Posted inଖେଳ

ରୁମ୍‌ରେ ଓ୍ବାର୍କ ଆଉଟ୍‌ କରୁଛନ୍ତି ଏହି କ୍ରିକେଟର

ଚେନ୍ନାଇ,୨୯ା୧- ଆସନ୍ତା ୫ ତାରିଖରୁ ସ୍ଥାନୀୟ ଚେପକ ଗ୍ରାଉଣ୍ଡରେ ଇଂଲଣ୍ଡ ଓ ଭାରତ ମଧ୍ୟରେ ୪ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ଆରମ୍ଭ ହେବାକୁ ଯାଉଛି। କୋଭିଡ୍‌-୧୯ ପାଣ୍ଡେମିକ୍‌ ପରିସ୍ଥିତି ଯୋଗୁ ଉଭୟ ଦଳର ଖେଳାଳିମାନେ ଚେନ୍ନାଇରେ ପହଞ୍ଚି ସାରିଥିଲେ ମଧ୍ୟ ନା ପଡ଼ିଆରେ ଅଭ୍ୟାସ କରିପାରୁଛନ୍ତି, ନା ଯାଇପାରୁଛନ୍ତି ଜିମ୍‌। ଦୁଇ ଦଳର ଖେଳାଳିଙ୍କୁ ଏବେ କ୍ୱାରେଣ୍ଟାଇନରେ ରଖାଯାଇଛି। ଏଭଳି ପରସ୍ଥିତି ରୋକିପାରି ନାହିଁ ଫିଟ୍‌ନେସକୁ ଗୁରୁତ୍ୱ ଦେଉଥିବା ବିରାଟ କୋହଲିଙ୍କୁ। ଭାରତୀୟ ଅଧିନାୟକ ବିଜ ରୁମ୍‌ରେ ଓ୍ବାର୍କ ଆଉଟ୍‌ କରୁଥିବାବେଳର ଏକ ଭିଡିଓ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଛନ୍ତି।

ଏହାର କ୍ୟାପଶନରେ ଲେଖିଛନ୍ତି, କ୍ୱାରେଣ୍ଟାଇନରେ ମ୍ୟୁଜିକ ଓ ଜିମ୍‌ ଉପକରଣ ଦରକାର। ଇଚ୍ଛା ଥିଲେ, କେଉଁଠାରେ ବି ଓ୍ବାର୍କ ଆଉଟ୍‌ କରିହେବ। ସଭିଙ୍କ ପାଇଁ ଦିନଟି ମଙ୍ଗଳକର ହେଉ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସୁଶାନ୍ତଙ୍କ ବ୍ୟାଟିଂର ପ୍ରଶଂସକ ଥିଲେ ସଚିନ ତେନ୍ଦୁଲକର

ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟାକୁ ନେଇ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। କ୍ରିକେଟ ଜଗତ ମଧ୍ୟ ତାଙ୍କ ମୃତ୍ୟୁରେ ସ୍ତବ୍ଧ ହୋଇଯାଇଛି। ଅଭିନେତା ହୋଇଥିଲେ...

ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚ୍‌ ଆୟୋଜନ କରିବାକୁ ପାକିସ୍ତାନ ପ୍ରସ୍ତୁତ

ଇସ୍‌ଲାମାବାଦ୍‌,୨୨।୧୧(ଏପି): ପାଖାପାଖି ଏକ ଦଶନ୍ଧି ପରେ ପାକିସ୍ତାନରେ କ୍ରିକେଟ ମ୍ୟାଚ୍‌ ତଥା ସିରିଜ ଆୟୋଜନ ନେଇ ରାସ୍ତା ଖୋଲିଛି। ୨୦୦୯ରେ ଆତଙ୍କବାଦୀ ଘଟଣା ପରେ କ୍ରିକେଟ...

ଆଣ୍ଠୁମାଡି ସ୍ତ୍ରୀଙ୍କ ଫଟୋ ଉଠାଇଲେ କୋହଲି: ମହିଳା କ୍ରିକେଟର୍‌ କଲେ ଖୁଲାସା

ଭାରତୀୟ ମହିଳା ଏବଂ ପୁରୁଷ ଦଳ କେବଳ ଜୁନ ୩ରେ ଇଂଲଣ୍ଡରେ ପହଞ୍ଚିଛନ୍ତି। ଉଭୟ ଦଳ ଏବେ ସାଉଥମ୍ପଟନରେ କ୍ୱାରାଣ୍ଟାଇନ୍‌ରେ ଅଛନ୍ତି। ମହିଳା ଦଳ ଜୁନ୍‌...

ଜାମିନରେ ମୁକୁଳି ପୃଥ୍ବୀ ଶ’ଙ୍କ ନାମରେ ମାମଲା ରୁଜୁ କଲେ ସପ୍‌ନା

ମୁମ୍ବାଇ,୨୧ା୨: ଭାରତୀୟ କ୍ରିକେଟର ପୃଥ୍ବୀ ଶ’ଙ୍କ ଅଡୁଆ ବଢ଼ିଛି। ମଙ୍ଗଳବାର ମୁମ୍ବାଇର ଏକ ସେସନ୍ସ କୋର୍ଟରୁ ସୋସିଆଲ ମିଡିଆ ଇନ୍‌ଫ୍ଲୁଏନ୍ସର ସପ୍‌ନା ଗିଲଙ୍କୁ ଜାମିନ ମିଳିଥିଲା।...

ଭାରତ ବିପକ୍ଷ ସିରିଜରୁ ସୈଫୁଦ୍ଦିନ ଓହରିଲେ

ଢାକା, ୨୫।୧୦(ପି.ଟି.)-ପିଠିରେ ଯନ୍ତ୍ରଣା କାରଣରୁ ବାଂଲାଦେଶ ଅଲରାଉଣ୍ଡର ମହମ୍ମଦ ସୈଫୁଦ୍ଦିନ ଭାରତ ବିପକ୍ଷ ଟି୨୦ କ୍ରିକେଟ ସିରିଜରୁ ଓହରି ଯାଇଛନ୍ତି। ଆହତ ସମସ୍ୟା ଯୋଗୁ ଅଷ୍ଟ୍ରେଲିଆ...

ଓସାକାଙ୍କୁ ଚାଇନା ଓପନ ଟାଇଟଲ

ବେଜିଂ, ୭।୧୦(ଏଏଫପି)- ବିଶ୍ୱର ନମ୍ବରଓ୍ବାନ ଆଶଲେ ବାର୍ଟିଙ୍କୁ ହରାଇ ନାଓମି ଓସାକା ଚାଇନା ଓପନ ଟେନିସ ଟାଇଟଲ ଜିତିଛନ୍ତି। ପ୍ରଥମ ସେଟ୍‌ରେ ପଛୁଆ ରହିଥିଲେ ହେଁ...

ରାଜ୍ୟସ୍ତରୀୟ କ୍ରିକେଟ ଟୁର୍ନାମେଣ୍ଟ: ରାଉରକେଲା ବିଜୟୀ

ସମ୍ବଲପୁର,୩।୧(ବ୍ୟୁରୋ): ରାଜ୍ୟସ୍ତରୀୟ ମହେଶ ମେମୋରିଆଲ କ୍ରିକେଟ ଟୁର୍ନାମେଣ୍ଟ ସ୍ବର୍ଣ୍ଣାବୁରେଇ ଖେଳ ପଡ଼ିିଆରେ ଚାଲିଛି। ରବିବାର କ୍ବାର୍ଟର ଫାଇନାଲ ମ୍ୟାଚ୍‌ ବରଗଡ ଜିଲା ବ୍ଲୁ ଡାଇମଣ୍ଡ ଓ...

କୋହଲିଙ୍କୁ ଡରୁଥିଲେ ଅଷ୍ଟ୍ରେଲିଆ ଖେଳାଳି: କ୍ଲାର୍କ

ମେଲବୋର୍ନ, ୮।୪(ପି.ଟି.)-ଅଷ୍ଟ୍ରେଲିଆ ପୂର୍ବତନ ଅଧିନାୟକ ମାଇକେଲ କ୍ଲାର୍କ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ସମ୍ପର୍କରେ ଏକ ଟିପ୍ପଣୀ ଦେଇ ହଇଚଇ ସୃଷ୍ଟି କରିଛନ୍ତି। ଅଷ୍ଟ୍ରେଲୀୟ କ୍ରିକେଟରମାନେ...

Advertisement
Archives

Model This Week