Posted inଖେଳ

ଅଚାନକ ଅଧିନାୟକ ହୋଇଗଲେ ବିରାଟ କୋହଲି: ମ୍ୟାଚ୍‌ ମଝିରେ ନିଆଗଲା ବଡ଼ ନିଷ୍ପତ୍ତି, ଜାଣନ୍ତୁ କାହିଁକି

ସିଡନୀ,୪।୧: ବର୍ଡର-ଗାଭାସ୍କର ଟ୍ରଫି ୨୦୨୪-୨୫ର ପଞ୍ଚମ ତଥା ଶେଷ ଟେଷ୍ଟ ସିଡନୀରେ ଖେଳାଯାଉଛି। ସିଡନୀ ଟେଷ୍ଟରେ ଟିମ ଇଣ୍ଡିଆ ପାଇଁ ଏପର୍ଯ୍ୟନ୍ତ ଅନେକ ଉତ୍ଥାନ-ପତନ ଦେଖାଯାଇଛି। ମ୍ୟାଚର ସବୁଠାରୁ ବଡ ପରିବର୍ତ୍ତନ ଅଧିନାୟକ ରୋହିତ ଶର୍ମାଙ୍କ ରୂପରେ ଦେଖିବାକୁ ମିଳିଥିଲା। ରୋହିତ ସିଡନୀ ଟେଷ୍ଟରୁ ଓହରି ଯାଇଥିଲେ। ବର୍ତ୍ତମାନ ହଠାତ୍‌ ମ୍ୟାଚ ଭିତରେ ବିରାଟ କୋହଲିଙ୍କୁ ଅଧିନାୟକ କରାଯାଇଥିଲା।
ରୋହିତ ଶର୍ମାଙ୍କ ସ୍ଥାନରେ ଉପ-ଅଧିନାୟକ ଜସପ୍ରୀତ ବୁମ୍‌ରାଙ୍କୁ ସିଡନୀ ଟେଷ୍ଟରେ ଭାରତର ଦାୟିତ୍ୱ ଦିଆଯାଇଥିଲା। ମ୍ୟାଚର ଦ୍ୱିତୀୟ ଦିନରେ ଜସପ୍ରୀତ ବୁମ୍‌ରା ହଠାତ୍‌ ପଡ଼ିଆରୁ ବାହାରକୁ ଯାଇଥିଲେ। ବୁମରାଙ୍କ ପରେ ବିରାଟ କୋହଲି ଅଧିନାୟକ ଭାବରେ ପଡ଼ିଆରେ ଉପସ୍ଥିତ ଅଛନ୍ତି। ଏହିପରି ଭାବରେ ରୋହିତ ଶର୍ମାଙ୍କ ଡ୍ରପ ପରେ କୋହଲିଙ୍କୁ ଟିମ ଇଣ୍ଡିଆର ଅଧିନାୟକ କରାଯାଇଛି
କମେଣ୍ଟ୍ରି କରୁଥିବା ରବି ଶାସ୍ତ୍ରୀ କହିଛନ୍ତି, ବୁମ୍‌ରାଙ୍କୁ ସ୍କାନ ପାଇଁ ପଡ଼ିଆ ବାହାରେ ନିଆଯାଇଥାଇପାରେ। ବୁମରା ପ୍ରଥମେ ପଡ଼ିଆରୁ ବାହାରକୁ ଯାଇଥିଲେ ଏବଂ ପ୍ରାୟ ଅଧ ଘଣ୍ଟା ପରେ ତାଙ୍କୁ ଡାକ୍ତରୀ ଦଳ ସହିତ ଷ୍ଟାଡିୟମ ଛାଡିଥିବାର ନଜର ଆସିଥିଲେ। ମେଡିକାଲ ଟିମ ଏବଂ ସପୋର୍ଟ ଷ୍ଟାଫଙ୍କ ସହ ବୁମରା କାରରେ ବାହାରକୁ ଯାଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଅମିତ ଶାହାଙ୍କୁ ଭେଟିଲେ ଗୌତମ ଗମ୍ଭୀର: ଦେଲେ ଏହି ବିଶେଷ ଉପହାର, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ସୋମବାର କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତକାରର ଫଟୋ ଗମ୍ଭୀର…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

ରୁଷିଆ ନିର୍ବାଚନରେ ପୁଟିନଙ୍କ ଦବଦବା, ୪୫୦ରୁ ୩୫୫ ଆସନ ଜିତିଲା ୟୁନାଇଟେଡ୍…

ମସ୍କୋ,୨୧।୯: ରୁଷିଆର ସଂସଦୀୟ ନିର୍ବାଚନରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମର୍ଥନ ଥିବା ୟୁନାଇଟେଡ୍ ରୁଷିଆ ପାର୍ଟି ବଡ଼ ବିଜୟ ହାସଲ କରିଛି । ପୁଟିନ୍‌ଙ୍କ ଦଳ ସଂସଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?