Posted inଖେଳ

ଏହି ସିକ୍ରେଟ୍‌ ଅସ୍ତ୍ର ନେଇ ଇଂଲଣ୍ଡ ଗସ୍ତରେ ଯିବେ ବିରାଟ କୋହଲି…

ନୂଆଦିଲ୍ଲୀ,୧୮।୫: ବିରାଟ କୋହଲିଙ୍କ ନେତୃତ୍ୱରେ ଟିମ୍‌ ଇଣ୍ଡିଆ ଜୁନ୍‌ ୧୮ରୁ ୨୨ ପର୍ଯ୍ୟନ୍ତ ସାଉଥେମ୍ପଟନ୍‌ ଓ୍ବାଲର୍‌ଡ ଟେଷ୍ଟ୍‌ ଚାମ୍ପିୟନଶିପ୍‌ ଖେଳିବ। ଟିମ୍‌ ଇଣ୍ଡିଆର ବ୍ୟାଟ୍ସମ୍ୟାନଙ୍କ ପାଇଁ ଇଂଲଣ୍ଡର ବୋଲର ଟ୍ରେଣ୍ଟ୍‌ ବୋଲ୍ଟ, ଟିମ୍‌ ସାଉଦି ଏବଂ ନିଲ୍‌ ଓ୍ବେଗନର ସମସ୍ୟା ସୃଷ୍ଟି କରିବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଇଂଲଣ୍ଡ ଟିମ୍‌କୁ ଝଟ୍‌କା ଦେବା ପାଇଁ ବିରାଟ ସିକ୍ରେଟ୍‌ ଅସ୍ତ୍ର ନେଇ ଯିବାର ଯୋଜନା କରିଛନ୍ତି। ବିରାଟ ଟିମ୍‌ ଇଣ୍ଡିଆରେ ବାମହାତୀ ପେସ୍‌ ବୋଲର୍‌ ଅରଜାନ୍‌ ନାଗଓ୍ବାସଓ୍ବାଲାଙ୍କୁ ନିଜର ସିକ୍ରେଟ୍‌ ଅସ୍ତ୍ର ଭାବେ ଇଂଲଣ୍ଡକୁ ନେବେ। ଅରଜାନ୍‌ ଷ୍ଟାଣ୍ଡ୍‌ ବାଏ ଭାବେ ଟିମ୍‌ ଇଣ୍ଡିଆରେ ୨୪ ଜଣିଆ ଦଳରେ ସାମିଲ ହୋଇଛନ୍ତି। ସ୍ବତନ୍ତ୍ର ରଣନୀତି ଆଧାରରେ ଟିମ୍‌ ଇଣ୍ଡିଆରେ ଅରଜାନ୍‌ଙ୍କୁ ନିଆଯାଇଥିବା କୁହାଯାଉଛି। ତେବେ ଅରଜାନ୍‌ ପଡ଼ିଆରେ କିଭଳି କମାଲ୍‌ କରୁଛନ୍ତି ତାହା ଦେଖିବାକୁ ବାକି ରହିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା କାମରେ ଅନିୟମିତତା ଅଭିଯୋଗ: ସ୍ଥାୟିତ୍ୱ ନେଇ ପ୍ରଶ୍ନବାଚୀ

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଲୋଇସିଂହା ଓ ଆଗଲପୁର ବ୍ଲକରେ ରାସ୍ତା ଓ କୋଠାବାଡି କାମ ହେଉଛି। ହେଲେ ଅଧିକାଂଶ ସମୟରେ…

କ୍ଷତିପୂରଣ ସହାୟତା ପାଇଁ ଦାବି: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼, ୯ା୪(ପ୍ରେମାନନ୍ଦ ଖମାରୀ):କାଳବୈଶାଖୀ ପ୍ରଭାବରେ ଗତ ସୋମବାର ଅପରାହ୍ନରେ ହୋଇଥିବା ଝଡ଼ବର୍ଷା, କରାମାଡ଼ରେ ବରଗଡ଼ ଜିଲାର ବିଭିନ୍ନ ବ୍ଲକରେ ଚାଷୀଙ୍କ ଫସଲ କ୍ଷତି ହୋଇଛି। ପ୍ରାରମ୍ଭିକ ଭାବେ…

