Posted inଖେଳ

ପାକିସ୍ତାନ ବିପକ୍ଷରେ କ୍ୟାରିୟରର ୧୦୦ତମ ଟି୨୦ ମ୍ୟାଚ୍‌ ଖେଳିବେ ଏହି ବ୍ୟାଟ୍ସମ୍ୟାନ୍‌

ନୂଆଦିଲ୍ଲୀ,୨୬।୮: ଏସିଆ କପ୍‌ରେ ପାକିସ୍ତାନ ବିପକ୍ଷରେ ପ୍ରଥମ ମୁକାବିଲା ଖେଳିବ ଭାରତ। ଏହି ମ୍ୟାଚ୍‌ ପୂର୍ବତନ ଅଧିନାୟକ ତଥା ବ୍ୟାଟ୍ସମ୍ୟାନ୍‌ ବିରାଟ କୋହଲିଙ୍କ ପାଇଁ ଐତିହାସିକ। କାରଣ ସେ ନିଜ କ୍ୟାରିୟରର ୧୦୦ତମ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିବେ। ଏପରି କରି ସେ ତିନୋଟି ଫର୍ମାଟରେ ୧୦୦ ଏବଂ ଏଥିରୁ ଅଧିକ ମ୍ୟାଚ୍‌ ଖେଳିଥିବା ବିଶ୍ୱର ଦ୍ୱିତୀୟ କ୍ରିକେଟର ପାଲଟିବେ। ନ୍ୟୁଜିଲାଣ୍ଡର ପୂର୍ବତନ ମହାନ ବ୍ୟାଟ୍ସମ୍ୟାନ ରସ ଟେଲର ଦୁନିଆର ଏକମାତ୍ର ଖେଳାଳି ଯିଏ ଏହି ଉପଲବ୍ଧି ହାସଲ କରିଛନ୍ତି।

ଏବେ କୋହଲି ତିନୋଟି ଫର୍ମାଟରେ ୧୦୦ ଏବଂ ଏଥିରୁ ଅଧିକ ମ୍ୟାଚ୍‌ ଖେଳିଥିବା ଭାରତର ପ୍ରଥମ ଖେଳାଳି ପାଲଟିବେ। ଏହି ଟୁର୍ନାମେଣ୍ଟରେ ସେ ଟି୨୦ ଫର୍ମାଟରେ ୧୧୦୦୦ ରନ୍‌ ପୂରଣ କରିବାର ସୁଯୋଗ ପାଇପାରିବେ। ଏଥିଲାଗି ତାଙ୍କୁ ମାତ୍ର ୩୭୪ ରନ୍‌ର ଆବଶ୍ୟକତା ରହିଛି। ଦୀର୍ଘ ଏକ ମାସରୁ ଅଧିକ ସମୟ ସମୟ ପରେ କୋହଲି ଅନ୍ତର୍ଜାତୀୟ କ୍ରିକେଟକୁ ଫେରୁଥିବାରୁ ସମସ୍ତଙ୍କ ଦୃଷ୍ଟି ତାଙ୍କ ଉପରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୋଲର, ବ୍ୟାଟରଙ୍କ ଖରାପ ପ୍ରଦର୍ଶନ: ଦ୍ୱିତୀୟ T20ରେ ଭାରତର ଶୋଚନୀୟ ପରାଜୟ

ମୁଲାନପୁର,୧୧ା୧୨: ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଦକ୍ଷିଣ ଆଫ୍ରିକାଠାରୁ ଭାରତ ୫୧ ରନରେ ଶୋଚନୀୟ ଭାବେ ପରାସ୍ତ ହୋଇଛି। ପ୍ରଥମେ ବୋଲର ଏବଂ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ T20I: ଡି’ କକ୍‌ଙ୍କ ବିସ୍ଫୋରକ ଇନିଂସ୍; ଭାରତ ଆଗରେ ବିଶାଳ ଲକ୍ଷ୍ୟ

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20Iରେ ଦକ୍ଷିଣ ଆଫ୍ରିକାର ବ୍ୟାଟ୍ସମ୍ୟାନ୍ କ୍ୱିଣ୍ଟନ୍ ଡି’ କକ୍‌ଙ୍କ ବିସ୍ଫୋରକ ବ୍ୟାଟିଂ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

ଫୁଟବଲ ମ୍ୟାଚ୍‌ ପରେ ପାକିସ୍ତାନ ଖେଳାଳିଙ୍କ ମଧ୍ୟରେ ମାରପିଟ୍‌: ଭିଡିଓ ଭାଇରାଲ

କରାଚୀ,୧୧ା୧୨: ପାକିସ୍ତାନ ଆର୍ମି ଏବଂ ଓ୍ବାପଡା ଦଳ ମଧ୍ୟରେ ଖେଳାଯାଇଥିବା ନ୍ୟାଶନାଲ ଗେମ୍ସ ଫୁଟବଲ ସେମିଫାଇନାଲ ପରେ ଦୁଇ ଦଳର ଖେଳାଳି ଓ ଅଫିସିଆଲ୍ସ ପରସ୍ପରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri