Posted inଖେଳ

ପତ୍ନୀ ଅନୁଷ୍କାଙ୍କୁ ମନେ ପକାଇଲେ କୋହଲି, ତୁରନ୍ତ ଫୋନ୍‌ କରି କଲେ ଏହି କାମ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୩।୭: ଟି-୨୦ ବିଶ୍ୱକପ୍‌ ଟ୍ରଫି ଜିତିବା ପରେ ଭାରତୀୟ ଦଳ ବାର୍ବାଡୋସରେ ଫସି ରହିଛନ୍ତି। ଭାରତ ଟି -୨୦ ବିଶ୍ୱକପ୍‌ ୨୦୨୪ର ଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ଏହି ସଫଳତା ହାସଲ କରିଛି। ଏହା ପରେ ଭାରତୀୟ ଦଳକୁ ଭାରତକୁ ଫେରିବାକୁ ଥିଲା। ହେଲେ ବାର୍ବାଡୋସରେ ଘୂର୍ଣ୍ଣୀଝଡ ଯୋଗୁ ଭାରତୀୟ ଦଳ ଏ ପର୍ଯ୍ୟନ୍ତ ଭାରତରେ ପହଞ୍ଚି ପାରିନାହାନ୍ତି।

ଏହି ସମୟରେ ଷ୍ଟାର ବ୍ୟାଟ୍ସମ୍ୟାନ ବିରାଟ କୋହଲି ତାଙ୍କ ପତ୍ନୀ ଅନୁଷ୍କାଙ୍କୁ ମନେ ପକାଇଛନ୍ତି। କୋହଲି ବାର୍ବାଡୋସର ଭୟଙ୍କର ପାଗକୁ ଅନୁଷ୍କାଙ୍କୁ ଭିଡିଓ କଲରେ ଦେଖାଉଛନ୍ତି। ଯାହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।

ମିଡିଆ ରିପୋର୍ଟ ଅନୁଯାୟୀ, ଟିମ ଇଣ୍ଡିଆ ଖେଳାଳିଙ୍କୁ ଆଣି ବିସିସିଆଇର ସ୍ବତନ୍ତ୍ର ବିମାନ ଦିଲ୍ଲୀରେ ଅବତରଣ କରିବ। ଏହି ବିମାନ ଆସନ୍ତାକାଲି ଯଥା ଭାରତୀୟ ସମୟ ଅନୁଯାୟୀ ଗୁରୁବାର ସକାଳ ୬ ଟାରେ ଦିଲ୍ଲୀରେ ପହଞ୍ଚିବ। ପୂର୍ବରୁ ରିପୋର୍ଟରେ କୁହାଯାଇଥିଲା ଯେ ଟିମ ଇଣ୍ଡିଆ ବୁଧବାର ସୁଦ୍ଧା ଦିଲ୍ଲୀରେ ପହଞ୍ଚିବ କିନ୍ତୁ ଏହା ସମ୍ଭବ ହୋଇପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟ ମଡେଲର ସ୍ଥିତି

ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାୟ ୩୦ ବର୍ଷ ଧରି ନିରବଚ୍ଛିନ୍ନ ଭାବରେ ଗୁଜରାଟରେ ଶାସନ କରିଆସୁଛି। ବାସ୍ତବରେ ଗୁଜରାଟ ଏକ ଦୁଇ-ଦଳୀୟ ରାଜ୍ୟ। କିନ୍ତୁ ବାବ୍ରୀ…

ଖାମେନେଇଙ୍କୁ ହତ୍ୟା କରିପାରେ ଆମେରିକା

ଓ୍ବାଶିଂଟନ୍‌,୨୨।୨: ଇରାନର ସର୍ବୋଚ୍ଚ ଧର୍ମଗୁରୁ ଆୟାତୋଲ୍ଲା ଅଲୀ ଖାମେନେଇ ଏବଂ ତାଙ୍କ ପୁଅ ମୋଜତାବାଙ୍କୁ ହତ୍ୟା କରିବାକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯୋଜନା ଚଳାଇଛନ୍ତି। ଇରାନର…

ଗ୍ରୀଷ୍ମପ୍ରବାହ ମୁକାବିଲା ପାଇଁ ବୈଠକ, ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ନଳକୂପ ମରାମତି ନହେଲେ….

ଭଞ୍ଜନଗର,୨୨।୨(ବାବୁଲା ପ୍ରଧାନ): ଫେବୃଆରୀ ମାସରୁ ରାଜ୍ୟରେ ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହେଲାଣି । ଏହାକୁ ଦେଖିଲେ ଆଗକୁ ସ୍ଥିତି ଆହୁରି ଭୟଙ୍କର ହେବା ନେଇ ଆଶା…

ନବ ଦାସ ହତ୍ୟା ମାମଲା: PSO ମିତ୍ରଭାନୁ ଦେଓଙ୍କ ସାକ୍ଷ୍ୟ ଗ୍ରହଣ, କ’ଣ କହିଲେ କୋର୍ଟରେ…

ଝାରସୁଗୁଡ଼ା, ୨୧ା୨(ଆଶିଷ ରଞ୍ଜନ ଦାଶ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ତାଙ୍କର ତତ୍କାଳୀନ ପିଏସ୍‌ଓ ମିତ୍ରଭାନୁ ଦେଓ ଶନିବାର ଝାରସୁଗୁଡ଼ା ଅତିରିକ୍ତ ଜିଲାଜଜ୍‌ କୋର୍ଟରେ…

ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର

ଦେବଗଡ଼,୨୧ା୨(ଶଶାଙ୍କ ଶେଖର ଝାଙ୍କର)- ଦେବଗଡ଼ ଥାନା ଅଞ୍ଚଳର ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଜଣେ ବିବାହିତ ଯୁବକଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ…

ପଶ୍ଚିମବଙ୍ଗ ପାଇଁ BJPର ମାଷ୍ଟରଷ୍ଟ୍ରୋକ୍‌! ସାରା ରାଜ୍ୟରେ ବାହାରିବ…ମୋଦି କରିବେ… 

କୋଲକାତା,୨୧।୨: ଆଗାମୀ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ଏକ ବଡ଼ ରଣନୀତି ପ୍ରସ୍ତୁତ କରିଛି। ମମତା ବାନାର୍ଜୀଙ୍କ ସରକାରକୁ କ୍ଷମତାରୁ ହଟାଇବା…

ନୂଆପଡ଼ାରୁ ଧରାପଡ଼ିଲେ ୬ ସାଇବର ଅପରାଧୀ

ନୂଆପଡ଼ା,୨୧ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା ପୋଲିସ ୬ଜଣ ସାଇବର ଠକଙ୍କୁ ଗିରଫ କରି ସେମାନଙ୍କଠାରୁ ୬ଟି ମୋବାଇଲ, ୩ ଆକାଉଣ୍ଟ୍ସ ଡିଟେଲ୍‌ ପାଇଛି। ସେଥିରେ ୨…

ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଯୁବତୀଙ୍କ ଆତ୍ମାହୁତି ଉଦ୍ୟମ, ନିଜ ଡ୍ରେସରେ ନିଆଁ ଲଗାଇଦେବା ପରେ…

ଭଦ୍ରକ, ୨୧।୨(ସନାତନ ରାଉତ)- ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟଳୟ ପରିସରରେ ଜଣେ ଯୁବତୀ ଆତ୍ମାହୁତି ଉଦ୍ୟମ କରିଛନ୍ତି । ଯୁବତୀ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଯୁବତୀଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri