ ଶୈଳପୁତ୍ରୀ ବେଶ

ବରଗଡ଼,୧୧।୧୦(ପ୍ରେମାନନ୍ଦ ଖମାରୀ): ଆଜିଠାରୁ ଆରମ୍ଭ ହୋଇଛି ଶାରଦୀୟ ନବରାତ୍ର ପୂଜା। ଏହି ଅବସରରେ ନବରାତ୍ର ପୂଜାର ପ୍ରଥମ ଦିବସରେ ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା ସମଲେଶ୍ବରୀ ଶୈଳପୁତ୍ରୀ…

ସରକାରଙ୍କ ବଡ଼ ଘୋଷଣା: ବଢିବ ମାସିକ ପେନସନ! ଜାଣନ୍ତୁ କେତେ …

ଲକ୍ଷ୍ନୌ,୧୧।୧୦: ଉତ୍ତରପ୍ରଦେଶର ବୟସ୍କ ନାଗରିକ, ନିରାଶ୍ରିତ ମହିଳା ଓ ଦିବ୍ୟାଙ୍ଗଜନଙ୍କ ପାଇଁ ବଡ଼ ଖବର। ଯୋଗୀ ଆଦିତ୍ୟନାଥ ସରକାର ଏହି ବର୍ଗର ହିତାଧିକାରୀଙ୍କୁ ମିଳୁଥିବା ପେନସନ ରାଶି…

ମଦନପୁର କଲେଜ ଛାତ୍ର ସଂସଦ ନିର୍ବାଚନ ବାତିଲ

ରାଜନଗର, ୧୧।୧୦ (ଭାସ୍କର ରାଉତରାୟ): ସ୍ଥାନୀୟ ୟୁ. କେ. ମହାବୀର ମହାବିଦ୍ୟାଳୟରେ ଶନିବାର ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଗଣ୍ଡଗୋଳ ଓ ମାରପିଟ ଘଟିଥିବା ଅଭିଯୋଗ…

ଏଇ ଭାରତରେ

ନିଶା ବିନାଶର କାରଣ- ଏହିି କଥାକୁ ଭଲ ଭାବେ ହୃଦୟଙ୍ଗମ କରିଛନ୍ତି ହିମାଚଳପ୍ରଦେଶର ଲତା ଦେବୀ। ସେ ବାମସନ୍‌ ବ୍ଲକ ବାହ୍ଲୋ ପଞ୍ଚାୟତର ସରପଞ୍ଚ ଭାବେ ୫ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?