Posted inଖେଳ

ଏହି ଦୁଇ ଖେଳାଳିଙ୍କୁ ପଛରେ ପକାଇଲେ ବିରାଟ କୋହଲି ରଚିବେ ଇତିହାସ

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଗତ ୧୧ ବର୍ଷ ଭିତରେ କ୍ରିକେଟର ବାଦ୍‌ଶାହ ପାଲଟିଯାଇଛନ୍ତି। ଦଶନ୍ଧିର ସର୍ବଶ୍ରେଷ୍ଠ ଖେଳାଳିଙ୍କ ମଧ୍ୟରୁ ଅନ୍ୟତମ ଭାରତୀୟ ଅଧିନାୟକ ବିରାଟ କୋହଲି ୧୧ ବର୍ଷ ପୂର୍ବେ ଆଜିର ଦିନରେ ଆନ୍ତର୍ଜାତୀୟ କ୍ରିକେଟରେ ପ୍ରଥମ ଶତକ ଅର୍ଜନ କରିଥିଲେ। କୋହଲି କୋଲକତରେ ଖେଳାଯାଇଥିବା ଶ୍ରୀଲଙ୍କାର ବିପକ୍ଷ ଏକଦିବସୀୟ ମ୍ୟାଚରେ ୧୦୭ ରନର ଇନିଂସ ଖେଳିଥିଲେ। କୋହଲି ଏପର୍ଯ୍ୟନ୍ତ ଅନ୍ତର୍ଜାତୀୟ କ୍ରିକେଟରେ ୭୦ ଶତକ ହାସଲ କରିଛନ୍ତି ଏବଂ କେବଳ ସଚିନ ତେନ୍ଦୁଲକର (୧୦୦) ଏବଂ ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ରିକି ପଣ୍ଟିଙ୍ଗ (୭୧)ଙ୍କ ପଛରେ ସେ ଅଛନ୍ତି। କୋହଲି ଏପର୍ଯ୍ୟନ୍ତ ଏକଦିସବୀୟରେ ୪୩ ଏବଂ ଟେଷ୍ଟରେ ୨୭ ଶତକ ହାସଲ କରିଛନ୍ତି। ଅଷ୍ଟ୍ରେଲିଆ ଗସ୍ତରେ ପ୍ରଥମ ଟେଷ୍ଟ ଖେଳିବା ପରେ ଭାରତ ଫେରିଥିବାରୁ ରିକି ପଣ୍ଟିଙ୍ଗଙ୍କ ରେକର୍ଡ ଭାଙ୍ଗିବାକୁ ହେଲେ ତାଙ୍କୁ ଇଂଲଣ୍ଡ ବିପକ୍ଷ ଘରୋଇ ସିରିଜକୁ ଅପେକ୍ଷା କରିବାକୁ ପଡିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତର ଏହି ଅଲରାଉଣ୍ଡର ଖେଳାଳିଙ୍କୁ ଚୋର କହିଲେ ଲୋକେ

ଭାରତୀୟ କ୍ରିକେଟ ଦଳର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ବର୍ତ୍ତମାନ ମୁମ୍ବାଇରେ ଅଛନ୍ତି। ନିକଟରେ ମୁମ୍ବାଇ ରାସ୍ତାରେ ତାଙ୍କୁ ଦେଖିବାକୁ ମିଳିଥିଲା। ଏହି ଅବସରରେ ହାର୍ଦ୍ଦିକଙ୍କ ନୂଆ...

ତୃତୀୟ ସ୍ଥାନକୁ ଉଠିଲା ହାଇଦ୍ରାବାଦ

ଭାସ୍କୋ, ୧ା୨(ପି.ଟି.)-ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ)ରେ ରବିବାର ଖେଳାଯାଇଥିବା ପ୍ରଥମ ମ୍ୟାଚରେ ହାଇଦ୍ରାବାଦ ଏଫ୍‌ସି ୨-୦ ଗୋଲରେ ଚେନ୍ନାଇନ ଏଫ୍‌ସିକୁ ପରାସ୍ତ କରିଛି। ଏହାଦ୍ୱାରା ପ୍ଲେ-ଅଫ୍‌...

ନ୍ୟୁଜିଲାଣ୍ଡକୁ ୩୦୭ ରନ୍‌ର ବିଜୟ ଲକ୍ଷ୍ୟ ଦେଲା ଭାରତ

ଅକଲାଣ୍ଡ,୨୫।୧୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଆଜିଠାରୁ ଆରମ୍ଭ ହୋଇଛି। ପ୍ରଥମେ ବ୍ୟାଟିଂ କରି ଭାରତୀୟ ଦଳ ନ୍ୟୁଜିଲାଣ୍ଡ...

ପରିବାର ସହ ମିଶିଲେ ଅଷ୍ଟ୍ରେଲୀୟ ଆଇପିଏଲ୍‌ ଖେଳାଳି

ସିଡ୍‌ନୀ, ୧ା୬ (ପି.ଟି.)-ଭାରତରେ ଆଇପିଏଲ୍‌ରେ ଭାଗନେବା ଲାଗି ଆସିଥିବା ଅଷ୍ଟ୍ରେଲୀୟ କ୍ରିକେଟର, ସପୋର୍ଟ ଷ୍ଟାଫ୍‌ ଏବଂ କମେଣ୍ଟେଟରଙ୍କ କ୍ୱାରାଣ୍ଟାଇନ୍‌ ଅବଧି ଶେଷ ହେବାପରେ ସୋମବାର ସେମାନେ...

କେନର୍‌ସ କପ୍‌ ଚେସ୍‌: ହମ୍ପି ଚାମ୍ପିୟନ: ୨ ନମ୍ବର ସ୍ଥାନକୁ ଉଠିଲେ

ସେଣ୍ଟ ଲୁଇସ୍‌, ୧୭।୨(ପି.ଟି.): ଓ୍ବାଲର୍‌ଡ ରାପିଡ୍‌ ଚେସ୍‌ ଚାମ୍ପିୟନ କୋନେରୁ ହମ୍ପି ଆଉ ଏକ ବିଶ୍ୱସ୍ତରୀୟ ସଫଳତା ହାସଲ କରିଛନ୍ତି। ଆମେରିକାର ସେଣ୍ଟ ଲୁଇସ୍‌ରେ ଅନୁଷ୍ଠିତ...

ମ୍ୟାଚବେଳେ ଶୋଇ ପଡିଲେ ଶାସ୍ତ୍ରୀ

ରାଞ୍ଚି,୨୨।୧୦- ଦକ୍ଷିଣ ଆଫ୍ରକା ବିପକ୍ଷରେ ଭାରତ ସିରିଜ କ୍ଲିନ୍‌ ସୁଇପ୍‌ କରିବା ଏକ ପ୍ରକାର ନିଶ୍ଚିତ ହୋଇଛି। ତେବେ ମ୍ୟାଚ୍‌ ଚାଲିଥିବା ଅବସରରେ ହେଡ୍‌ କୋଚ...

ଆଇପିଏଲ୍‌- ୧୪: ହାଇଦ୍ରାବାଦ ବିପକ୍ଷରେ ଚେନ୍ନାଇ ଫେଭରାଇଟ୍‌

ନୂଆଦିଲ୍ଲୀ,୨୮।୪(ପି.ଟି.): ରିଦିମ୍‌କୁ ଫେରିଥିବା ମହେନ୍ଦ୍ର ସିଂ ଧୋନୀଙ୍କ ଚେନ୍ନାଇ ସୁପର କିଙ୍ଗ୍ସ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୨୩ତମ ମ୍ୟାଚ୍‌ରେ ଡେଭିଡ୍‌ ଓ୍ବାର୍ନରଙ୍କ ନେତୃତ୍ୱାଧୀନ ସନରାଇଜର୍ସ...

ପ୍ରଥମ ସେମିଫାଇନାଲ: ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବ ନ୍ୟୁଜିଲାଣ୍ଡ

ମାଞ୍ଚେଷ୍ଟର, ୯।୭: ଚଳିତ ଆଇସିସି ବିଶ୍ୱକପର ପ୍ରଥମ ସେମିଫାଇନାଲରେ ନ୍ୟୁଜିଲାଣ୍ଡ ବିପକ୍ଷରେ ନ୍ୟୁଜିଲାଣ୍ଡ ଟସ୍‌ ଜିଣି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛି। ଓଲ୍ଡ ଟ୍ରାଫର୍ଡରେ ଖେଳାଯାଉଥିବା...

Advertisement
Archives

Model This Week