Posted inଖେଳ

ବିମାନମନ୍ଦରରେ ଝିଅକୁ ଛାତିରେ ଜାବୁଡି ଧରିଲେ ଅନୁଷ୍କା

ଭାରତ ଏବଂ ଇଂଲଣ୍ଡ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ପାଇଁ ଭାରତୀୟ କ୍ରିକେଟ ଦଳ ପୁଣେରେ ପହଞ୍ଚିଛି। ସିରିଜର ପ୍ରଥମ ମ୍ୟାଚ ମାର୍ଚ୍ଚ ୨୩ରେ ଖେଳାଯିବ। ବିରାଟ ଏବଂ ଟିମ ଇଣ୍ଡିଆ ୨୧ ମାର୍ଚ୍ଚ ଅପରାହ୍ନରେ ପୁଣେ ପାଇଁ ଅହମ୍ମଦାବାଦ ଛାଡିଛନ୍ତି। ଏହି ସମୟରେ ଅନୁଷ୍କା ଏବଂ ଭାମିକା ବିରାଟ କୋହଲିଙ୍କ ସହ ଅହମ୍ମଦାବାଦ ବିମାନବନ୍ଦରରେ ନଜର ଆସିଥିଲେ। ସୋସିଆଲ ମିଡିଆରେ ଭାଇରାଲ ଫଟୋରେ ଅନୁଷ୍କା ଭାମିକାଙ୍କୁ ଜାବୁଡି ଧରିଥିବା ଦେଖାଯାଇଛି। ଏଥିସହିତ ବିରାଟ କୋହଲି ପଛରେ ନିଜ ବ୍ୟାଗ୍‌ ଧରି ଯାଉଛନ୍ତି। ଭାରତରେ କ୍ରିକେଟ ବୋର୍ଡ ଅଫ କଣ୍ଟ୍ରୋଲ ସମସ୍ତ ଖେଳାଳିଙ୍କୁ ସିରିଜ ସମୟରେ ପରିବାରକୁ ସେମାନଙ୍କ ସହିତ ରଖିବାକୁ ଅନୁମତି ଦେଇଛି। ଅନୁଷ୍କା ଶର୍ମା ଟେଷ୍ଟ ସିରିଜରେ ଅହମ୍ମଦାବାଦରେ ବିରାଟ କୋହଲିଙ୍କ ସହ ଯୋଗ ଦେଇଥିଲେ। ସୂଚନାଯୋଗ୍ୟ,୩ଟି ଏକଦିବସୀୟ କୌଣସି ଦର୍ଶକଙ୍କ ବିନା ୨୩, ୨୬ ଏବଂ ୨୮ ମାର୍ଚ୍ଚରେ ଏମସିଏ ଷ୍ଟାଡିୟମରେ ଖେଳାଯିବ।

 

View this post on Instagram

 

A post shared by Viral Bhayani (@viralbhayani)


Enter your email to get our daily news in your inbox.

All Right Reserved By Dharitri.Com

ଶରଦ ପାଓ୍ବାରଙ୍କ ହାତ ଧରି ଆଣିଲେ ମୋଦି: ରାଜନୀତିରେ ବଡ଼ ହଲହଲ

ନୂଆଦିଲ୍ଲୀ,୨୨।୭: ଜନ୍ତରମନ୍ତରରେ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ଏବଂ ପ୍ରତିବାଦ ମଧ୍ୟରେ ଏନସିପି ମୁଖ୍ୟ ଶରଦ ପାୱାର ଏବଂ ତାଙ୍କ ଝିଅ ସୁପ୍ରିୟା ସୁଲେ ବୁଧବାର ସଂସଦ ଭବନରେ…

କିଏ ଉଠାଇବେ ସୋନମ ୱାଙ୍ଗଚୁକଙ୍କ ଚିକିତ୍ସା ଖର୍ଚ୍ଚ: ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରେ ଭର୍ତ୍ତି ହେବା ପରେ ସବୁଠାରୁ ବଡ଼ ପ୍ରଶ୍ନ ଏହା ଯେ ଏହି ଚିକିତ୍ସା ପାଇଁ ହେଉଥିବା ମୋଟ ଖର୍ଚ୍ଚ କିଏ ଦେବ? ବର୍ତ୍ତମାନ ପର୍ଯ୍ୟନ୍ତ…

ପୋଲିସ ସହ ଛାତ୍ରୀଛାତ୍ରଙ୍କ ଘମାଘୋଟ ସଂଘର୍ଷ: ଦିଲ୍ଲୀ ପରେ ଏବେ ଏଇଠି ତେଜିଲା ଆନ୍ଦୋଳନ, CJPକୁ ସମର୍ଥନ କରି…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ସଂସଦ ଭବନ ମାର୍ଚ୍ଚ ସମୟରେ ଯେପରି ଚିତ୍ର ସାମ୍ନାକୁ ଆସିଥିଲା, କିଛି ସେହିପରି ଚିତ୍ର ବୁଧବାର ରାଜଧାନୀ ପାଟନାରେ ଦେଖିବାକୁ ମିଳିଛି। ‘ଆଇସା’ (AISA)…

ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା…

ବଡ଼ ଘୋଷଣା କଲେ ମୋଦି ସରକାର; ସିଜେପି ନେତାଙ୍କ ସହ ହେବ…

ନୂଆଦିଲ୍ଲୀ,୨୨ା୭: କକରୋଚ୍ ଜନତା ପାର୍ଟି (CJP) ର ନେତୃତ୍ୱରେ ପେପର ଲିକ୍ ବିରୋଧରେ ଆନ୍ଦୋଳନ ଜାରି ରହିଛି। ସଂସଦ ମାର୍ଚ୍ଚ ପରେ ବି ସିଜେପିର ପ୍ରତିବାଦ ଥମିନାହିଁ।…

ଉଦ୍ଧବ ଠାକ୍‌ରେଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟ୍‌କା, ୬ ଏମ୍‌ପିଙ୍କ ମିଶ୍ରଣକୁ…

ନୂଆଦିଲ୍ଲୀ,୨୨ା୭: ଶିବସେନାରେ ମିଶ୍ରଣକୁ ଅନୁମୋଦନ କରିବା ପାଇଁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଦେଇଥିବା ଆଦେଶକୁ ବୁଧବାର ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ମନା କରିଦେଇଛନ୍ତି…

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ। ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri