Posted inଖେଳ

କୋହଲିଙ୍କୁ ନେଇ ବିସିସିଆଇର ବଡ଼ ଘୋଷଣା: ଅଧିନାୟକ ପଦରେ ରହିବେ ନା ନାହିଁ ଜାଣନ୍ତୁ

ନୂଆଦିଲ୍ଲୀ,୧୩।୯: ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ଟି -୨୦ ବିଶ୍ୱକପ ପରେ ସୀମିତ ଓଭର କ୍ରିକେଟରେ ଦଳର ଅଧିନାୟକତ୍ୱ ଛାଡିପାରନ୍ତି ବୋଲି ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। ତେବେ କ୍ରିକେଟ ବୋର୍ଡ ଅଫ ଇଣ୍ଡିଆ (ବିସିସିଆଇ) ର କୋଷାଧ୍ୟକ୍ଷ ଅରୁଣ ଧୁମାଲ ଏହାକୁ ସମ୍ପୂର୍ଣ୍ଣ ଭାବେ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା ନିରର୍ଥକ ଏବଂ ଏହିପରି କିଛି ଘଟିବ ନାହିଁ ବୋଲି ଧୁମଲ କହିଛନ୍ତି। ଏ ବିଷୟରେ କେବଳ ଗଣମାଧ୍ୟମରେ ଆଲୋଚନା ଚାଲିଛି। ବିସିସିଆଇ ଏ ବିଷୟରେ ଆଲୋଚନା କରିନାହିଁ। ବିରାଟ ସମସ୍ତ ଫର୍ମାଟରେ ଦଳର ଅଧିନାୟକ ରହିବେ। କୋହଲି ଜଣେ ଅଧିନାୟକ ଭାବରେ ଟେଷ୍ଟରେ ବହୁତ ସଫଳ ହୋଇଛନ୍ତି। କିନ୍ତୁ ସୀମିତ ଓଭର କ୍ରିକେଟରେ ସେ ଅଧିକ ସଫଳତା ପାଇନାହାନ୍ତି। ସେ ଏପର୍ଯ୍ୟନ୍ତ ଆଇସିସି ଟ୍ରଫି ଜିତି ନାହାଁନ୍ତି। ତାଙ୍କର ବିଫଳତା ହେତୁ ରୋହିତଙ୍କୁ ଦିନିକିଆ ଏବଂ ଟି -୨୦ ଦଳର ଅଧିନାୟକ ଦାୟିତ୍ୱ ଦିଆଯିବ ବୋଲି ଚର୍ଚ୍ଚା ହେଉଛି। ତେବେ ଏପରି କୌଣସି ଆଲୋଚନା ହୋଇ ନାହିଁ ବୋଲି ଧୁମଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

‘୧୫ ମହଲା ବାଲକୋନିରେ ମୋତେ ଟାଙ୍ଗି ଦେଇଥିଲେ’

ନୂଆଦିଲ୍ଲୀ,୮।୪: ଚଳିତ ଆଇପିଏଲ ସିଜନରେ ରାଜସ୍ଥାନ ରୟାଲ୍ସ ପକ୍ଷରୁ ପ୍ରତିନିଧିତ୍ୱ କରିବା ପୂର୍ବରୁ ୟୁଜବେନ୍ଦ୍ର ଚହଲ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି)...

ବିନା ହିଜାବରେ ଚେସ୍‌ ଖେଳିଲେ

ଅଲ୍‌ମାଟି,୨୯ା୧୨: ଏଫ୍‌ଆଇଡିଇ ଓ୍ବାଲର୍‌ଡ ରାପିଡ୍‌ ଆଣ୍ଡ୍‌ ବ୍ଲିଜ୍‌ ଚାମ୍ପିୟନ୍‌ଶିପ୍‌ କାଜାଖାସ୍ତାନର ଅଲ୍‌ମାଟିରେ ଆୟୋଜିତ ହୋଇଛି। ଏଥିରେ ଇରାନର ଚେସ୍‌ ଖେଳାଳି ସାରା ଖାଦେମ୍‌ ଭାଗନେଇଥିଲେ। ଇରାନ...

