Posted inଖେଳ

ରୁମ୍‌ରେ ଓ୍ବାର୍କ ଆଉଟ୍‌ କରୁଛନ୍ତି ଏହି କ୍ରିକେଟର

ଚେନ୍ନାଇ,୨୯ା୧- ଆସନ୍ତା ୫ ତାରିଖରୁ ସ୍ଥାନୀୟ ଚେପକ ଗ୍ରାଉଣ୍ଡରେ ଇଂଲଣ୍ଡ ଓ ଭାରତ ମଧ୍ୟରେ ୪ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ଆରମ୍ଭ ହେବାକୁ ଯାଉଛି। କୋଭିଡ୍‌-୧୯ ପାଣ୍ଡେମିକ୍‌ ପରିସ୍ଥିତି ଯୋଗୁ ଉଭୟ ଦଳର ଖେଳାଳିମାନେ ଚେନ୍ନାଇରେ ପହଞ୍ଚି ସାରିଥିଲେ ମଧ୍ୟ ନା ପଡ଼ିଆରେ ଅଭ୍ୟାସ କରିପାରୁଛନ୍ତି, ନା ଯାଇପାରୁଛନ୍ତି ଜିମ୍‌। ଦୁଇ ଦଳର ଖେଳାଳିଙ୍କୁ ଏବେ କ୍ୱାରେଣ୍ଟାଇନରେ ରଖାଯାଇଛି। ଏଭଳି ପରସ୍ଥିତି ରୋକିପାରି ନାହିଁ ଫିଟ୍‌ନେସକୁ ଗୁରୁତ୍ୱ ଦେଉଥିବା ବିରାଟ କୋହଲିଙ୍କୁ। ଭାରତୀୟ ଅଧିନାୟକ ବିଜ ରୁମ୍‌ରେ ଓ୍ବାର୍କ ଆଉଟ୍‌ କରୁଥିବାବେଳର ଏକ ଭିଡିଓ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଛନ୍ତି।

ଏହାର କ୍ୟାପଶନରେ ଲେଖିଛନ୍ତି, କ୍ୱାରେଣ୍ଟାଇନରେ ମ୍ୟୁଜିକ ଓ ଜିମ୍‌ ଉପକରଣ ଦରକାର। ଇଚ୍ଛା ଥିଲେ, କେଉଁଠାରେ ବି ଓ୍ବାର୍କ ଆଉଟ୍‌ କରିହେବ। ସଭିଙ୍କ ପାଇଁ ଦିନଟି ମଙ୍ଗଳକର ହେଉ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବଙ୍କ ଫାର୍ମ ହାଉସ ଜମି ମାପ ଚୁପ ଆରମ୍ଭ

ଯାଜପୁର/ଧର୍ମଶାଳା/ଚଢ଼େଇଧରା,୧୮।୨(ହର୍ଷବର୍ଦ୍ଧନ ବେହେରା/ବଟକୃଷ୍ଣ ପରିଡ଼ା/ଦିଲୀପ ପରିଡ଼ା): ସରକାରୀ ଜମି ଜବରଦଖଲ ଅଭିଯୋଗ ପରେ ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ ହାଉସରେ ମଙ୍ଗଳବାର ମାପଚୁପ ଆରମ୍ଭ ହୋଇଛି।…

ପାଠ ପଢ଼ାଇଲେ, ଆଡ୍‌ମିଟ୍‌ କାର୍ଡ ଦେଲେନି: ସିବିଏସ୍‌ଇ ୧୦ମ ପରୀକ୍ଷାରୁ ଛାତ୍ର ବଞ୍ଚିତ

ପାରଳାଖେମୁଣ୍ଡି,୧୮ା୨ (ଗିରିଧାରୀ ପରିଚ୍ଛା):ସିବିଏସ୍‌ଇ ମାଟ୍ରିକ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ହେଲେ ଏକ ଘରୋଇ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଅବହେଳାରୁ ଗଜପତି ଜିଲା କାଶୀନଗରରେ ଜଣେ ଛାତ୍ର ପରୀକ୍ଷା…

ବୟସ ୮୦ ଟପିଲାଣି, ବୃଦ୍ଧାଙ୍କୁ ମିଳୁନି ବର୍ଦ୍ଧିତ ଭତ୍ତା

ଦାରିଙ୍ଗବାଡ଼ି,୧୮ା୨(ଅରୁଣ ସାହୁ): ବୟସ ୮୦ ଟପିଲାଣି। ହାତରେ ବଙ୍କୁଲି ବାଡ଼ି ଟିଏ ଧରି ଜିଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚିଥିଲେ। ଆଉ ଅଭିଯୋଗ ମଧ୍ୟ କଲେ ମଧ୍ୟ ଅନୁଭବ…

୧୪ ଥର ସାକ୍ଷାତ, ୬୨ ଇମେଲ୍‌: ଏପ୍‌ଷ୍ଟିନ୍‌-ପୁରୀ ସମ୍ପର୍କର ସ୍ପଷ୍ଟୀକରଣ ମାଗିଲା କଂଗ୍ରେସ

ନୂଆଦିଲ୍ଲୀ,୧୮ା୨(ପି.ଟି.):ଆମେରିକାର ଦୋଷୀସାବ୍ୟସ୍ତ ଯୌନ ଅପରାଧୀ ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କୁ କେନ୍ଦ୍ରମନ୍ତ୍ରୀ ହରଦୀପ୍‌ ସିଂ ପୁରୀ ୨୦୧୪ରୁ ୨୦୧୭ ମଧ୍ୟରେ ୧୪ ଥର ଭେଟିଥିଲେ। ଏହି ସମୟ ମଧ୍ୟରେ ଉଭୟଙ୍କ…

କ୍ଷମା ମାଗିଲେ ଅଶ୍ୱିନ ବୈଷ୍ଣବ: କାରଣ ଜାଣିଲେ…

ନୂଆଦିଲ୍ଲୀ,୧୮ା୨(ପି.ଟି.):ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌, ୨୦୨୬ର ଉଦ୍‌ଘାଟନ ଦିବସରେ ଯୋଗ ଦେଇଥିବା ଲୋକେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହୋଇଥିବାରୁ ଏଥିପାଇଁ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମଙ୍ଗଳବାର କ୍ଷମା…

ଦିବ୍ୟାଙ୍ଗଙ୍କୁ ଜିଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚାଇ ଚର୍ଚ୍ଚାରେ ସୁରକ୍ଷାକର୍ମୀ

ଦାରିଙ୍ଗବାଡ଼ି,୧୮ା୨(ଅରୁଣ ସାହୁ): ଜଣେ ସୁରକ୍ଷାକର୍ମୀ ଅସହାୟ ଓ ଦିବ୍ୟାଙ୍ଗଙ୍କୁ ନେଇ ଜିଲାପାଳଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ପହଞ୍ଚାଇ ଏବେ ସବୁଠି ଚର୍ଚ୍ଚା ଓ ପ୍ରଶଂସା ସାଉଣ୍ଟୁଥିବା ଜଣାପଡ଼ିଛି।…

ବ୍ରିଜ୍‌ କାମ ଶେଷ ନ କରି ବନ୍ଦ ପ୍ରସ୍ତାବ

ଯାଜପୁର,୧୮।୨(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଗ୍ରାମ୍ୟ ନିର୍ମାଣ ଡିଭିଜନ-୧  ଅଧୀନ ଜିଲାର ସୀମାନ୍ତବର୍ତ୍ତି ତଥା ସୁକିନ୍ଦା ଖଣି ଅଞ୍ଚଳରେ ଏଯାଏ ଗମନାଗମନ ପାଇଁ ଉପଯୁକ୍ତ ରାସ୍ତା ଓ ବ୍ରିଜ…

ଟେକ୍ସଟାଇଲ ପାର୍କ ଆଶାରେ ବଲାଙ୍ଗୀର

ବଲାଙ୍ଗୀର,୧୮ା୨(ବୀରେନ୍ଦ୍ର କୁମାର ଝାଙ୍କର): ଦାଦନପ୍ରବଣ ତଥା ଶିଳ୍ପବିହୀନ ବଲାଙ୍ଗୀର ଜିଲାରେ ଟେକ୍ସଟାଇଲ ପାର୍କ(କ୍ଲଷ୍ଟର) ପ୍ରତିଷ୍ଠା ଘୋଷଣାରେ ଅଟକିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଓଡିଶା ଟେକ୍ସଟାଇଲ କନ୍‌କ୍ଲେଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri