Posted inଖେଳ

ରେକର୍ଡରେ ଏଭଳି କୋହଲି: ଧୋନୀଙ୍କ ପରେ ଭାରତର ଦ୍ୱିତୀୟ ସଫଳ ଟି୨୦ ଅଧିନାୟକ; ବିଶ୍ୱରେ ପଞ୍ଚମ…

ନୂଆଦିଲ୍ଲୀ,୧୭।୯: ଭାରତୀୟ କ୍ରିକେଟ ଟିମ୍‌ ଅଧିନାୟକ ବିରାଟ କୋହଲି ଟି୨୦ ବିଶ୍ୱକପ୍‌ ପରେ ଟି୨୦ ଟିମ୍‌ର ଅଧିନାୟକତ୍ୱ ଛାଡ଼ିବାକୁ ଘୋଷଣା କରିଛନ୍ତି। ସେ ସୋସିଆଲ ମିଡିଆରେ ଏକ ପୋଷ୍ଟ କରି ଏହି ନିଷ୍ପତ୍ତି ନେଇ ସୂଚନା ଦେଇଥିଲେ। ହେଲେ ଯଦି ଅନ୍ତର୍ଜାତୀୟସ୍ତରର ରେକର୍ଡ ଉପରେ ନଜର ପକାଇବା ତେବେ ସେ ଭାରତର ଦ୍ୱିତୀୟ ସଫଳ ଟି୨୦ ଅଧିନାୟକ। ସେହିଭଳି ବିଶ୍ୱରେ ସେ ପଞ୍ଚମ ସ୍ଥାନରେ ଅଛନ୍ତି।

ଏଯାବତ ବିରାଟ ଭାରତ ପାଇଁ ମୋଟ ୪୫ ଟି୨୦ ମ୍ୟାଚ୍‌ରେ ଅଧିନାୟକ ଥିବା ବେଳେ ୨୭ଟିରେ ଭାରତ ଜିତିଛି। ଅପରପକ୍ଷେ ମହେନ୍ଦ୍ର ସିଂହ ଧୋନୀ ୪୨ ଟି୨୦ ମ୍ୟାଚ୍‌ରେ ଭାରତକୁ ଜିତାଇଛନ୍ତି। ବିଶ୍ୱର ଅଧିନାୟକଙ୍କ ସହ ତୁଳନା କଲେ ବିଶ୍ୱର ପଞ୍ଚମ ସବୁଠାରୁ ସଫଳ ଅଧିନାୟକ ହେଉଛନ୍ତି କୋହଲି।

ଏହାଛଡ଼ା ଆଇପିଏଲ୍‌ରେ ସେ ଆର୍‌ସିବି ପକ୍ଷରୁ ୧୩୨ ମ୍ୟାଚ୍‌ରେ ଅଧିନାୟକ ଥିବା ବେଳେ ସେଥିରୁ ୬୬ ପରାସ୍ତ ହୋଇଛନ୍ତି। ୬୨ ମୁକାବିଲା ସେ ଜିତିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ସାହି ମଧ୍ୟରେ ମହାଭାରତ: ଥାନା ସମ୍ମୁଖରେ ମାରପିଟ ହୋଇ…

ରାୟଗଡ଼ା,୨୩।୫( ସୁଜାତା ପାଢ଼ୀ): ରାୟଗଡ଼ ସହର ଥାନା ସମ୍ମୁଖରେ ଦୁଇ ଗୋଷ୍ଠୀର ଲୋକଙ୍କ ମଧ୍ୟରେ ମାରପିଟ ସହ ଅଶାନ୍ତି ଦେଖାଦେଇଛି । ଦୁଇ ସାହି ମଧ୍ୟରେ ବଚ୍‌ସା…

ଯୁକ୍ତ୨ ନାମଲେଖା ପାଇଁ ଏହିଦିନଠୁ ଆରମ୍ଭ ହେବ ଆବେଦନ

ଭୁବନେଶ୍ୱର,୨୩ା୫(ସୁଚିସ୍ମିତା ସାହୁ): ଯୁକ୍ତ ୨ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୬ ତାରିଖରୁ ଜୁନ୍‌ ୩୦ ଯାଏ ଛାତ୍ରୀଛାତ୍ର ଅନ୍‌ଲାଇନ୍‌ ମାଧ୍ୟମରେ ଆବେଦନ କରିପାରିବେ।…

ଭାରତର ଡାଟା ସେଣ୍ଟର ପରିକଳ୍ପନାକୁ ବିପଦ ରୌଦ୍ରତାପ: ପ୍ରଶ୍ନ ଘେରରେ…

ନୂଆଦିଲ୍ଲୀ, ୨୩ା୫:ଭାରତ ଭଳି ଏକ କ୍ରମବର୍ଦ୍ଦିଷ୍ଣ ଅର୍ଥନୈତିକ ରାଷ୍ଟ୍ରରେ ବିଭିନ୍ନ କ୍ଷେତ୍ରର ସମ୍ପ୍ରସାରଣ କରାଯାଉଥିବାବେଳେ ଡିଜିଟାଲ ବ୍ୟବସ୍ଥାର ଭିତ୍ତିଭୂମି ବୃଦ୍ଧି ଦେଶକୁ ବିଭିନ୍ନ ଦିଗରେ ରୂପାନ୍ତରିତ କରିଛି।…

ବିଧାୟକ ରଣେନ୍ଦ୍ରଙ୍କ ଗାଡ଼ିକୁ ଅଣ୍ଡାମାଡ଼: ତା’ପରେ ଘଟିଲା…

ତିଗିରିଆ,୨୩ା୫(ଜାଫର ଖାଁ): କଟକ ଜିଲା ତିଗିରିଆ ପଞ୍ଚାୟତର ସମିତି ବୈଠକରେ ଯୋଗଦେବାକୁ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଆସୁଥିବାବେଳେ ପାଞ୍ଚଗଁା ଛକରେ ତାଙ୍କୁ ବିରୋଧ କରାଯାଇଛି। କେତେଜଣ…

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍‌ମା’ ଲାଗୁ କଲେ ସରକାର

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା):  ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri