କପିଲଙ୍କ ଶୋ’ ଦେଖିବା ପାଇଁ ୩ ଲକ୍ଷ ଟଙ୍କା ଖର୍ଚ୍ଚ କରିଥିଲେ ବିରାଟ କୋହଲି: ଜାଣନ୍ତୁ କାହିଁକି

କମେଡି କିଙ୍ଗ କପିଲ ଶର୍ମାଙ୍କ ଶୋ’କୁ ଅନେକ ସେଲିବ୍ରିଟି ଆସି ସେମାନଙ୍କ ଜୀବନ ସହ ଜଡିତ କାହାଣୀ ବାଣ୍ଟନ୍ତି। ଥରେ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ମଧ୍ୟ କପିଲଙ୍କ ଶୋ’କୁ ଆସିଥିଲେ। ଏଠାରେ କୋହଲି ଏକ ମଜାଦାର କଥା ଶେୟାର କରିଥିଲେ। ଏହି ଶୋ’ ଦେଖିବା ପାଇଁ ତାଙ୍କୁ କିପରି ୩ ଲକ୍ଷ ଟଙ୍କା ଦେବାକୁ ପଡିବ ଥିଲା। ଭାରତୀୟ ଦଳକୁ ସମୟ ମିଳିଲେ, ସମସ୍ତେ ଏକାଠି ବସି କପିଲ ଶର୍ମାଙ୍କ ସୋ ଦେଖିବାକୁ ପସନ୍ଦ କରନ୍ତି ବୋଳି କୋହଲି କହିଥିଲେ। ସେ କହିଥିଲେ ଯେ, ଶ୍ରୀଲଙ୍କା ଗସ୍ତରେ ବିମାନବନ୍ଦରରେ ଅପେକ୍ଷା କରିଥିଲୁ। ମୁଁ ବିରକ୍ତ ହେଉଥିଲି, ଭାବିଲି ଚାଲ କିଛି ଦେଖିବା। ସେଠାରେ ଅପେକ୍ଷା କରିବାବେଳେ ବହୁତ ଡେରି ହୋଇଯାଇଥିଲା। ମୁଁ ଜାଣି ନ ଥିଲି ଯେ ମୋର ୱାଇଫାଇ ନାହିଁ।
ମୁଁ କେବଳ ଭାରତରେ ମୋର ୩ଜି ସେଲୁଲାର୍‌ ନେଟୱାର୍କରେ ଏହି ଶୋ’ ଦେଖୁଥିଲି। ଏକ ଘଣ୍ଟା ଇଣ୍ଟରନ୍ୟାସନାଲ ରୋମିଂରେ କପିଲଙ୍କ ସହ କମେଡି ନାଇଟ ଦେଖିଲୁ। ସେତେବେଳେ ମୋ ଭାଇର କଲ ଆସିଲା । ସେ କହିଲେ ତୋର ଫୋନ ବିଲ ୩ ଲକ୍ଷ ଆସିଛି। ଏହା ଶୁଣି ମୁଁ ଆଶ୍ଚର୍ଯ୍ୟ ହୋଇଯାଇଥିଲି ବୋଲି କୋହଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ ଟେଷ୍ଟ: ବାଂଲାଦେଶ ୨୨୭ ରନ୍‌ରେ ଅଲଆଉଟ୍‌

ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ ଢାକାରେ ଚାଲିଛି। ଟସ ଜିତିବା ପରେ ପ୍ରଥମେ ବ୍ୟାଟିଂ କରି ବାଂଲାଦେଶ...

ଆଣ୍ଡ୍ରିୟୁ ସାଇମଣ୍ଡସଙ୍କ ପରଲୋକରେ କ୍ରିକେଟ ଜଗତରେ ଶୋକର ଛାୟା

ନୂଆଦିଲ୍ଲୀ,୧୫ ।୫: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଆଣ୍ଡ୍ରିୟୁ ସାଇମଣ୍ଡସଙ୍କର କାର ଦୁର୍ଘଟଣାରେ ୪୬ ବର୍ଷ ବୟସରେ ପରଲୋକ ହୋଇଛି । ଏହି ଖବର ଜଣାପଡିବା ପରେ...

ବିକି କୌଶଲଙ୍କ ହାତରୁ ପ୍ରୋଜେକ୍ଟ ଛଡାଇନେଲେ ଦେବରକୋଣ୍ଡା

ମୁମ୍ବାଇ: ଆଜିକାଲି ବଲିଉଡ ଅଭିନେତା ବିକି କୌଶଲ ଚର୍ଚ୍ଚାରେ ରହୁଛନ୍ତି। ନିକଟରେ ଅଭିନେତାଙ୍କ ଅପକମିଙ୍ଗ୍‌ ଫିଲ୍ମ ‘ଗୋବିନ୍ଦା ମେରା ନାମ’ର ଟ୍ରେଲର ରିଲିଜ୍‌ ହୋଇଛି। ଏହି...

ଆଜିଠୁ କଳିଙ୍ଗରେ ଆଇଟିଏଫ୍‌ ଟେନିସ୍‌

ଭୁବନେଶ୍ୱର,୪।୪(କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମରେ ମଙ୍ଗଳବାର ଆରମ୍ଭ ହେବ ଆଇଟିଏଫ୍‌(ଅନ୍ତର୍ଜାତୀୟ ଟେନିସ୍‌ ଫେଡେରେଶନ)ଟେନିସ ପ୍ରତିଯୋଗିତା। ସର୍ବଭାରତୀୟ ଟେନିସ୍‌ ଆସୋସିଏଶନ (ଏଆଇଟିଏ), ଓଡ଼ିଶା ଟେନିସ୍‌ ଆସୋସିଏଶନ(ଓଟିଏ) ଓ...

କୃତୀ ଆଥ୍‌ଲେଟଙ୍କୁ ଆର୍ଥିକ ପ୍ରୋତ୍ସାହନ

ଭୁବନେଶ୍ୱର, ୩୦।୬ (ତପନ ସ୍ବାଇଁ): ଜର୍ମାନୀର ବର୍ଲିନଠାରେ ଅନୁଷ୍ଠିତ ସ୍ପେଶାଲ ଅଲିମ୍ପିକ୍ସ ଓ୍ବାଲର୍‌ଡ ସମର ଗେମ୍ସରେ ଅଂଶଗ୍ରହଣ କରି ଚମତ୍କାର ପ୍ରଦର୍ଶନ କରିଥିବା ଓଡ଼ିଶା ଆଥଲେଟ୍‌ଙ୍କୁ...

ଶ୍ରୀଲଙ୍କା ବିପକ୍ଷ ଟି୨୦ ସିରିଜ ଜିତିଲା ଇଂଲଣ୍ଡ

କାର୍ଡିଫ, ୨୬ା୬ (ଏପି)-ବର୍ଷାରେ ପ୍ରଭାବିତ ଦ୍ୱିତୀୟ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ମ୍ୟାଚରେ ଇଂଲଣ୍ଡ ୫ ଉଇକେଟରେ ଶ୍ରୀଲଙ୍କାକୁ ପରାସ୍ତ କରିଛି। ଏଥିସହିତ ଦଳ ୨-୦ରେ ଅଗ୍ରଣୀ...

ଭାରତୀୟ ଦଳର ଗସ୍ତ ପାଇଁ ଯାତ୍ରା କଟକଣା କୋହଳ କରିବ ଅଷ୍ଟ୍ରେଲିଆ

ମେଲବୋର୍ନ,୨୫।୪(ପି.ଟି.): କରୋନା ଭାଇରସ ମହାମାରୀ କାରଣରୁ କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ଆର୍ଥିକ ସଙ୍କଟ ଦେଇ ଗତି କରୁଛି। ସିଏ ପାଖାପାଖି ୩୦୦ ମିଲିୟନ ଅଷ୍ଟ୍ରେଲୀୟ ଡଲାର...

‘ଭାରତକୁ ହେୟଜ୍ଞାନର ଫଳ’

ବ୍ରିସ୍‌ବେନ୍‌, ୨୦ା୧ (ପି.ଟି.)- ଅନଭିଜ୍ଞ ତଥା ଇଞ୍ଜୁରିଗ୍ରସ୍ତ ଭାରତଠାରୁ ତାଙ୍କ ଦଳର ପରାଜୟ ଅଷ୍ଟ୍ରେଲିଆ କ୍ରିକେଟ ଦଳର ମୁଖ୍ୟ କୋଚ୍‌ ଜଷ୍ଟିନ ଲାଙ୍ଗରଙ୍କୁ ଖୁବ୍‌ ବାଧିଛି।...

Advertisement
Archives

Model This Week