Posted inଖେଳ

‘ଏସିଆ କପ୍‌ରେ ରୋହିତଙ୍କ ସହ ଓପନିଂ କରନ୍ତୁ କୋହଲି’

ନୂଆଦିଲ୍ଲୀ,୧୨।୮: ଆଗାମୀ ଏସିଆ କପ୍‌ରେ ବିରାଟ କୋହଲି ଏବଂ ରୋହିତ ଶର୍ମା ଉପନିଂ କରିବା ଉଚିତ। କାରଣ ଯେତେବେଳେ ଜଣେ ଓପନିଂ କରେ ସ୍କୋର ୦/୦ ଥାଏ। ତୃତୀୟ ସ୍ଥାନରେ ବ୍ୟାଟିଂ କଲେ ମ୍ୟାଚ୍‌ର ସ୍ଥିତି ଅନୁଯାୟୀ ଜଣଙ୍କୁ ଖେଳିବାକୁ ପଡେ। କୋହଲିଙ୍କ ସହ ଏଭଳି ହେଉଛି। ସେ ଯେକୌଣସି ସ୍ଥାନରେ ଖେଳିପାରିବେ। କାରଣ ଏବେ ବି ତାଙ୍କ ଷ୍ଟ୍ରାଇକ୍‌ ରେଟ୍‌ ୧୭୦ ପାଖାପାଖି ରହୁଛି ବୋଲି କହିଛନ୍ତି ଭାରତର ପୂର୍ବତନ ଉଇକେଟକିପର ପାର୍ଥିବ ପଟେଲ।

କ୍ରିକ୍‌ବଜର ୟୁଟ୍ୟୁବ୍‌ ଚ୍ୟାନେଲରେ ପଟେଲ କହିଛନ୍ତି, କୋହଲି ଆଇପିଏଲ୍‌ରେ ରୟାଲ ଚ୍ୟୋଲଞ୍ଜର୍ସ ବାଙ୍ଗାଲୋର ପାଇଁ ଓପନିଂ କରି ବହୁତ ରନ୍‌ କରିଛନ୍ତି। ସମସ୍ତେ ତାଙ୍କୁ ତାଙ୍କ ଷ୍ଟାଇଲ୍‌ରେ ଖେଳିବାକୁ ଦେଖିବାକୁ ଚାହାନ୍ତି। ହେଲେ ତାଙ୍କୁ କିଛି ପ୍ରମାଣ କରିବା ଆବଶ୍ୟକତା ନାହିଁ। ଆଇପିଏଲ୍‌ର ଭିନ୍ନ ଭିନ୍ନ ସଂସ୍କରଣରେ ତାଙ୍କର ରନ୍‌ ଏବଂ ଲମ୍ବା ଇନିଂସ ଦେଖିବାକୁ ମିଳିଛି। ବଡ କଥା ଯେ ସେ ସର୍ବଦା ଆକ୍ରମଣାତ୍ମକ ଢ଼ଙ୍ଗରେ ଖେଳିବାକୁ ଚାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦିନେ ତାଙ୍କ ପ୍ରତିଭାକୁ ଚିହ୍ନିଥିଲେ ଗୌତମ ଗମ୍ଭୀର, ଆଜି ଭାରତୀୟ ଦଳରେ ପାଇଲେ ସ୍ଥାନ

ସିଡନୀ,୭।୧: ଭାରତୀୟ ଦ୍ରୁତ ବୋଲର ନବଦୀପ ସଇନି ଅଷ୍ଟ୍ରେଲିଆ ବିପକ୍ଷରେ ଟେଷ୍ଟ ଡେବ୍ୟୁ କରିଛନ୍ତି। ଫଳରେ ସେ ଭାରତର ୨୯୯ତମ ଟେଷ୍ଟ କ୍ରିକେଟର ହୋଇଛନ୍ତି। ଆହତ...

ଅଶୋକଙ୍କୁ ଜାତୀୟ ଦାୟିତ୍ୱ

ଭୁବନେଶ୍ୱର, ୧୩।୮ (କ୍ରୀଡ଼ା ପ୍ରତିନିଧି): ଅନ୍ତର୍ଜାତୀୟ ବାସ୍କେଟବଲ ଆସୋସିଏଶନ (ଏଫ୍‌ଆଇବିଏ)ର ୧୮ ବର୍ଷରୁ କମ୍‌ ଏସିଆନ ବାସ୍କେଟବଲ ଚାମ୍ପିୟନଶିପ୍‌ ଇରାନର ତେହେରାନଠାରେ ଚଳିତ ମାସ ୨୧ରୁ...

ଟି -୨୦ ବିଶ୍ୱକପରେ ଖେଳିବେ କରୋନା ପଜିଟିଭ୍‌ ଖେଳାଳି : ଆଇସିସି ନିଷ୍ପତ୍ତି…

ମେଲବୋର୍ନ,୧୭।୧୦ : ଅଷ୍ଟ୍ରେଲିଆରେ ଟି -୨୦ ବିଶ୍ୱକପ ଆରମ୍ଭ ହୋଇଛି। କ୍ରିକେଟ ପ୍ରଶଂସକଙ୍କ ପାଇଁ ଏକ ବଡ ଖୁସି ଖବର ବାହାରକୁ ଆସୁଛି। ଆଇସିସି ପକ୍ଷରୁ...

ଇସ୍ରୋକୁ ଅଭିନନ୍ଦନ ଜଣାଇଲା ଭାରତୀୟ କ୍ରିକେଟ ଦଳ

ନୂଆଦିଲ୍ଲୀ,୨୩।୭: ଭାରତୀୟ ସ୍ପେସ ଇତିହାସରେ ଯୋଡି ହୋଇଛି ସ୍ବର୍ଣ୍ଣିମ ଅଧ୍ୟାୟ। ଆମେରିକା, ଚାଇନା ଓ ରୁଷ ପରେ ୪ର୍ଥ ଦେଶ ଭାବେ ଭାରତ ତା’ର ଚନ୍ଦ୍ରଯାତ୍ରା...

ଆଇସିସି ବିଶ୍ୱକପ୍‌ ଗୀତ ରିଲିଜ୍‌ ହେଲା

ଲଣ୍ଡନ, ୧୮ା୫ (ପି.ଟି.)-ଇଣ୍ଟରନ୍ୟାଶନାଲ କ୍ରିକେଟ କାଉନ୍‌ସିଲ (ଆଇସିସି)ର ପୁରୁଷ ବିଶ୍ୱକପ୍‌ ପାଇଁ ପ୍ରସ୍ତୁତ କରାଯାଇଥିବା ଗୀତ ଶୁକ୍ରବାର ରିଲିଜ ହୋଇଛି। ଏହାର ଶୀର୍ଷକ ‘ଷ୍ଟାଣ୍ଡ ବାଏ’...

କୋପା ଆମେରିକା: ସେମିରେ ବ୍ରାଜିଲ

ପୋର୍ତୋ ଆଲେଗ୍ରେ,୨୯।୬- ଚଳିତ କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟରେ ପ୍ରଥମ ଦଳଭାବେ ବ୍ରାଜିଲ ସେମିଫାଇନାଲରେ ପ୍ରବେଶ କରିଛି। କ୍ୱାର୍ଟର ଫାଇନାଲରେ ଏହି ଦଳ ଶୁଟ୍‌ଆଉଟ୍‌ ଜରିଆରେ...

ଅଶ୍ୱିନଙ୍କଠାରୁ ଲିୟନ ଭଲ ଅଫ୍‌ ସ୍ପିନର: ବ୍ରାଡ ହଗ୍‌

ନୂଆଦିଲ୍ଲୀ,୧୧।୪ (ପି.ଟି.): ରବିଚନ୍ଦ୍ରନ ଅଶ୍ୱିନ ଜଣେ ଉଚ୍ଚକୋଟୀର ଅଫ୍‌ ସ୍ପିନର ଓ ତାଙ୍କର ପ୍ରଦର୍ଶନ ଦୃଷ୍ଟାନ୍ତମୂଳକ। ତେବେ ଅଶ୍ୱିନଙ୍କଠାରୁ ନିଜର ଦେଶର ନାଥନ ଲିୟନ ଅପେକ୍ଷାକୃତ...

ସିରିଜ୍‌ ଜିତିଲା ଭାରତ…

ବର୍ମିଂହାମ୍‌, ୯।୭ : ଭାରତ ଇଂଲଣ୍ଡ ମଧ୍ୟରେ ବର୍ମିଂହାମ୍‌ରେ ଖେଳାଯାଉଥିବା ୩ଟି ଟି-୨୦ ମ୍ୟାଚ୍‌ର ଦ୍ୱିତୀୟ ମ୍ୟାଚ୍‌ରେ ଭାରତ ସହଜ ବିଜୟ ହାସଲ କରିଛି। ଏହା...

Advertisement
Archives

Model This Week