ସଚିନଙ୍କୁ ଜାଣିଶୁଣି ଆହତ କରିବାକୁ ଚାହୁଁଥିଲେ ଏହି ପାକିସ୍ତାନ ବୋଲର୍‌: ନିଜେ କଲେ ଖୁଲାସା

ଇସଲାମାବାଦ୍‌,୫।୬: ପୂର୍ବତନ ମହାନ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ପ୍ରାୟ ୨୪ ବର୍ଷ ଧରି କ୍ରିକେଟ୍‌ରେ ରାଜୁତି କରିଥିଲେ। ନିଜ କ୍ୟାରିୟରରେ ସଚିନ ଅନେକ କିମ୍ବଦନ୍ତୀ...

ଅଗଷ୍ଟ ୧୮ରୁ ଖେଳାଯିବ ଭାରତ-ଆୟର୍ଲାଣ୍ଡ ମଧ୍ୟରେ ଟି -୨୦ ସିରିଜ

ନୂଆଦିଲ୍ଲୀ,୧୪।୮: ୱେଷ୍ଟଇଣ୍ଡିଜ ବିପକ୍ଷ ଟି -୨୦ ସିରିଜ ହାରିବା ପରେ ବର୍ତ୍ତମାନ ଟିମ ଇଣ୍ଡିଆ ଆୟର୍ଲାଣ୍ଡକୁ ଭେଟିବ। ୧୮ ଅଗଷ୍ଟରୁ ଭାରତ ଏବଂ ଆୟର୍ଲାଣ୍ଡ ମଧ୍ୟରେ...

ଭାଲେଟାଇନ୍ସ ଡେ’ରେ ପ୍ରେମିକାଙ୍କ ସହ ରୋମାଣ୍ଟିକ ହେଲେ ରାହୁଲ

ଆଜି ଭାଲେଣ୍ଟାଇନ୍ସ ଡେ’ ଅର୍ଥାତ୍‌ ପ୍ରେମ ଦିବସ। ଏହି ଦିନ ପ୍ରେମିକା-ପ୍ରେମିକାମାନେ ପରସ୍ପର ପ୍ରତି ଥିବା ପ୍ରେମ ପ୍ରକାଶ କରିଥାନ୍ତି। ଭାରତୀୟ କ୍ରିକେଟର୍‌ କେ.ଏଲ ରାହୁଲ...

ନେଦରଲାଣ୍ଡ୍ସକୁ ୧ ରନରେ ହରାଇଲା ଜିମ୍ବାଓ୍ବେ

ହରାରେ, ୨୫ା୩ (ଏପି): ନେଦରଲାଣ୍ଡ୍ସ ବିପକ୍ଷ ଦ୍ୱିତୀୟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚକୁ ଜିମ୍ବାଓ୍ବେ ଅନ୍ତିମ ବଲ୍‌ରେ ୧ରନରେ ଜିତିନେଇଛି। ଏଥିସହିତ ଦଳର ସିରିଜ ୧-୧ରେ...

ଟସ ଜିତିଲା ଆରଆର, ପ୍ରଥମେ ବୋଲିଂ…

ବେଙ୍ଗାଲୁରୁ,୨୩।୪ : ଆଇପିଏଲ-୨୦୨୩ର ୩୨ ତମ ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଏବଂ ରାଜସ୍ଥାନ ରୟାଲ୍ସ(ଆରଆର) ମଧ୍ୟରେ ବେଙ୍ଗାଲୁରୁର ଏମ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳା...

ଇନ୍ଦୁମତୀ ମହିଳା ଫୁଟ୍‌ବଲ ଦଳର ଅଧିନାୟିକା

ନୂଆଦିଲ୍ଲୀ, ୨ା୪ (ପି.ଟି.)-ଉଜବେକିସ୍ତାନ ଓ ବେଲାରୁଷ ବିପକ୍ଷ ମ୍ୟାଚ ପାଇଁ ଇନ୍ଦୁମତୀ କାଥିରିସାନଙ୍କୁ ଭାରତୀୟ ମହିଳା ଫୁଟ୍‌ବଲ ଦଳର ଅଧିନାୟିକା ମନୋନୟନ କରାଯାଇଛି। ଭାରତୀୟ ଦଳ...

Advertisement
Archives

Model This Week