ଦୁର୍ଘଟଣାଗ୍ରସ୍ତ ଗାଡିରୁ ଚାଉଳ ଚୋରି: ଥାନାରେ ପହଞ୍ଚିଲା ମାମଲା

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ବ୍ଲକ ଛକ ଅଞ୍ଚଳରେ ଏକ ଦୁର୍ଘଟଣାଗ୍ରସ୍ତ ବୋଲେରୋ ପିକଅପ ଗାଡିରୁ ଚାଉଳ ଚୋରି ଘଟଣା ସାମ୍ନାକୁ ଆସିଛି। ସୂଚନା…

ଆହୁରି ବଢିିବ ପେଟ୍ରୋଲ-LPG ଦର! ସାରା ବିଶ୍ୱକୁ ବଡ଼ ଝଟ୍‌କା ଦେଲା ଇରାନ

ତେହରାନ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ପରେ, ଇରାନ ସମଗ୍ର ବିଶ୍ୱକୁ ଏକ ବଡ଼ ଝଟକା ଦେବାକୁ ପ୍ରସ୍ତୁତ ହେଉଛି। ଇରାନ ହର୍ମୁଜ ପ୍ରଣାଳୀ ଦେଇ…

ଜୀବନ୍ତ ମାଛ ଗିଳି ଦେଲେ ବର୍ଷକର ଶିଶୁ: ତା’ପରେ ଯାହା ଘଟିଲା, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୋପାଳ,୯।୨: ମଧ୍ୟପ୍ରଦେଶର ସର୍ବବୃହତ ସରକାରୀ ହସ୍ପିଟାଲ ମହାରାଜା ଯଶୱନ୍ତରାଓ ହସ୍ପିଟାଲ (MYH)ରେ ଡାକ୍ତରମାନେ ଏକ ଚିକିତ୍ସା ସଫଳତା ହାସଲ କରିଛନ୍ତି। ହସ୍ପିଟାଲର ENT ବିଭାଗର ବିଶେଷଜ୍ଞମାନେ ଜଣେ…

ଭାଣିଜୀଙ୍କୁ ମାରିଦେଲେ ମାଇଁ! ପାଇଖାନାରୁ ମିଳିଲା…

ଜଗନ୍ନାଥପ୍ରସାଦ,୯।୪(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମ ଲକ୍ଷ୍ମଣ ପଲ୍ଲୀ ଗ୍ରାମର ଗଣେଶ ମହାରଣାଙ୍କ ବାରିପଟେ ଥିବା ଅସ୍ଥାୟୀ ପାଇଖାନା ଭିତରୁ ତାଙ୍କ…

ଇରାନ ସହ ଯୁଦ୍ଧବିରତି ଭିତରେ ଟ୍ରମ୍ପଙ୍କ ଟାର୍ଗେଟରେ ଏହି ଦେଶ! ୬୭ ବର୍ଷର ଶତ୍ରୁତାର ନେବେ ପ୍ରତିଶୋଧ

ଓ଼୍ବାଶିଂଟନ,୯।୪: ଇରାନ ସହିତ ଯୁଦ୍ଧବିରତି ପରେ ତୁରନ୍ତ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କର ପରବର୍ତ୍ତୀ ମିଶନର ସଙ୍କେତ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି ଯେ…

ଇରାନ ସହ ବଡ଼ ଡିଲ୍‌ କଲେ ଟ୍ରମ୍ପ! ସାରା ବିଶ୍ୱ ଦେଖି କାବା

ଓ଼୍ବାଶିଂଟନ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣାର କିଛି ଘଣ୍ଟା ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ସେ ହର୍ମୁଜ ପ୍ରଣାଳୀକୁ ସୁରକ୍ଷିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri