ଅନୁଷ୍କାଙ୍କ ଡେଲିଭରୀ ଡେଟ୍‌ ଜଣାଇଲେ ବିରାଟ!

ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବେ ଗର୍ଭବତୀ ଅଛନ୍ତି। ସେ ଏହି ସମୟକୁ ବେଶ୍‌ ଉପଭୋଗ କରୁଛନ୍ତି। ଗର୍ଭାବସ୍ଥାର ଅନୁଭବକୁ ନିଜ ପ୍ରଶଂସକଙ୍କ ସହ ବେଳେବେଳେ ଶେୟାର ମଧ୍ୟ କରୁଛନ୍ତି। ଅନୁଷ୍କାଙ୍କ ସ୍ବାମୀ ତଥା ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏବେ ଆଇପିଏଲରେ ବ୍ୟସ୍ତ ଅଛନ୍ତି। ବିରାଟଙ୍କୁ ଚିୟର କରିବା ପାଇଁ ଅନୁଷ୍କା ଏବେ ୟୁଏଇରେ ଅଛନ୍ତି। ସେ ବିରାଟ ଖେଳୁଥିବା ମ୍ୟାଚ୍‌ ବେଳେ ମଧ୍ୟ ଷ୍ଟାଡିୟମରେ ଉପସ୍ଥିତ ରହୁଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ରାଜସ୍ଥାନ ରୟାଲ୍ସ ମ୍ୟାଚ୍‌ ସମୟରେ ଷ୍ଟାଡିୟମରେ ଅନୁଷ୍କାଙ୍କୁ ଦେଖିବାକୁ ମିଳିଥିଲା। ଏହାର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଫଟୋରେ ଅନୁଷ୍କା ଶର୍ମାଙ୍କ ବେବି ବମ୍ପ ମଧ୍ୟ ଦେଖିବାକୁ ମିଳିଛି। ବିରାଟ ଅନୁଷ୍କାଙ୍କ ଡେଲିଭରୀ ଡେଟ୍‌ ବିଷୟରେ ଏକ ବଡ଼ ଖୁଲାସା କରିଛନ୍ତି। ସେଲିବ୍ରିଟି ଫଟୋଗ୍ରାଫର ଭାଇରାଲ ଭାୟାନି ରବିବାର ତାଙ୍କ ଅଫିସିଆଲ ଇନଷ୍ଟାଗ୍ରାମ ଆକାଉଣ୍ଟରେ ବିରାଟ ଏବଂ ଅନୁଷ୍କାଙ୍କ ଏକ ଫଟୋ ଶେୟାର କରିଛନ୍ତି। ଫଟୋ କ୍ୟାପସନରେ ସେ ଲେଖିଛନ୍ତି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ୟୁଟ୍ୟୁବ ଚ୍ୟାନେଲ ସହ ସାକ୍ଷାତକାରରେ ବିରାଟ କହିଛନ୍ତି ଯେ ସେ ଆଶା କରୁଛନ୍ତି ସେମାନଙ୍କର ସନ୍ତାନ ନଭେମ୍ବର ୧୦ରେ ଜନ୍ମ ହେବ। ଅବଶ୍ୟ ୨ ମିନିଟ ପରେ, ଏହି ପୋଷ୍ଟକୁ ଇନଷ୍ଟାଗ୍ରାମରୁ ହଟାଇଦିଆଯାଇଥିଲା। ଏହି ପୋଷ୍ଟ ଇନଷ୍ଟାଗ୍ରାମରେ ଶେୟାର ହେବା ମାତ୍ରେ ଏହାକୁ ମାତ୍ର ୨ ମିନିଟ ମଧ୍ୟରେ ୧୬୨୭ଥର ଲାଇକ୍‌ କରାଯାଇଥିଲା। ସୂଚନାଯୋଗ୍ୟ, ପୂର୍ବରୁ ବିରାଟ କୋହଲି ଆଗାମୀ ବର୍ଷ ଜାନୁଆରୀରେ ସେ ପିତା ହେବେ ବୋଲି ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିମିଳିପାଳ ସୁରକ୍ଷା ପାଇଁ ଏକାଠି ହେଲେ ଗ୍ରାମବାସୀ

ବାରିପଦା,୩୦ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟ ବ୍ଲକ ଅଧୀନ ରଙ୍ଗମାଟିଆସ୍ଥିତ ପଞ୍ଚାୟତ କଲ୍ୟାଣ ମଣ୍ଡପରେ ଶିମିଳିପାଳର ସୁରକ୍ଷା ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।…

ପାକିସ୍ତାନର ଖୋଲିଗଲା ପୋଲ୍‌: ଯୁଦ୍ଧ ନାଁରେ କରୁଛି ଏହି କାମ, ସାମ୍ନାକୁ ଆସିଲା ସାଂଘାତିକ କଥା

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ଚାଲିଥିବା ସଂଘର୍ଷରେ ଯୁଦ୍ଧବିରାମ ପାଇଁ ପାକିସ୍ତାନ ପଦକ୍ଷେପ ନେଉଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ମଧ୍ୟରେ ପାକିସ୍ତାନ ନିଜକୁ ଏକ ଶାନ୍ତି…

ଯୁଦ୍ଧ ଭିତରେ ବଡ଼ ଡିଲ୍‌ କରିଦେଲେ ମୋଦି-ପୁଟିନ୍‌, ଭାରତୀୟ ଯୁବପିଢ଼ିଙ୍କୁ ମିଳିବ ବଡ଼ ଫାଇଦା!

ନୂଆଦିଲ୍ଲୀ,୩୦।୩: ଭାରତ ଏବଂ ରୁଷିଆ ମଧ୍ୟରେ ବନ୍ଧୁତା ଆଉ କେବଳ ଅସ୍ତ୍ରଶସ୍ତ୍ର କିଣା ବିକ୍ରୟ ପର୍ଯ୍ୟନ୍ତ ସୀମିତ ନାହିଁ। ଦୁଇ ଦେଶ ଭବିଷ୍ୟତର ପ୍ରଯୁକ୍ତିବିଦ୍ୟାକୁ ମିଳିତ ଭାବରେ…

କାଳବୈଶାଖୀ: ରାସ୍ତାରେ ପଡ଼ିଲା ଗଛ, ଭାଙ୍ଗିଲା ଘର

ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଓ ଲମତାପୁଟ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ଘୂର୍ଣ୍ଣିଝଡ଼ ଓ ପ୍ରବଳ ବର୍ଷା ଯୋଗୁ…

ଇରାନକୁ ଭୟଙ୍କର ଧମକ ଦେଲେ ଟ୍ରମ୍ପ, ଶୁଣିକି ଥରହର ହେଲା…..

ତେହରାନ,୩୦ା୩: ଇରାନ ସହିତ ଚାଲିଥିବା ସାମରିକ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଏକ ଧମକ ଦେଇଛନ୍ତି। ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ ଭାବରେ…

କାୟା ମେଲାଇଲାଣି କାରୋନାର ନୂଆ ଭାରିଆଣ୍ଟ, ୨୩ଟି ଦେଶରେ ବ୍ୟାପିଲା, ଜାଣନ୍ତୁ ଏହା କେତେ ବିପଦ

ନୂଆଦିଲ୍ଲୀ,୩୦।୩: ଯେତେବେଳେ ବି କରୋନା ଭାଇରସ ବିଲୁପ୍ତ ହେବାର ଦ୍ୱାରଦେଶରେ ଥାଏ, ସେତେବେଳେ ଏକ ନୂତନ ପ୍ରକାର ବ୍ୟାପିଥାଏ ଏବଂ ଲୋକଙ୍କୁ ଦ୍ରୁତ ଗତିରେ ସଂକ୍ରମିତ କରିଥାଏ।…

ଟୋକନ ଅବଧି ନେଇ ମୁହଁ ଖୋଲିଲେ ଶାରଦା: କହିଲେ ଦୁଇ ଦିନରେ…

ଭୁବନେଶ୍ୱର,୩୦।୩: ଟୋକନ ଅବଧି ନେଇ ମୁହଁ ଖୋଲିଲେ ବିଜେଡି ବିଧାୟକ ଶାରଦା ଜେନା। ସେ କହିଛନ୍ତି, ୭ ଦିନ ବୃଦ୍ଧି କରିବାକୁ ଦାବି କରିଥିଲୁ। ଧନ୍ୟବାଦ ସେ…

ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କରାଜ, ୭୦ରୁ ଅଧିକ ଲୋକଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୦ା୩: ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କର ରାଜତ୍ୱ ଦେଖିବାକୁ ମିଳିଛି । ସୋମବାର ଦିନ ଜଣେ ପୋଲିସ ମୁଖପାତ୍ର ନିଶ୍ଚିତ କରିଛନ୍ତି ଯେ ରାଜଧାନୀର ଉପକଣ୍ଠରେ ଅବସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri