Posted inଖେଳ

ଇତିହାସ ରଚିଲେ ବିରାଟ କୋହଲି! ଭାଙ୍ଗିଲେ ସଚିନ ତେନ୍ଦୁଲକରଙ୍କ ଏହି ବଡ଼ ରେକର୍ଡ

ପୁଣେ, ୧୯।୧୦: ଭାରତୀୟ କ୍ରିକେଟର ମାଇଲଷ୍ଟୋନ ମ୍ୟାନ୍‌ ବିରାଟ କୋହଲି। ଗୁରୁବାର ସେ ନିଜ ନାମରେ ଆଉ ଏକ ରେକର୍ଡ କରିଛନ୍ତି। ଏହା ସହ ଭାରତୀୟ କିମ୍ବଦନ୍ତୀ କ୍ରିକେଟର ସଚିନ୍‌ ତେନ୍ଦୁଲକରଙ୍କ ଆଉ ଏକ ରେକର୍ଡ ଭାଙ୍ଗିଛନ୍ତି କୋହଲି। ଦ୍ରୁତତମ ଖେଳାଳି ଭାବରେ ଇଣ୍ଟରନ୍ୟାଶନାଲ କ୍ରିକେଟରେ ୨୬ ହଜାର ରନ୍‌ ପୂରଣ କରିଛନ୍ତି କୋହଲି।

ପୁଣେରେ ବାଂଲାଦେଶ ବିପକ୍ଷ ବିଶ୍ୱକପ ମ୍ୟାଚ୍‌ରେ ଅପରାଜିତ ୧୦୩ ରନ୍‌ର ଇନିଂସ ଖେଳି କୋହଲି ଏହି ମାଇଲଖୁଣ୍ଟ ହାସଲ କରିଛନ୍ତି। ସଚିନ୍‌ ତେନ୍ଦୁଲକର ୬୦୦ ତମ ଅନ୍ତର୍ଜାତୀୟ ଇନିଂସରେ ୨୬ ହଜାର ରନ୍‌ ସ୍କୋର କରିଥିବା ବେଳେ କୋହଲି ୫୬୭ ତମ ଇନିଂସରେ ଏହି ସଫଳତା ହାସଲ କରିଛନ୍ତି। ଏହା ସହ ଅନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ରନ୍‌ସଂଗ୍ରହକାରୀ ଖେଳାଳିଙ୍କ ମଧ୍ୟରେ କୋହଲି ଚତୁର୍ଥ ସ୍ଥାନରେ ପହଞ୍ଚିଛନ୍ତି। ୫୬୭ ତମ ଇନିଂସରୁ ସେ ୨୬ ହଜାର୨୩ ରନ୍‌ ସହିତ ଚତୁର୍ଥ ସ୍ଥାନରେ ରହିଛନ୍ତି। ସଚିନ୍‌ ତେନ୍ଦୁଲକର ୩୪ ହଜାର ୩୫୭ ରନ୍‌ ସହିତ ପ୍ରଥମ ସ୍ଥାନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହଠାତ୍‌ ଅବସର ନେଇ ସମସ୍ତଙ୍କୁ ଚମକାଇଦେଲେ ଏହି ଖେଳାଳି: କ୍ରିକେଟ୍‌ ଜଗତ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ଦକ୍ଷିଣ ଆଫ୍ରିକା ପାଇଁ ପ୍ରାୟ ଏକ ଦଶନ୍ଧି ପୂର୍ବେ ନିଜର ଶେଷ ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିବା ବ୍ୟାଟର କୋଲିନ ଇଙ୍ଗ୍ରାମ ୪୧ ବର୍ଷ ବୟସରେ ବୃତ୍ତିଗତ…

ପ୍ଲେଇଂ ଇଲେଭେନ୍‌ରେ ବୈଭବଙ୍କୁ ଦେଖିବାକୁ ନ ପାଇ ଆଶ୍ଚର୍ଯ୍ୟ ହୋଇଗଲେ ଜାପାନ ଅଧିନାୟକ; କହିଲେ ଏମିତି…

ନୂଆଦିଲ୍ଲୀ,୨୨।୯: ମଙ୍ଗଳବାର ଭାରତ ଓ ଜାପାନ ମଧ୍ୟରେ ଖେଳାଯାଇଥିବା ଏକମାତ୍ର ଟି-୨୦ ମ୍ୟାଚ ବେଶ ରୋମାଞ୍ଚକର ରହିଥିଲା। ବର୍ଷା ଯୋଗୁ ମ୍ୟାଚକୁ ୫-୫ ଓଭରରେ ସୀମିତ କରାଯାଇଥିଲା।…

ହାରୁ ହାରୁ ମ୍ୟାଚ ଜିତିଗଲା ଭାରତ, ଦୀର୍ଘ ନିଃଶ୍ୱାସ ମାରି ଶ୍ରେୟସ ଆୟର କହିଲେ…

ନୂଆଦିଲ୍ଲୀ,୨୨।୯: ମଙ୍ଗଳବାର (୨୨ ସେପ୍ଟେମ୍ବର) ଭାରତ ଓ ଜାପାନ ମଧ୍ୟରେ ଖେଳାଯାଇଥିବା ଐତିହାସିକ ଟି-୨୦ ମ୍ୟାଚ ବେଶ ରୋମାଞ୍ଚକର ରହିଥିଲା। ହାରୁଥିବା ମ୍ୟାଚକୁ ଶେଷରେ ମାତ୍ର ୨…

ଭାରତ ପୁଣି ହେଲା ବିଶ୍ୱର ନମ୍ବର-୧ ଟିମ୍‌: ଇଂଲଣ୍ଡକୁ ହଟାଇ…

ନୂଆଦିଲ୍ଲୀ,୨୨।୯: ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଭାରତୀୟ କ୍ରିକେଟ ଦଳ ପୁଣିଥରେ ICC T20 ମାନ୍ୟତାରେ ପ୍ରଥମ ସ୍ଥାନ ହାସଲ କରିଛି। ନିକଟରେ ଇଂଲଣ୍ଡ ଏହି ସ୍ଥାନ ଅକ୍ତିଆର…

ଏସିଆନ ଗେମ୍ସ ଫାଇନାଲରେ ସ୍ମୃତି ମନ୍ଧାନା ରଚିଲେ ଇତିହାସ: ଏମିତି ରେକର୍ଡ କରି ହେଲେ ବିଶ୍ୱର ପ୍ରଥମ ବ୍ୟାଟର

ନୂଆଦିଲ୍ଲୀ,୨୨।୯: ଏସିଆନ ଗେମ୍ସର ଗୋଲ୍ଡ ମେଡାଲ ମ୍ୟାଚରେ ଭାରତୀୟ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରଚିଛନ୍ତି ନୂଆ ଇତିହାସ। ଶ୍ରୀଲଙ୍କା ବିପକ୍ଷ ଫାଇନାଲରେ ୧୧ ହଜାର ଅନ୍ତର୍ଜାତୀୟ…

ଏସିଆନ୍ ଗେମ୍ସରେ ଇତିହାସ ରଚିଲା ମହିଳା କ୍ରିକେଟ୍ ଟିମ୍‌, ଶ୍ରୀଲଙ୍କାକୁ ହରାଇ ଜିତିଲା ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୨୨।୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ ପଦକ ଦେଇଛି ମହିଳା କ୍ରିକେଟ୍ ଟିମ୍ । ଫାଇନାଲ୍‌ରେ ଶ୍ରୀଲଙ୍କାକୁ ୧୪୭ ରନ୍‌ର ବଡ଼ ବ୍ୟବଧାନରେ ହରାଇ…

କମାଲ୍‌ କଲେ ୧୩ ବର୍ଷୀୟା ବାଳିକା: ଏସିଆନ ଗେମ୍ସରେ ୨ ସ୍ବର୍ଣ୍ଣ ସହ ମହାରେକର୍ଡ

ନୂଆଦିଲ୍ଲୀ,୨୨।୯: ଯେଉଁ ବୟସରେ ଅଧିକାଂଶ ପିଲା ପାଠପଢ଼ା ଓ ଖେଳର ମୌଳିକ ଅଭ୍ୟାସରେ ବ୍ୟସ୍ତ ରହନ୍ତି, ସେହି ବୟସରେ ଚାଇନାର ୧୩ ବର୍ଷୀୟା ସନ୍ତରଣକାରୀ ୟୁ ଜିଦି…

ବୈଭବ ସୂର୍ଯ୍ୟବଂଶୀ- ଇଶାନ କିଶନଙ୍କୁ ଆପ୍ୟାୟିତ କରିବାକୁ ପ୍ରସ୍ତୁତ ଜାପାନ

ନୂଆଦିଲ୍ଲୀ,୨୨।୯: ମଙ୍ଗଳବାର ସାନୋ କ୍ଲବ୍ଠାରେ ଭାରତ ଏବଂ ଜାପାନ ମଧ୍ୟରେ ଏକ ଐତିହାସିକ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ ଅନୁଷ୍ଠିତ ହେବାକୁ ଯାଉଛି। ଜାପାନରେ ବିହାରର ଲୋକମାନଙ୍କର ଉଲ୍ଲେଖନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?